ମନୋରଞ୍ଜନ
ଓଡ଼ିଶା
ଆସନ୍ତା ମାର୍ଚ୍ଚ ୧ରୁ ଯୁକ୍ତ ଦୁଇ ପରୀକ୍ଷା
ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ୧ରୁ ଯୁକ୍ତ ଦୁଇ ପରୀକ୍ଷା ହେବ । ଏଥର ସିସିଟିଭି ଉପରେ ଗୁରୁତ୍ୱ ଦିଆଯାଇଛି । ଏଥିପାଇଁ ସବୁ ପ୍ରସ୍ତୁତି କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଅନ୍ୟପଟେ ଅଧ୍ୟାପକଙ୍କ ପରୀକ୍ଷା ବର୍ଜନ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ମନ୍ତ୍ରୀ । ତାଙ୍କ କହିବା କଥା କିଛି ଅଧ୍ୟାପକ ଦାବି ପୂରଣ ନ ହେଲେ ପରୀକ୍ଷା ବର୍ଜନ କରିବାକୁ ଚେତାବନୀ ଦେଇଛନ୍ତି । ଏକଥା ଆମ ନଜରକୁ […]
ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ୧ରୁ ଯୁକ୍ତ ଦୁଇ ପରୀକ୍ଷା ହେବ । ଏଥର ସିସିଟିଭି ଉପରେ ଗୁରୁତ୍ୱ ଦିଆଯାଇଛି । ଏଥିପାଇଁ ସବୁ ପ୍ରସ୍ତୁତି କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।
ଅନ୍ୟପଟେ ଅଧ୍ୟାପକଙ୍କ ପରୀକ୍ଷା ବର୍ଜନ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ମନ୍ତ୍ରୀ । ତାଙ୍କ କହିବା କଥା କିଛି ଅଧ୍ୟାପକ ଦାବି ପୂରଣ ନ ହେଲେ ପରୀକ୍ଷା ବର୍ଜନ କରିବାକୁ ଚେତାବନୀ ଦେଇଛନ୍ତି । ଏକଥା ଆମ ନଜରକୁ ଆସିଛି । ଅନୁରୋଧ କରିବୁ ଅଧ୍ୟାପକଙ୍କୁ, ପିଲାଙ୍କ ସ୍ୱାର୍ଥ ଆଗ । ସେଥିପାଇଁ ସେ ପରୀକ୍ଷାରେ ସହଯୋଗ କରିବାକୁ ଅନୁରୋଧ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।