ଗାଁରେ ପଶିଲା କଲରାପତରିଆ ବାଘ, ଧରିବା ପାଇଁ ଉଦ୍ୟମ ଜାରି

The Sakala Picture
Published On

ସୁନ୍ଦରଗଡ:  ସୁନ୍ଦରଗଡ଼ ଜିଲ୍ଲା ବଡଗାଁ ବାନାଞ୍ଚଳ ପାମରା ଜଙ୍ଗଲ ନିକଟରେ ବୁଲୁଛି କଲରାପତରିଆ ବାଘ। ସକାଳୁ ଲୋକେ ଜଙ୍ଗଲ ଆଡକୁ ଯାଉଥିବା ବେଳେ ପାହାଡ ତଳେ ଏକ ବାଘ ଯାଉଥିବାର ଦେଖି ଲୋକେ ତୁରନ୍ତ ବନବିଭାଗକୁ ଖବର ଦେଇଥିଲେ। ପରେ ବନବିଭାଗ କର୍ମଚାରୀ ପହଞ୍ଚି ଲୋକଙ୍କ ସହାୟତାରେ ବାଘକୁ ଘଉଡାଇବା ପାଇଁ ଉଦ୍ୟମ କରିଥିଲେ। ତେବେ ବର୍ତ୍ତମାନ ସେଠାରେ ବାଘକୁ କାବୁ କରିବା ପାଇଁ ଉଦ୍ୟମ ଆରମ୍ଭ କରାଯାଉଛି। ଯନ୍ତା ଓ ଛେଳି ଆଣି ବାଘକୁ ଧରିବା […]

ସୁନ୍ଦରଗଡ:  ସୁନ୍ଦରଗଡ଼ ଜିଲ୍ଲା ବଡଗାଁ ବାନାଞ୍ଚଳ ପାମରା ଜଙ୍ଗଲ ନିକଟରେ ବୁଲୁଛି କଲରାପତରିଆ ବାଘ। ସକାଳୁ ଲୋକେ ଜଙ୍ଗଲ ଆଡକୁ ଯାଉଥିବା ବେଳେ ପାହାଡ ତଳେ ଏକ ବାଘ ଯାଉଥିବାର ଦେଖି ଲୋକେ ତୁରନ୍ତ ବନବିଭାଗକୁ ଖବର ଦେଇଥିଲେ। ପରେ ବନବିଭାଗ କର୍ମଚାରୀ ପହଞ୍ଚି ଲୋକଙ୍କ ସହାୟତାରେ ବାଘକୁ ଘଉଡାଇବା ପାଇଁ ଉଦ୍ୟମ କରିଥିଲେ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ଲଜ୍ଜା: ପଡ଼ୋଶୀ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ

ତେବେ ବର୍ତ୍ତମାନ ସେଠାରେ ବାଘକୁ କାବୁ କରିବା ପାଇଁ ଉଦ୍ୟମ ଆରମ୍ଭ କରାଯାଉଛି। ଯନ୍ତା ଓ ଛେଳି ଆଣି ବାଘକୁ ଧରିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ଆବଶ୍ୟକ ହେଲେ ଟ୍ରାଙ୍କୁ ଲାଇଜ କରାଯିବ। ଏ ନେଇ ଡିଏଫଓ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: କଲେଜ ହଷ୍ଟେଲରୁ ଯୁକ୍ତ ଦୁଇ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

 

ଆହୁରି ପଢ଼ନ୍ତୁ: ଏମ୍‌ଏମ୍‌ଡିଆର ପ୍ରସଙ୍ଗରେ ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡ଼ିଲା ବିଜେଡି; ପ୍ରତ୍ୟାହାର ହେଉ ରାଜ୍ୟ ସ୍ୱାର୍ଥ ବିରୋଧୀ ଆଇନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର