ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ ସ୍କୁଲ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ଗ୍ରାମାଞ୍ଚଳର ୨୫ ଶହ ଗରିବ ଛାତ୍ରଛାତ୍ରୀଙ୍କୁ ବିନା ଦେୟରେ ପାଠ ପଢ଼ାଇବାକୁ ଯୋଜନା

The Sakala Picture
Published On

କେନ୍ଦୁଝର: ଆନନ୍ଦପୁର ଉପଖଣ୍ଡ ହାଟଡିହି ବ୍ଲକ ବେରୁଣିପଦି ଗାଁରେ ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ ସ୍କୁଲ ଉଦଘାଟିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦଘାଟନ କରିଛନ୍ତି । ଡାକ୍ତର ପ୍ରଦୀପ ସେଠୀଙ୍କ ତତ୍ତ୍ବାବଧାନରେ ଆରମ୍ଭ କରାଯାଇଥିବା ଏହି ବିଦ୍ୟାଳୟରେ ଗ୍ରାମାଞ୍ଚଳର ୨୫ ଶହ ଛାତ୍ରଛାତ୍ରୀଙ୍କୁ ବିନା ଦେୟରେ ପାଠ ପଢ଼ାଇବାକୁ ଯୋଜନା କରାଯାଇଛି । ପ୍ରଦୀପ ସେଠୀଙ୍କ ନିଜ ଗାଁ ବେରୁଣିପଦିରେ ଗରିବ ଛାତ୍ରଛାତ୍ରୀଙ୍କୁ ଶିକ୍ଷାକ୍ଷେତ୍ରରେ ଅଗ୍ରସର କରାଇବାକୁ ଏହି ପରିକଳ୍ପନା କରାଯାଇଛି । ଆଜି […]

କେନ୍ଦୁଝର: ଆନନ୍ଦପୁର ଉପଖଣ୍ଡ ହାଟଡିହି ବ୍ଲକ ବେରୁଣିପଦି ଗାଁରେ ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ ସ୍କୁଲ ଉଦଘାଟିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦଘାଟନ କରିଛନ୍ତି । ଡାକ୍ତର ପ୍ରଦୀପ ସେଠୀଙ୍କ ତତ୍ତ୍ବାବଧାନରେ ଆରମ୍ଭ କରାଯାଇଥିବା ଏହି ବିଦ୍ୟାଳୟରେ ଗ୍ରାମାଞ୍ଚଳର ୨୫ ଶହ ଛାତ୍ରଛାତ୍ରୀଙ୍କୁ ବିନା ଦେୟରେ ପାଠ ପଢ଼ାଇବାକୁ ଯୋଜନା କରାଯାଇଛି ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଭଦ୍ରକ ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ, ୧୦ ହଜାର ଲାଞ୍ଚ ନେବାବେଳେ ଧରାପଡ଼ିଲେ

ପ୍ରଦୀପ ସେଠୀଙ୍କ ନିଜ ଗାଁ ବେରୁଣିପଦିରେ ଗରିବ ଛାତ୍ରଛାତ୍ରୀଙ୍କୁ ଶିକ୍ଷାକ୍ଷେତ୍ରରେ ଅଗ୍ରସର କରାଇବାକୁ ଏହି ପରିକଳ୍ପନା କରାଯାଇଛି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହାର ଉଦଘାଟନ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଓପିଏସ୍‌ସି ପରୀକ୍ଷାରେ କପି କରିବା ଅଭିଯୋଗରେ ପରୀକ୍ଷାର୍ଥୀ ସହ ଅନ୍ୟ ୩ ଗିରଫ

କାର୍ଯ୍ୟକ୍ରମରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ସାଂସଦ ଚନ୍ଦ୍ରାଣି ମୁର୍ମୁ, ମେଣ୍ଟର ସଲିଳ ଚତୁର୍ବେଦୀ ପ୍ରମୁଖ ଉପସ୍ଥିତ ଥିଲେ ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହ: ଶାଶୁ ଓ ଶ୍ୱଶୁରଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା ଜ୍ୱାଇଁ

04 Mar 2023 By The Sakala

ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ ସ୍କୁଲ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ଗ୍ରାମାଞ୍ଚଳର ୨୫ ଶହ ଗରିବ ଛାତ୍ରଛାତ୍ରୀଙ୍କୁ ବିନା ଦେୟରେ ପାଠ ପଢ଼ାଇବାକୁ ଯୋଜନା

କେନ୍ଦୁଝର: ଆନନ୍ଦପୁର ଉପଖଣ୍ଡ ହାଟଡିହି ବ୍ଲକ ବେରୁଣିପଦି ଗାଁରେ ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ ସ୍କୁଲ ଉଦଘାଟିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦଘାଟନ କରିଛନ୍ତି । ଡାକ୍ତର ପ୍ରଦୀପ ସେଠୀଙ୍କ ତତ୍ତ୍ବାବଧାନରେ ଆରମ୍ଭ କରାଯାଇଥିବା ଏହି ବିଦ୍ୟାଳୟରେ ଗ୍ରାମାଞ୍ଚଳର ୨୫ ଶହ ଛାତ୍ରଛାତ୍ରୀଙ୍କୁ ବିନା ଦେୟରେ ପାଠ ପଢ଼ାଇବାକୁ ଯୋଜନା କରାଯାଇଛି ।

ପ୍ରଦୀପ ସେଠୀଙ୍କ ନିଜ ଗାଁ ବେରୁଣିପଦିରେ ଗରିବ ଛାତ୍ରଛାତ୍ରୀଙ୍କୁ ଶିକ୍ଷାକ୍ଷେତ୍ରରେ ଅଗ୍ରସର କରାଇବାକୁ ଏହି ପରିକଳ୍ପନା କରାଯାଇଛି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହାର ଉଦଘାଟନ କରିଛନ୍ତି ।

କାର୍ଯ୍ୟକ୍ରମରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ସାଂସଦ ଚନ୍ଦ୍ରାଣି ମୁର୍ମୁ, ମେଣ୍ଟର ସଲିଳ ଚତୁର୍ବେଦୀ ପ୍ରମୁଖ ଉପସ୍ଥିତ ଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର