ସାମ୍ବାଦିକଙ୍କୁ ସମ୍ମୁଖ କରୋନା ଯୋଦ୍ଧା ଘୋଷଣାକୁ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜଙ୍କ ସ୍ୱାଗତ

The Sakala Picture
Published On

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତିକୁ ସବୁଠି ପ୍ରଶଂସା। ସାମ୍ବାଦିକଙ୍କୁ ସମ୍ମୁଖ କରୋନା ଯୋଦ୍ଧା ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହାକୁ ସବୁ ମହଲରେ ପ୍ରଶଂସା କରାଯାଉଛି। ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତିକୁ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ସ୍ୱାଗତ କରିଛନ୍ତି । My deepest gratitude to Hon'ble CM Shri Naveen Patnaik for declaring Working Journalists of Odisha as Frontline COVID Warriors. This will benefit them […]

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତିକୁ ସବୁଠି ପ୍ରଶଂସା। ସାମ୍ବାଦିକଙ୍କୁ ସମ୍ମୁଖ କରୋନା ଯୋଦ୍ଧା ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହାକୁ ସବୁ ମହଲରେ ପ୍ରଶଂସା କରାଯାଉଛି। ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତିକୁ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ସ୍ୱାଗତ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ITDA ବାଲିଗୁଡ଼ା ସହକାରୀ ନିର୍ବାହୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ

ମାନସ ମଙ୍ଗରାଜ ଟ୍ୱିଟ୍ କରି ଲେଖିଛନ୍ତି ଯେ, ଏହା ସାମ୍ବାଦିକମାନଙ୍କୁ ବିଶେଷ ଭାବେ ସହାୟକ ହେବ । ସାମ୍ବାଦିକମାନଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତା ଓ ଦୃଢ଼ ସହଯୋଗ ଥିବା କହିଛନ୍ତି ମାନସ ମଙ୍ଗରାଜ । ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣାକୁ ରାଜ୍ୟର ସାମ୍ବାଦିକମାନେ ସ୍ୱାଗତ କରିଛନ୍ତି ।

02 May 2021 By The Sakala

ସାମ୍ବାଦିକଙ୍କୁ ସମ୍ମୁଖ କରୋନା ଯୋଦ୍ଧା ଘୋଷଣାକୁ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜଙ୍କ ସ୍ୱାଗତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତିକୁ ସବୁଠି ପ୍ରଶଂସା। ସାମ୍ବାଦିକଙ୍କୁ ସମ୍ମୁଖ କରୋନା ଯୋଦ୍ଧା ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହାକୁ ସବୁ ମହଲରେ ପ୍ରଶଂସା କରାଯାଉଛି। ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତିକୁ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ସ୍ୱାଗତ କରିଛନ୍ତି ।

ମାନସ ମଙ୍ଗରାଜ ଟ୍ୱିଟ୍ କରି ଲେଖିଛନ୍ତି ଯେ, ଏହା ସାମ୍ବାଦିକମାନଙ୍କୁ ବିଶେଷ ଭାବେ ସହାୟକ ହେବ । ସାମ୍ବାଦିକମାନଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତା ଓ ଦୃଢ଼ ସହଯୋଗ ଥିବା କହିଛନ୍ତି ମାନସ ମଙ୍ଗରାଜ । ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣାକୁ ରାଜ୍ୟର ସାମ୍ବାଦିକମାନେ ସ୍ୱାଗତ କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର