ମନୋରଞ୍ଜନ
ରାଜ୍ୟରେ କରୋନା ନେଲା ଆଉ ୫ ଜୀବନ
ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୫ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ହଜାର ୭୩କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଓ ଖୋର୍ଦ୍ଧାରୁ ୨ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । Regret […]
ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୫ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ହଜାର ୭୩କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଓ ଖୋର୍ଦ୍ଧାରୁ ୨ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଏସଟି ଏବଂ ଏସସି ବିଭାଗର ୨ ଅଡିଟର, ୧୪ ଲକ୍ଷରୁ ଊର୍ଦ୍ଧ୍ୱ ସନ୍ଦିଗ୍ଧ ଲାଞ୍ଚ ଟଙ୍କା ଜବତ
Regret to inform the demise of five numbers of Covid positive patients while under treatment in hospitals.
ଆହୁରି ପଢ଼ନ୍ତୁ: ପ୍ରେମ ପାଇଁ ଘର ଛାଡ଼ିବା ପରେ ବିଷ ପିଇଦେଲେ ପ୍ରେମୀ ଯୁଗଳ: ନାବାଳିକା ମୃତ, ପ୍ରେମିକଙ୍କ ଅବସ୍ଥା ଗୁରୁତର1.A 72 years old male of Bhubaneswar who was also suffering from Chronic Obstructive Pulmonary Disease.
ଆହୁରି ପଢ଼ନ୍ତୁ: ମାଛ ଧରା ଜାଲରୁ ଉଦ୍ଧାର ହେଲା ୬ ଫୁଟ୍ ଲମ୍ବର ବଉଳା କୁମ୍ଭୀର— H & FW Dept Odisha (@HFWOdisha) May 3, 2021
5.A 54 years old female of Sundargarh district.
— H & FW Dept Odisha (@HFWOdisha) May 3, 2021






