ରାଜ୍ୟରେ ପୁଣି ଏକ ଦନ୍ତା ହାତୀର ମୃତ୍ୟୁ, ବିଦ୍ୟୁତ ତାର ଆଘାତରେ ମୃତ୍ୟୁବରଣ କରିଥିବା ସୂଚନା

The Sakala Picture
Published On

କେନ୍ଦୁଝର: ରାଜ୍ୟରେ ପୁଣି ଏକ ଦନ୍ତା ହାତୀର ମୃତ୍ୟୁ ହୋଇଛି। କେନ୍ଦୁଝର ଚମ୍ପୁଆ ରେଞ୍ଜ ବାମବୋରି ବିଟ୍‌ ବସନ୍ତପୁର ଜଡିପଦା ସାହିରୁ ହାତୀର ମୃତଦେହ ଉଦ୍ଧାର କରାଯାଇଛି। ୧୧ କେଭି ବିଦ୍ୟୁତ ତାର ଆଘାତରେ ହାତୀଟି ମୃତ୍ୟୁବରଣ କରିଥିବା ଜଣାପଡିଛି । ରବିବାର ସକାଳୁ ସ୍ଥାନୀୟ ଲୋକେ ହାତୀର ମୃତ ଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ଖବର ପାଇ ଘଟଣାସ୍ଥଳରେ ବନବିଭାଗ ପହଞ୍ଚି ତଦନ୍ତ ଜାରି ରଖିଛି । ଦନ୍ତାର ମୃତଦେହ ବିଦ୍ୟୁତ ତାରରେ ଛନ୍ଦି ହୋଇ […]

କେନ୍ଦୁଝର: ରାଜ୍ୟରେ ପୁଣି ଏକ ଦନ୍ତା ହାତୀର ମୃତ୍ୟୁ ହୋଇଛି। କେନ୍ଦୁଝର ଚମ୍ପୁଆ ରେଞ୍ଜ ବାମବୋରି ବିଟ୍‌ ବସନ୍ତପୁର ଜଡିପଦା ସାହିରୁ ହାତୀର ମୃତଦେହ ଉଦ୍ଧାର କରାଯାଇଛି। ୧୧ କେଭି ବିଦ୍ୟୁତ ତାର ଆଘାତରେ ହାତୀଟି ମୃତ୍ୟୁବରଣ କରିଥିବା ଜଣାପଡିଛି । ରବିବାର ସକାଳୁ ସ୍ଥାନୀୟ ଲୋକେ ହାତୀର ମୃତ ଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ଖବର ପାଇ ଘଟଣାସ୍ଥଳରେ ବନବିଭାଗ ପହଞ୍ଚି ତଦନ୍ତ ଜାରି ରଖିଛି । ଦନ୍ତାର ମୃତଦେହ ବିଦ୍ୟୁତ ତାରରେ ଛନ୍ଦି ହୋଇ ରହିଛି । ତେବେ ବିଦ୍ୟୁତ୍‌ ତାର ଝୁଲନ୍ତା ଅବସ୍ଥାରେ ଥିବାରୁ ଏଭଳି ଅଘଟଣ ଘଟିଥିବା ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିରରେ ଆରମ୍ଭ ହେବ 'ଇ-ହୁଣ୍ଡି' ବ୍ୟବସ୍ଥା: ଘରେ ବସି ଶ୍ରୀଜୀଉଙ୍କୁ ଦାନ କରିପାରିବେ ଦେଶବିଦେଶର ଭକ୍ତ

19 Mar 2023 By The Sakala

ରାଜ୍ୟରେ ପୁଣି ଏକ ଦନ୍ତା ହାତୀର ମୃତ୍ୟୁ, ବିଦ୍ୟୁତ ତାର ଆଘାତରେ ମୃତ୍ୟୁବରଣ କରିଥିବା ସୂଚନା

କେନ୍ଦୁଝର: ରାଜ୍ୟରେ ପୁଣି ଏକ ଦନ୍ତା ହାତୀର ମୃତ୍ୟୁ ହୋଇଛି। କେନ୍ଦୁଝର ଚମ୍ପୁଆ ରେଞ୍ଜ ବାମବୋରି ବିଟ୍‌ ବସନ୍ତପୁର ଜଡିପଦା ସାହିରୁ ହାତୀର ମୃତଦେହ ଉଦ୍ଧାର କରାଯାଇଛି। ୧୧ କେଭି ବିଦ୍ୟୁତ ତାର ଆଘାତରେ ହାତୀଟି ମୃତ୍ୟୁବରଣ କରିଥିବା ଜଣାପଡିଛି । ରବିବାର ସକାଳୁ ସ୍ଥାନୀୟ ଲୋକେ ହାତୀର ମୃତ ଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ଖବର ପାଇ ଘଟଣାସ୍ଥଳରେ ବନବିଭାଗ ପହଞ୍ଚି ତଦନ୍ତ ଜାରି ରଖିଛି । ଦନ୍ତାର ମୃତଦେହ ବିଦ୍ୟୁତ ତାରରେ ଛନ୍ଦି ହୋଇ ରହିଛି । ତେବେ ବିଦ୍ୟୁତ୍‌ ତାର ଝୁଲନ୍ତା ଅବସ୍ଥାରେ ଥିବାରୁ ଏଭଳି ଅଘଟଣ ଘଟିଥିବା ସୂଚନା ମିଳିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର