ବିଶ୍ୱ ପଖାଳ ଦିବସ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ୱର: ଆଜି ବିଶ୍ବ ପଖାଳ ଦିବସ । ପଖାଳର ନିବିଡ଼ତା ଓଡ଼ିଆ ଜାତି ସହ କାହିଁ କେଉଁ କାଳରୁ ଯୋଡ଼ି ହୋଇରହିଛି। ପ୍ରତି ଓଡ଼ିଆଙ୍କର ପସନ୍ଦର ଖାଦ୍ୟ ହେଉଛି ପଖାଳ । ଖରାଦିନ ଆସିଲେ ଖୋଜାପଡ଼େ ପଖାଳ କଂସା । ପଖାଳ ହେଉଛି ସଭିଙ୍କର ପ୍ରିୟ ଖାଦ୍ୟ । ଆମ ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ପ୍ରିୟ ପଖାଳ । ଶ୍ରୀମନ୍ଦିରର ଟଙ୍କ ତୋରାଣି ଏହାର ପ୍ରମାଣ । ଖରା ଦିନେ ପଖାଳ କଂସାରେ ହିଁ ଓଡ଼ିଆଙ୍କୁ […]

ଭୁବନେଶ୍ୱର: ଆଜି ବିଶ୍ବ ପଖାଳ ଦିବସ । ପଖାଳର ନିବିଡ଼ତା ଓଡ଼ିଆ ଜାତି ସହ କାହିଁ କେଉଁ କାଳରୁ ଯୋଡ଼ି ହୋଇରହିଛି। ପ୍ରତି ଓଡ଼ିଆଙ୍କର ପସନ୍ଦର ଖାଦ୍ୟ ହେଉଛି ପଖାଳ । ଖରାଦିନ ଆସିଲେ ଖୋଜାପଡ଼େ ପଖାଳ କଂସା । ପଖାଳ ହେଉଛି ସଭିଙ୍କର ପ୍ରିୟ ଖାଦ୍ୟ । ଆମ ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ପ୍ରିୟ ପଖାଳ । ଶ୍ରୀମନ୍ଦିରର ଟଙ୍କ ତୋରାଣି ଏହାର ପ୍ରମାଣ । ଖରା ଦିନେ ପଖାଳ କଂସାରେ ହିଁ ଓଡ଼ିଆଙ୍କୁ ଶାନ୍ତି ମିଳିଥାଏ । ପ୍ରତି ବର୍ଷ ମାର୍ଚ୍ଚ ୨୦ ତାରିଖ ପଖାଳ ଦିବସ ପାଳନ କରାଯାଇଥାଏ ।

ଆହୁରି ପଢ଼ନ୍ତୁ: ମହଙ୍ଗା ହେଲା ରୋଷେଇ ଗ୍ୟାସ୍: ଘରୋଇ ସିଲିଣ୍ଡର ପିଛା ବଢିଲା ୬୦ ଟଙ୍କା, କମର୍ସିଆଲ୍ ୧୧୫ଟଙ୍କା ବୃଦ୍ଧି

ପାଖରେ କିଛି ଥାଉ କି ନଥାଉ କଂସେ ପଖାଳ ଓ ପାଖରେ ଲଙ୍କା ଓ ବଡ଼ିଚୁରା ଥିଲେ ଜମିଲା ପଖାଳ ଖାଇବା । ବିଶ୍ବର କୋଣ ଅନୁକୋଣରେ ବାସ କରୁଥିବା ପ୍ରତ୍ୟେକ ଓଡିଆ ଏହି ଦିନଟିକୁ ଚାହିଁ ବସିଥାନ୍ତି । ହେଲେ ଗାଁଠୁ ସହର ସବୁଠି ସବୁଦିନ ଲୋକେ ଖାଇଥାନ୍ତି ପଖାଳ । ପଖାଳର ମହତ୍ୱକୁ ପରପୀଢ଼ି ପାଖରେ ପହଞ୍ଚାଇବା ପାଇଁ ପ୍ରତିବର୍ଷ ମାର୍ଚ୍ଚ ୨୦ତାରିଖରେ ପଖାଳ ଦିବସ ପାଳିତ ହେଉଛି । ଏହିଦିନ ବଡ଼ ବଡ଼ ହୋଟେଲରେ ସ୍ବତନ୍ତ୍ର ମେନୁ ପରସା ଯାଉଛି ।

20 Mar 2023 By The Sakala

ବିଶ୍ୱ ପଖାଳ ଦିବସ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଆଜି ବିଶ୍ବ ପଖାଳ ଦିବସ । ପଖାଳର ନିବିଡ଼ତା ଓଡ଼ିଆ ଜାତି ସହ କାହିଁ କେଉଁ କାଳରୁ ଯୋଡ଼ି ହୋଇରହିଛି। ପ୍ରତି ଓଡ଼ିଆଙ୍କର ପସନ୍ଦର ଖାଦ୍ୟ ହେଉଛି ପଖାଳ । ଖରାଦିନ ଆସିଲେ ଖୋଜାପଡ଼େ ପଖାଳ କଂସା । ପଖାଳ ହେଉଛି ସଭିଙ୍କର ପ୍ରିୟ ଖାଦ୍ୟ । ଆମ ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ପ୍ରିୟ ପଖାଳ । ଶ୍ରୀମନ୍ଦିରର ଟଙ୍କ ତୋରାଣି ଏହାର ପ୍ରମାଣ । ଖରା ଦିନେ ପଖାଳ କଂସାରେ ହିଁ ଓଡ଼ିଆଙ୍କୁ ଶାନ୍ତି ମିଳିଥାଏ । ପ୍ରତି ବର୍ଷ ମାର୍ଚ୍ଚ ୨୦ ତାରିଖ ପଖାଳ ଦିବସ ପାଳନ କରାଯାଇଥାଏ ।

ପାଖରେ କିଛି ଥାଉ କି ନଥାଉ କଂସେ ପଖାଳ ଓ ପାଖରେ ଲଙ୍କା ଓ ବଡ଼ିଚୁରା ଥିଲେ ଜମିଲା ପଖାଳ ଖାଇବା । ବିଶ୍ବର କୋଣ ଅନୁକୋଣରେ ବାସ କରୁଥିବା ପ୍ରତ୍ୟେକ ଓଡିଆ ଏହି ଦିନଟିକୁ ଚାହିଁ ବସିଥାନ୍ତି । ହେଲେ ଗାଁଠୁ ସହର ସବୁଠି ସବୁଦିନ ଲୋକେ ଖାଇଥାନ୍ତି ପଖାଳ । ପଖାଳର ମହତ୍ୱକୁ ପରପୀଢ଼ି ପାଖରେ ପହଞ୍ଚାଇବା ପାଇଁ ପ୍ରତିବର୍ଷ ମାର୍ଚ୍ଚ ୨୦ତାରିଖରେ ପଖାଳ ଦିବସ ପାଳିତ ହେଉଛି । ଏହିଦିନ ବଡ଼ ବଡ଼ ହୋଟେଲରେ ସ୍ବତନ୍ତ୍ର ମେନୁ ପରସା ଯାଉଛି ।

https://www.thesakala.in/latest-odisha-news/chief-minister-naveen-patnaik-extended-his-greetings-on-the-occasion-of-world-pakhal-day/article-19955
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର