ରାଜ୍ୟରେ କରୋନା ନେଲା ଆଉ ୧୬ ଜୀବନ, ଖୋର୍ଦ୍ଧାରୁ ସର୍ବାଧିକ ୪ମୃତ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ୭ଟି ଜିଲ୍ଲାରୁ ଆଉ ୧୬ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା। ସେହିପରି ଗଜପତି ଓ କଳାହାଣ୍ଡି ଜିଲ୍ଲାରୁ ଆଉ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା […]

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ୭ଟି ଜିଲ୍ଲାରୁ ଆଉ ୧୬ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା। ସେହିପରି ଗଜପତି ଓ କଳାହାଣ୍ଡି ଜିଲ୍ଲାରୁ ଆଉ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଆଉ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ ଯାଇଥିବା ବେଳେ ପୁରୀ ଓ ସମ୍ୱଲପୁର ଜିଲ୍ଲାରୁ ଜଣେ ଲେଖାଏ ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୧ଶହ ୪କୁ ବୃଦ୍ଧି ପାଇଛି ।

ଆହୁରି ପଢ଼ନ୍ତୁ: ମହିଳା ସଂରକ୍ଷଣ ବିଲ୍‌କୁ ନେଇ ବିଜେପି ନାଟକ କରୁଛି, ସଂରକ୍ଷଣ ନାଁରେ ସୀମା ପୁନଃ ନିର୍ଦ୍ଧାରଣ ବିଲ୍‌ ପାରିତ ଉଦ୍ଦେଶ୍ୟ ଥିଲା: ବିଜେଡି

05 May 2021 By The Sakala

ରାଜ୍ୟରେ କରୋନା ନେଲା ଆଉ ୧୬ ଜୀବନ, ଖୋର୍ଦ୍ଧାରୁ ସର୍ବାଧିକ ୪ମୃତ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ୭ଟି ଜିଲ୍ଲାରୁ ଆଉ ୧୬ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା। ସେହିପରି ଗଜପତି ଓ କଳାହାଣ୍ଡି ଜିଲ୍ଲାରୁ ଆଉ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଆଉ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ ଯାଇଥିବା ବେଳେ ପୁରୀ ଓ ସମ୍ୱଲପୁର ଜିଲ୍ଲାରୁ ଜଣେ ଲେଖାଏ ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୧ଶହ ୪କୁ ବୃଦ୍ଧି ପାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର