ପଶ୍ଚିମାଝଡ ପ୍ରଭାବରେ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାପବନ ସହ କୁଆପଥର ବୃଷ୍ଟି

The Sakala Picture
Published On

ଭୁବନେଶ୍ୱର: ପଶ୍ଚିମାଝଡ ପ୍ରଭାବରେ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସହ କୁଆପଥର ବୃଷ୍ଟି ହୋଇଛି । କୁଆପଥର ସହ ହଠାତ ବର୍ଷା ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଇଥିଲା। କେବଳ ଭୁବନେଶ୍ୱର ନୁହେଁ, ପଶ୍ଚିମ ଓଡ଼ିଶା ସହ ବିଭିନ୍ନ ସ୍ଥାନରେ କୁଆପଥର ସହ ବର୍ଷା ହୋଇଛି। ବଲାଙ୍ଗିର ଓ ବାଲେଶ୍ୱର ଜିଲ୍ଲାର ବିଭିନ୍ନ ସ୍ଥାନରେ କୁଆପଥର ବର୍ଷା ହୋଇଥିବା ସୂଚନା ମିଳିଛି। ତେବେ ଗତ ୨ ଦିନ ହେବ ଏମିତି ବର୍ଷା ଗ୍ରୀଷ୍ମର ତାତିରୁ କିଛି […]

ଭୁବନେଶ୍ୱର: ପଶ୍ଚିମାଝଡ ପ୍ରଭାବରେ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସହ କୁଆପଥର ବୃଷ୍ଟି ହୋଇଛି । କୁଆପଥର ସହ ହଠାତ ବର୍ଷା ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଇଥିଲା। କେବଳ ଭୁବନେଶ୍ୱର ନୁହେଁ, ପଶ୍ଚିମ ଓଡ଼ିଶା ସହ ବିଭିନ୍ନ ସ୍ଥାନରେ କୁଆପଥର ସହ ବର୍ଷା ହୋଇଛି। ବଲାଙ୍ଗିର ଓ ବାଲେଶ୍ୱର ଜିଲ୍ଲାର ବିଭିନ୍ନ ସ୍ଥାନରେ କୁଆପଥର ବର୍ଷା ହୋଇଥିବା ସୂଚନା ମିଳିଛି। ତେବେ ଗତ ୨ ଦିନ ହେବ ଏମିତି ବର୍ଷା ଗ୍ରୀଷ୍ମର ତାତିରୁ କିଛି ମାତ୍ରାରେ ଆଶ୍ୱସ୍ତି ଆଣି ଦେଇଛି । ଆଗାମୀ ୨୪ ଘଣ୍ଟାରେ ବର୍ଷା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

20 Mar 2023 By The Sakala

ପଶ୍ଚିମାଝଡ ପ୍ରଭାବରେ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାପବନ ସହ କୁଆପଥର ବୃଷ୍ଟି

ଭୁବନେଶ୍ୱର: ପଶ୍ଚିମାଝଡ ପ୍ରଭାବରେ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସହ କୁଆପଥର ବୃଷ୍ଟି ହୋଇଛି । କୁଆପଥର ସହ ହଠାତ ବର୍ଷା ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଇଥିଲା। କେବଳ ଭୁବନେଶ୍ୱର ନୁହେଁ, ପଶ୍ଚିମ ଓଡ଼ିଶା ସହ ବିଭିନ୍ନ ସ୍ଥାନରେ କୁଆପଥର ସହ ବର୍ଷା ହୋଇଛି। ବଲାଙ୍ଗିର ଓ ବାଲେଶ୍ୱର ଜିଲ୍ଲାର ବିଭିନ୍ନ ସ୍ଥାନରେ କୁଆପଥର ବର୍ଷା ହୋଇଥିବା ସୂଚନା ମିଳିଛି। ତେବେ ଗତ ୨ ଦିନ ହେବ ଏମିତି ବର୍ଷା ଗ୍ରୀଷ୍ମର ତାତିରୁ କିଛି ମାତ୍ରାରେ ଆଶ୍ୱସ୍ତି ଆଣି ଦେଇଛି । ଆଗାମୀ ୨୪ ଘଣ୍ଟାରେ ବର୍ଷା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର