ରାଜ୍ୟରେ ପୁଣି ୧୦ ହଜାର ଟପିଲା ଦୈନିକ ସଂକ୍ରମଣ, ଖୋର୍ଦ୍ଧାରୁ ସର୍ବାଧିକ ୧୪୭୭ ପଜିଟିଭ୍ ଚିହ୍ନଟ

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଦୈନିକ ସଂକ୍ରମଣ ମଧ୍ୟ ପୁଣି ୧୦ ହଜାର ପାର କରିଛି। ରାଜ୍ୟରୁ ଆଜି ୧୦,୫୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୫୯୪୫ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୪୫୭୬ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୦୦,୧୬୨ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୪୭୭ ଜଣ […]

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଦୈନିକ ସଂକ୍ରମଣ ମଧ୍ୟ ପୁଣି ୧୦ ହଜାର ପାର କରିଛି। ରାଜ୍ୟରୁ ଆଜି ୧୦,୫୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୫୯୪୫ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୪୫୭୬ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୦୦,୧୬୨ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୪୭୭ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼-୧୧୮୬, କଟକ-୯୬୩, ଯାଜପୁର-୩୭୩, ପୁରୀ-୩୧୯, ଗଞ୍ଜାମ- ୧୯୬, ନୂଆପଡ଼ା- ୩୦୪, ବଲାଙ୍ଗୀର-୩୧୪, ବରଗଡ଼-୫୪୩, କଳାହାଣ୍ଡି- ୫୭୧, ଝାରସୁଗୁଡ଼ାରୁ ୩୧୪, ନବରଙ୍ଗପୁର- ୪୦୪ ଓ ସମ୍ବଲପୁର ଜିଲ୍ଲାରୁ ୪୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ: ଆଜିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

06 May 2021 By The Sakala

ରାଜ୍ୟରେ ପୁଣି ୧୦ ହଜାର ଟପିଲା ଦୈନିକ ସଂକ୍ରମଣ, ଖୋର୍ଦ୍ଧାରୁ ସର୍ବାଧିକ ୧୪୭୭ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଦୈନିକ ସଂକ୍ରମଣ ମଧ୍ୟ ପୁଣି ୧୦ ହଜାର ପାର କରିଛି। ରାଜ୍ୟରୁ ଆଜି ୧୦,୫୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୫୯୪୫ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୪୫୭୬ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୦୦,୧୬୨ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୪୭୭ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼-୧୧୮୬, କଟକ-୯୬୩, ଯାଜପୁର-୩୭୩, ପୁରୀ-୩୧୯, ଗଞ୍ଜାମ- ୧୯୬, ନୂଆପଡ଼ା- ୩୦୪, ବଲାଙ୍ଗୀର-୩୧୪, ବରଗଡ଼-୫୪୩, କଳାହାଣ୍ଡି- ୫୭୧, ଝାରସୁଗୁଡ଼ାରୁ ୩୧୪, ନବରଙ୍ଗପୁର- ୪୦୪ ଓ ସମ୍ବଲପୁର ଜିଲ୍ଲାରୁ ୪୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର