ମନମୋହନ ସାମଲ ନୂତନ ବିଜେପି ରାଜ୍ୟ ସଭାପତି

The Sakala Picture
Published On

ଭୁବନେଶ୍ବର: ମନମୋହନ ସାମଲ ରାଜ୍ୟ ଭାଜପାର ନୂଆ ସଭାପତି ଭାବେ ମନୋନୀତ ହୋଇଛନ୍ତି। ମନମୋହନଙ୍କୁ ରାଜ୍ୟ ସଭାପତି ଭାବେ ଭାଜପାର ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା ଏହି ଦାୟିତ୍ୱ ଦେଇଛନ୍ତି। ସମୀର ମହାନ୍ତିଙ୍କ ସ୍ଥାନରେ ମନମୋହନଙ୍କୁ ଏହି ନୂଆ ଦାୟିତ୍ୱ ମିଳିଛି। ରାଜ୍ୟରେ ଭାଜପା-ବିଜେଡି ମେଣ୍ଟ ସରକାର ଥିବା ସମୟରେ ମନମୋହନ ମନ୍ତ୍ରୀ ଥିଲେ। ଆଗକୁ ୨୦୨୪ ନିର୍ବାଚନ ଥିବା ବେଳେ ମନମୋହନଙ୍କ ନେତୃତ୍ୱରେ ଦଳ ମଇଦାନକୁ ଓହ୍ଲାଇବ ବୋଲି ସ୍ପଷ୍ଟ ହୋଇଛି। ନିକଟରେ ସମୀର ମହାନ୍ତିଙ୍କ […]

ଭୁବନେଶ୍ବର: ମନମୋହନ ସାମଲ ରାଜ୍ୟ ଭାଜପାର ନୂଆ ସଭାପତି ଭାବେ ମନୋନୀତ ହୋଇଛନ୍ତି। ମନମୋହନଙ୍କୁ ରାଜ୍ୟ ସଭାପତି ଭାବେ ଭାଜପାର ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା ଏହି ଦାୟିତ୍ୱ ଦେଇଛନ୍ତି। ସମୀର ମହାନ୍ତିଙ୍କ ସ୍ଥାନରେ ମନମୋହନଙ୍କୁ ଏହି ନୂଆ ଦାୟିତ୍ୱ ମିଳିଛି। ରାଜ୍ୟରେ ଭାଜପା-ବିଜେଡି ମେଣ୍ଟ ସରକାର ଥିବା ସମୟରେ ମନମୋହନ ମନ୍ତ୍ରୀ ଥିଲେ। ଆଗକୁ ୨୦୨୪ ନିର୍ବାଚନ ଥିବା ବେଳେ ମନମୋହନଙ୍କ ନେତୃତ୍ୱରେ ଦଳ ମଇଦାନକୁ ଓହ୍ଲାଇବ ବୋଲି ସ୍ପଷ୍ଟ ହୋଇଛି। ନିକଟରେ ସମୀର ମହାନ୍ତିଙ୍କ କାର୍ଯ୍ୟକାଳ ବୃଦ୍ଧି କରିଥିଲେ ରାଷ୍ଟ୍ରୀୟ ସଭାପତି। ଏବେ ସମୀରଙ୍କ ସ୍ଥାନରେ ମନମୋହନ ହେଲେ ରାଜ୍ୟ ବିଜେପି ମଙ୍ଗୁଆଳ।

ଆହୁରି ପଢ଼ନ୍ତୁ: ଫାଇଲିନ ଘରେ ଚାଲିଛି ମଦ ଦୋକାନ: କୃଷ୍ଣପ୍ରସାଦ ତହସିଲଦାରଙ୍କୁ ଘେରିଲେ ମହିଳା ସଂଘ

23 Mar 2023 By The Sakala

ମନମୋହନ ସାମଲ ନୂତନ ବିଜେପି ରାଜ୍ୟ ସଭାପତି

ଭୁବନେଶ୍ବର: ମନମୋହନ ସାମଲ ରାଜ୍ୟ ଭାଜପାର ନୂଆ ସଭାପତି ଭାବେ ମନୋନୀତ ହୋଇଛନ୍ତି। ମନମୋହନଙ୍କୁ ରାଜ୍ୟ ସଭାପତି ଭାବେ ଭାଜପାର ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା ଏହି ଦାୟିତ୍ୱ ଦେଇଛନ୍ତି। ସମୀର ମହାନ୍ତିଙ୍କ ସ୍ଥାନରେ ମନମୋହନଙ୍କୁ ଏହି ନୂଆ ଦାୟିତ୍ୱ ମିଳିଛି। ରାଜ୍ୟରେ ଭାଜପା-ବିଜେଡି ମେଣ୍ଟ ସରକାର ଥିବା ସମୟରେ ମନମୋହନ ମନ୍ତ୍ରୀ ଥିଲେ। ଆଗକୁ ୨୦୨୪ ନିର୍ବାଚନ ଥିବା ବେଳେ ମନମୋହନଙ୍କ ନେତୃତ୍ୱରେ ଦଳ ମଇଦାନକୁ ଓହ୍ଲାଇବ ବୋଲି ସ୍ପଷ୍ଟ ହୋଇଛି। ନିକଟରେ ସମୀର ମହାନ୍ତିଙ୍କ କାର୍ଯ୍ୟକାଳ ବୃଦ୍ଧି କରିଥିଲେ ରାଷ୍ଟ୍ରୀୟ ସଭାପତି। ଏବେ ସମୀରଙ୍କ ସ୍ଥାନରେ ମନମୋହନ ହେଲେ ରାଜ୍ୟ ବିଜେପି ମଙ୍ଗୁଆଳ।

https://www.thesakala.in/latest-odisha-news/manmohan-samal-is-the-new-bjp-state-president/article-20062
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର