ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କୁ କରୋନା, ଆଶୁ ଆରୋଗ୍ୟ କାମନା କଲେ ସ୍ୱାସ୍ଥ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କୁ କରୋନା । କରୋନାରେ ସଂକ୍ରମିତ ହୋଇ ଭୁବନେଶ୍ବର ଏମ୍ସ ସ୍ଥିତ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ପ୍ରଦୀପ୍ତ ନାୟକ । ସୂଚନା ମୁତାବକ ବର୍ତ୍ତମାନ ପ୍ରଦୀପ୍ତ ନାୟକଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଛି । ଏକ ସ୍ବତନ୍ତ୍ର ଡାକ୍ତରୀ ଦଳ ତାଙ୍କର ସ୍ବାସ୍ଥ୍ୟବସ୍ଥା ତଦାରଖ କରୁଛନ୍ତି । କୋଭିଡ ସଂକ୍ରମିତ ହୋଇ ସେ ଏପ୍ରିଲ ୨୦ ତାରିଖରେ ମେଡିକାଲରେ ଭର୍ତ୍ତି ହୋଇଥିବା ବେଳେ ୨୬ରେ କୋଭିଡ ଆଇସିୟୁକୁ ସ୍ଥାନାନ୍ତର ହୋଇଥିଲେ […]

ଭୁବନେଶ୍ୱର: ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କୁ କରୋନା । କରୋନାରେ ସଂକ୍ରମିତ ହୋଇ ଭୁବନେଶ୍ବର ଏମ୍ସ ସ୍ଥିତ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ପ୍ରଦୀପ୍ତ ନାୟକ । ସୂଚନା ମୁତାବକ ବର୍ତ୍ତମାନ ପ୍ରଦୀପ୍ତ ନାୟକଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଛି । ଏକ ସ୍ବତନ୍ତ୍ର ଡାକ୍ତରୀ ଦଳ ତାଙ୍କର ସ୍ବାସ୍ଥ୍ୟବସ୍ଥା ତଦାରଖ କରୁଛନ୍ତି ।

ଆହୁରି ପଢ଼ନ୍ତୁ: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଜଣେ ଗିରଫ

କୋଭିଡ ସଂକ୍ରମିତ ହୋଇ ସେ ଏପ୍ରିଲ ୨୦ ତାରିଖରେ ମେଡିକାଲରେ ଭର୍ତ୍ତି ହୋଇଥିବା ବେଳେ ୨୬ରେ କୋଭିଡ ଆଇସିୟୁକୁ ସ୍ଥାନାନ୍ତର ହୋଇଥିଲେ । ଏପଟେ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ । ଏଥିସହ ରାଜ୍ୟର ଏକ ଉଚ୍ଚସ୍ତରୀୟ ଡାକ୍ତରୀ ଟିମ୍‌ ଓ ଏମ୍‌ସ କର୍ତ୍ତୁପକ୍ଷଙ୍କ ମଧ୍ୟରେ ଆଲୋଚନା କରି କିପରି ଉତ୍ତମ ଚିକିତ୍ସା ଯୋଗାଇ ଦିଆଯାଇପାରିବ ସେନେଇ ପରାମର୍ଶ ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ବାହୁଡ଼ିବେ ମହାବାହୁ; ରଥାରୁଢ଼ ହୋଇସାରିଲେଣି ବଳଭଦ୍ର ଏବଂ ଦେବୀ ସୁଭଦ୍ରା, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପହଣ୍ଡି ଆରମ୍ଭ

06 May 2021 By The Sakala

ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କୁ କରୋନା, ଆଶୁ ଆରୋଗ୍ୟ କାମନା କଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କୁ କରୋନା । କରୋନାରେ ସଂକ୍ରମିତ ହୋଇ ଭୁବନେଶ୍ବର ଏମ୍ସ ସ୍ଥିତ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ପ୍ରଦୀପ୍ତ ନାୟକ । ସୂଚନା ମୁତାବକ ବର୍ତ୍ତମାନ ପ୍ରଦୀପ୍ତ ନାୟକଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଛି । ଏକ ସ୍ବତନ୍ତ୍ର ଡାକ୍ତରୀ ଦଳ ତାଙ୍କର ସ୍ବାସ୍ଥ୍ୟବସ୍ଥା ତଦାରଖ କରୁଛନ୍ତି ।

କୋଭିଡ ସଂକ୍ରମିତ ହୋଇ ସେ ଏପ୍ରିଲ ୨୦ ତାରିଖରେ ମେଡିକାଲରେ ଭର୍ତ୍ତି ହୋଇଥିବା ବେଳେ ୨୬ରେ କୋଭିଡ ଆଇସିୟୁକୁ ସ୍ଥାନାନ୍ତର ହୋଇଥିଲେ । ଏପଟେ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ । ଏଥିସହ ରାଜ୍ୟର ଏକ ଉଚ୍ଚସ୍ତରୀୟ ଡାକ୍ତରୀ ଟିମ୍‌ ଓ ଏମ୍‌ସ କର୍ତ୍ତୁପକ୍ଷଙ୍କ ମଧ୍ୟରେ ଆଲୋଚନା କରି କିପରି ଉତ୍ତମ ଚିକିତ୍ସା ଯୋଗାଇ ଦିଆଯାଇପାରିବ ସେନେଇ ପରାମର୍ଶ ଦେଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର