ଆଜି ରାଜ୍ୟରୁ ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ ୬ ହଜାର ୮୫୪ ଜଣ କରୋନା ସଂକ୍ରମିତ

The Sakala Picture
Published On

ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦିନକୁ ଦିନ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ରାଜ୍ୟବାସୀଙ୍କ ପାଇଁ ଚିନ୍ତା ବଢାଉଛି। ରାଜ୍ୟରେ କରୋନା ସଂକ୍ରମଣ ଦୈନିକ ରେକର୍ଡ ଭାଙ୍ଗିଥିବା ବେଳେ ଦୈନିକ ସୁସ୍ଥତା ବି ରେକର୍ଡ କରିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦ ହଜାର ୫୨୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬ ହଜାର ୫୮୪ ଜଣ କରୋନାକୁ ମାତ୍ ଦେଇ ଆରୋଗ୍ୟ ହୋଇଛନ୍ତି । ସଂକ୍ରମଣ ଭଳି ଖୋର୍ଦ୍ଧା ଜିଲ୍ଲାରେ […]

ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦିନକୁ ଦିନ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ରାଜ୍ୟବାସୀଙ୍କ ପାଇଁ ଚିନ୍ତା ବଢାଉଛି। ରାଜ୍ୟରେ କରୋନା ସଂକ୍ରମଣ ଦୈନିକ ରେକର୍ଡ ଭାଙ୍ଗିଥିବା ବେଳେ ଦୈନିକ ସୁସ୍ଥତା ବି ରେକର୍ଡ କରିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦ ହଜାର ୫୨୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬ ହଜାର ୫୮୪ ଜଣ କରୋନାକୁ ମାତ୍ ଦେଇ ଆରୋଗ୍ୟ ହୋଇଛନ୍ତି । ସଂକ୍ରମଣ ଭଳି ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ରହିଛି ସୁସ୍ଥତା ହାର । ଏଥିସହ ରାଜ୍ୟର ମୋଟ ୪ ଲକ୍ଷ ୨୩ ହଜାର ୨୫୭ ଜଣ କରୋନାକୁ ହରାଇଛନ୍ତି ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

ଖୋର୍ଦ୍ଧାରୁ ସର୍ବାଧିକ ୧ ହଜାର ୯୧ ଜଣ ସୁସ୍ଥ ହୋଇଥିବା ବେଳେ ଝାରସୁଗୁଡ଼ାରୁ ୪୨୧ ଜଣ, ନବରଙ୍ଗପୁରରୁ ୪୧୫, ସୁନ୍ଦରଗଡ଼ରୁ ୩୭୦, ବଲାଙ୍ଗିରରୁ ୩୫୮, ଅନୁଗୁଳରୁ ୩୪୮, ବରଗଡ଼ରୁ ୩୦୮, ଯାଜପୁରରୁ ୩୦୧, କେନ୍ଦୁଝରରୁ ୩ ଶହ, ମୟୂରଭଞ୍ଜରୁ ୨୮୯, ନୂଆପଡ଼ାରୁ ୨୮୨, ଗଞ୍ଜାମ ଏବଂ କଳାହାଣ୍ଡିରୁ ୨୭୪ ଜଣ ଲେଖାଏଁ, ପୁରୀରୁ ୨୫୯, କଟକରୁ ୧୯୯, ରାୟଗଡ଼ାରୁ ୧୮୭, ସମ୍ବଲପୁରରୁ ୧୬୩, ଜଗତସିଂହପୁରରୁ ୧୧୨ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସେହିଭଳି ଗଜପତିରୁ ୧୦୯, ନୟାଗଡ଼ରୁ ୧୦୪, ବାଲେଶ୍ୱରରୁ ୭୯, ସୋନପୁରରୁ ୭୮, କେନ୍ଦ୍ରାପଡ଼ାରୁ ୭୭, ଭଦ୍ରକରୁ ୬୫, କୋରାପୁଟରୁ ୫୫, କନ୍ଧମାଳରୁ ୩୮, ମାଲକାନଗିରିରୁ ୩୨, ଦେବଗଡ଼ରୁ ୨୮, ବୌଦ୍ଧରୁ ୧୫, ଢେଙ୍କାନାଳରୁ ୧୧ ଏବଂ ଷ୍ଟେଟ ପୁଲରୁ ୨୧୨ ଜଣ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି ।

06 May 2021 By The Sakala

ଆଜି ରାଜ୍ୟରୁ ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ ୬ ହଜାର ୮୫୪ ଜଣ କରୋନା ସଂକ୍ରମିତ

ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦିନକୁ ଦିନ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ରାଜ୍ୟବାସୀଙ୍କ ପାଇଁ ଚିନ୍ତା ବଢାଉଛି। ରାଜ୍ୟରେ କରୋନା ସଂକ୍ରମଣ ଦୈନିକ ରେକର୍ଡ ଭାଙ୍ଗିଥିବା ବେଳେ ଦୈନିକ ସୁସ୍ଥତା ବି ରେକର୍ଡ କରିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦ ହଜାର ୫୨୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬ ହଜାର ୫୮୪ ଜଣ କରୋନାକୁ ମାତ୍ ଦେଇ ଆରୋଗ୍ୟ ହୋଇଛନ୍ତି । ସଂକ୍ରମଣ ଭଳି ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ରହିଛି ସୁସ୍ଥତା ହାର । ଏଥିସହ ରାଜ୍ୟର ମୋଟ ୪ ଲକ୍ଷ ୨୩ ହଜାର ୨୫୭ ଜଣ କରୋନାକୁ ହରାଇଛନ୍ତି ।

ଖୋର୍ଦ୍ଧାରୁ ସର୍ବାଧିକ ୧ ହଜାର ୯୧ ଜଣ ସୁସ୍ଥ ହୋଇଥିବା ବେଳେ ଝାରସୁଗୁଡ଼ାରୁ ୪୨୧ ଜଣ, ନବରଙ୍ଗପୁରରୁ ୪୧୫, ସୁନ୍ଦରଗଡ଼ରୁ ୩୭୦, ବଲାଙ୍ଗିରରୁ ୩୫୮, ଅନୁଗୁଳରୁ ୩୪୮, ବରଗଡ଼ରୁ ୩୦୮, ଯାଜପୁରରୁ ୩୦୧, କେନ୍ଦୁଝରରୁ ୩ ଶହ, ମୟୂରଭଞ୍ଜରୁ ୨୮୯, ନୂଆପଡ଼ାରୁ ୨୮୨, ଗଞ୍ଜାମ ଏବଂ କଳାହାଣ୍ଡିରୁ ୨୭୪ ଜଣ ଲେଖାଏଁ, ପୁରୀରୁ ୨୫୯, କଟକରୁ ୧୯୯, ରାୟଗଡ଼ାରୁ ୧୮୭, ସମ୍ବଲପୁରରୁ ୧୬୩, ଜଗତସିଂହପୁରରୁ ୧୧୨ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସେହିଭଳି ଗଜପତିରୁ ୧୦୯, ନୟାଗଡ଼ରୁ ୧୦୪, ବାଲେଶ୍ୱରରୁ ୭୯, ସୋନପୁରରୁ ୭୮, କେନ୍ଦ୍ରାପଡ଼ାରୁ ୭୭, ଭଦ୍ରକରୁ ୬୫, କୋରାପୁଟରୁ ୫୫, କନ୍ଧମାଳରୁ ୩୮, ମାଲକାନଗିରିରୁ ୩୨, ଦେବଗଡ଼ରୁ ୨୮, ବୌଦ୍ଧରୁ ୧୫, ଢେଙ୍କାନାଳରୁ ୧୧ ଏବଂ ଷ୍ଟେଟ ପୁଲରୁ ୨୧୨ ଜଣ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି ।

https://www.thesakala.in/latest-odisha-news/today-another-6854-covid-patients-have-recovered-in-odisha/article-2015
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର