କରୋନା ନେଲା ଆଉ ଜଣେ ସାମ୍ବାଦିକଙ୍କ ଜୀବନ

The Sakala Picture
Published On

ବ୍ରହ୍ମପୁର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ରାଜ୍ୟରେ ଆଉ ଜଣେ ସାମ୍ବାଦିକଙ୍କ ଜୀବନ ନେଲା କୋଭିଡ। କରୋନା ସଂକ୍ରମଣରୁ ବାଦ୍ ପଡୁନାହାଁନ୍ତି ସାଧାରଣ ଜନତାଙ୍କ ଠାରୁ ଆରମ୍ଭ କରି ରାଜନେତା ଓ ବିଶିଷ୍ଟ ବ୍ୟକ୍ତିବିଶେଷ। ଏହି ପରିପ୍ରେକ୍ଷୀରେ ମହାମାରୀ କରୋନାରେ ଯାଇଛି ଆଉ ଜଣେ ସାମ୍ବାଦିକଙ୍କ ଜୀବନ। କରୋନା ସଂକ୍ରମଣରେ ପ୍ରାଣ ହରାଇଥିବା ଆଉ ଜଣେ ସାମ୍ବାଦିକ […]

ବ୍ରହ୍ମପୁର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ରାଜ୍ୟରେ ଆଉ ଜଣେ ସାମ୍ବାଦିକଙ୍କ ଜୀବନ ନେଲା କୋଭିଡ। କରୋନା ସଂକ୍ରମଣରୁ ବାଦ୍ ପଡୁନାହାଁନ୍ତି ସାଧାରଣ ଜନତାଙ୍କ ଠାରୁ ଆରମ୍ଭ କରି ରାଜନେତା ଓ ବିଶିଷ୍ଟ ବ୍ୟକ୍ତିବିଶେଷ। ଏହି ପରିପ୍ରେକ୍ଷୀରେ ମହାମାରୀ କରୋନାରେ ଯାଇଛି ଆଉ ଜଣେ ସାମ୍ବାଦିକଙ୍କ ଜୀବନ।

ଆହୁରି ପଢ଼ନ୍ତୁ: ଅକ୍ଟୋବର ୨୮ରେ ଓଡିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି, ରାଇରଙ୍ଗପୁରରେ ବିଭିନ୍ନ କାର୍ଯ୍ୟକ୍ରମ

କରୋନା ସଂକ୍ରମଣରେ ପ୍ରାଣ ହରାଇଥିବା ଆଉ ଜଣେ ସାମ୍ବାଦିକ ହେଉଛନ୍ତି ଜଣାଶୁଣା ଖବର ସରାବରାହ ସଂସ୍ଥା ସମ୍ବାଦର ଗଞ୍ଜାମ ଜିଲ୍ଲା ପ୍ରତିନିଧି ପ୍ରଦୀପ କିଶୋର ସାହୁ। ଯିଏକି ବ୍ରହ୍ମପୁରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ବରଣ କରିଛନ୍ତି।

ଆହୁରି ପଢ଼ନ୍ତୁ: ଏସିଆନ୍ ଗେମ୍ସରେ ସ୍ୱର୍ଣ୍ଣ ପଦକ ବିଜେତା ହକି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ

ପ୍ରଦୀପ କରୋନାରେ ଦୀର୍ଘ ଦିନ ଧରି ଆକ୍ରାନ୍ତ ଥିଲେ। ତେବେ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ବ୍ରହ୍ମପୁରର ଅଶ୍ୱିନୀ କୋଭିଡ ଡାକ୍ତଖାନାରେ ଭର୍ତ୍ତି କରାଯାଇଥିଲା। ଆଜି ତାଙ୍କର ୪୩ ବର୍ଷ ବୟସରେ ମୃତ୍ୟୁ ଘଟିଛି। ଶ୍ରୀ ସାହୁଙ୍କୁ ମିଶାଇ କରୋନାର ଦ୍ବିତୀୟ ଲହରୀରେ ରାଜ୍ୟର ୧୭ ଜଣ ସାମ୍ବାଦିକଙ୍କ ମୃତ୍ୟୁ ହୋଇଛି।

ଆହୁରି ପଢ଼ନ୍ତୁ: ଗାଧୋଇବାବେଳେ ପୋଖରୀରେ ବୁଡି ଜେଜେ ଓ ନାତି ମୃତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର