ଭୁବନେଶ୍ୱର ଏମ୍ସରେ ସିବିଆଇ ଚଢାଉ, ଫାର୍ମାସୀ ଷ୍ଟୋର ନିଲାମି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ

The Sakala Picture
Published On

ଭୁବନେଶ୍ୱର: ଭୁବନେଶ୍ୱର ଏମ୍ସରେ ସିବିଆଇ ରେଡ୍। ଫାର୍ମାସୀ ଷ୍ଟୋର ନିଲାମି ପ୍ରକ୍ରିୟାରେ ଅନିୟମିତତା ହୋଇଥିବା ସୂଚନା ପାଇ ଗୁରୁବାର ସିବିଆଇ ଏହି ରେଡ୍ କରିଛି। ଦୁଇଟି ଟିମର ୮ ଜଣ ଅଧିକାରୀ ଆସି ଏହି ରେଡ୍ କରିବା ସହିତ ବିଭିନ୍ନ କାଗଜପତ୍ର ଜବତ କରିଛନ୍ତି। ସୂଚନା ଅନୁଯାୟୀ, ଚଢ଼ାଉ ବେଳେ ଏହି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ବିଭିନ୍ନ ଦସ୍ତାବିଜ ଜବତ କରିବା ସହିତ ବରିଷ୍ଠ ଅଧିକାରୀଙ୍କୁ ପଚରା ଉଚରା କରି ଆବଶ୍ୟକ ତଥ୍ୟ ସଂଗ୍ରହ କରିଛି। ନିଲାମି […]

ଭୁବନେଶ୍ୱର: ଭୁବନେଶ୍ୱର ଏମ୍ସରେ ସିବିଆଇ ରେଡ୍। ଫାର୍ମାସୀ ଷ୍ଟୋର ନିଲାମି ପ୍ରକ୍ରିୟାରେ ଅନିୟମିତତା ହୋଇଥିବା ସୂଚନା ପାଇ ଗୁରୁବାର ସିବିଆଇ ଏହି ରେଡ୍ କରିଛି। ଦୁଇଟି ଟିମର ୮ ଜଣ ଅଧିକାରୀ ଆସି ଏହି ରେଡ୍ କରିବା ସହିତ ବିଭିନ୍ନ କାଗଜପତ୍ର ଜବତ କରିଛନ୍ତି।

ଆହୁରି ପଢ଼ନ୍ତୁ: ଆତଙ୍କୀ ଲିଙ୍କ୍‌ରେ ଓଡ଼ିଆ ଯୁବକ ଶେଖ୍ ଇମ୍ରାନ ସମେତ ୪ଜଣଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ

ସୂଚନା ଅନୁଯାୟୀ, ଚଢ଼ାଉ ବେଳେ ଏହି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ବିଭିନ୍ନ ଦସ୍ତାବିଜ ଜବତ କରିବା ସହିତ ବରିଷ୍ଠ ଅଧିକାରୀଙ୍କୁ ପଚରା ଉଚରା କରି ଆବଶ୍ୟକ ତଥ୍ୟ ସଂଗ୍ରହ କରିଛି। ନିଲାମି ପ୍ରକ୍ରିୟାରେ ଅନିୟମିତତା ହୋଇଥିବା ନେଇ ଯେଉଁ ସୂଚନା ରହିଛି ତାର ଏବେ ପ୍ରମାଣ ଖୋଜିବାକୁ ସିବିଆଇ ତନାଘନା କରୁଛି। ପ୍ରାଥମିକ ଭାବେ ସେଭଳି କୌଣସି ସୂଚନା ମିିଳିନଥିବା ଜଣାପଡ଼ିଛି। ହେଲେ ଜବତ ହୋଇଥିବା ଦସ୍ତାବିଜ ଏବଂ ଅନ୍ୟାନ୍ୟ ପ୍ରମାଣପତ୍ରକୁ ଏକାଠି କରି ସିବିଆଇ ଏହି ମାମଲାରେ ଚେର ଖୋଜିବାକୁ ଚେଷ୍ଟା କରୁଛି।

ଆହୁରି ପଢ଼ନ୍ତୁ: ଜନଗଣନା କରିବାକୁ ଯାଇ ଶିକ୍ଷୟିତ୍ରୀ ନିଖୋଜ, ତିନି ଦିନ ହେଲା ମିଳୁନି ପତ୍ତା

31 Mar 2023 By The Sakala

ଭୁବନେଶ୍ୱର ଏମ୍ସରେ ସିବିଆଇ ଚଢାଉ, ଫାର୍ମାସୀ ଷ୍ଟୋର ନିଲାମି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ

ଭୁବନେଶ୍ୱର: ଭୁବନେଶ୍ୱର ଏମ୍ସରେ ସିବିଆଇ ରେଡ୍। ଫାର୍ମାସୀ ଷ୍ଟୋର ନିଲାମି ପ୍ରକ୍ରିୟାରେ ଅନିୟମିତତା ହୋଇଥିବା ସୂଚନା ପାଇ ଗୁରୁବାର ସିବିଆଇ ଏହି ରେଡ୍ କରିଛି। ଦୁଇଟି ଟିମର ୮ ଜଣ ଅଧିକାରୀ ଆସି ଏହି ରେଡ୍ କରିବା ସହିତ ବିଭିନ୍ନ କାଗଜପତ୍ର ଜବତ କରିଛନ୍ତି।

ସୂଚନା ଅନୁଯାୟୀ, ଚଢ଼ାଉ ବେଳେ ଏହି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ବିଭିନ୍ନ ଦସ୍ତାବିଜ ଜବତ କରିବା ସହିତ ବରିଷ୍ଠ ଅଧିକାରୀଙ୍କୁ ପଚରା ଉଚରା କରି ଆବଶ୍ୟକ ତଥ୍ୟ ସଂଗ୍ରହ କରିଛି। ନିଲାମି ପ୍ରକ୍ରିୟାରେ ଅନିୟମିତତା ହୋଇଥିବା ନେଇ ଯେଉଁ ସୂଚନା ରହିଛି ତାର ଏବେ ପ୍ରମାଣ ଖୋଜିବାକୁ ସିବିଆଇ ତନାଘନା କରୁଛି। ପ୍ରାଥମିକ ଭାବେ ସେଭଳି କୌଣସି ସୂଚନା ମିିଳିନଥିବା ଜଣାପଡ଼ିଛି। ହେଲେ ଜବତ ହୋଇଥିବା ଦସ୍ତାବିଜ ଏବଂ ଅନ୍ୟାନ୍ୟ ପ୍ରମାଣପତ୍ରକୁ ଏକାଠି କରି ସିବିଆଇ ଏହି ମାମଲାରେ ଚେର ଖୋଜିବାକୁ ଚେଷ୍ଟା କରୁଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର