ଆଇନ ଓ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା କରୋନା ସଂକ୍ରମିତ
ଭୁବନେଶ୍ୱର: ଆଇନ ଓ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା କରୋନା ସଂକ୍ରମିତ । ତାଙ୍କର କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିଥିବା ନେଇ ସେ ନିଜେ ଟ୍ୱିଟ୍ କରି ନିଜେ ଏହି ସୂଚନା ଦେଇଛନ୍ତି । ଏବେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି । ତେବେ ନିକଟରେ ତାଙ୍କ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି ସେମାନଙ୍କୁ କୋଭିଡ୍ ଟେଷ୍ଟ କରାଇବାକୁ ଅନୁରୋଧ କରିଛନ୍ତି ମନ୍ତ୍ରୀ ପ୍ରତାପ ଜେନା । Have tested positive for #COVID19. Anyone […]
ଭୁବନେଶ୍ୱର: ଆଇନ ଓ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା କରୋନା ସଂକ୍ରମିତ । ତାଙ୍କର କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିଥିବା ନେଇ ସେ ନିଜେ ଟ୍ୱିଟ୍ କରି ନିଜେ ଏହି ସୂଚନା ଦେଇଛନ୍ତି । ଏବେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି । ତେବେ ନିକଟରେ ତାଙ୍କ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି ସେମାନଙ୍କୁ କୋଭିଡ୍ ଟେଷ୍ଟ କରାଇବାକୁ ଅନୁରୋଧ କରିଛନ୍ତି ମନ୍ତ୍ରୀ ପ୍ରତାପ ଜେନା ।
Have tested positive for #COVID19. Anyone in close contact in the past few days please get tested.
ଆହୁରି ପଢ଼ନ୍ତୁ: ଆଜି ବାହୁଡ଼ିବେ ମହାବାହୁ: ମଧ୍ୟାହ୍ନ ୧୨ଟାରୁ ୨ଟା ୩୦ ମଧ୍ୟରେ ବାହୁଡ଼ା ପହଣ୍ଡି, ଅପରାହ୍ଣ ୪ଟାରେ ରଥଟଣା— Pratap Jena (@jenapratap66) May 7, 2021
Pratap Jena
ଆଇନ ଓ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା କରୋନା ସଂକ୍ରମିତ
ଭୁବନେଶ୍ୱର: ଆଇନ ଓ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା କରୋନା ସଂକ୍ରମିତ । ତାଙ୍କର କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିଥିବା ନେଇ ସେ ନିଜେ ଟ୍ୱିଟ୍ କରି ନିଜେ ଏହି ସୂଚନା ଦେଇଛନ୍ତି । ଏବେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି । ତେବେ ନିକଟରେ ତାଙ୍କ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି ସେମାନଙ୍କୁ କୋଭିଡ୍ ଟେଷ୍ଟ କରାଇବାକୁ ଅନୁରୋଧ କରିଛନ୍ତି ମନ୍ତ୍ରୀ ପ୍ରତାପ ଜେନା ।
Have tested positive for #COVID19. Anyone in close contact in the past few days please get tested.
— Pratap Jena (@jenapratap66) May 7, 2021
Pratap Jena