ଆଜି ମୁଖ୍ୟମନ୍ତ୍ରୀଙ୍କ ଜାପାନ ଗସ୍ତ, ୩ ସହରରେ ନିବେଶକଙ୍କ ସହ ହେବ ଆଲୋଚନା

The Sakala Picture
Published On

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାପାନ୍‌‌ ଗସ୍ତରେ ଯିବେ। ଆଜି ସକାଳେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ନୂଆଦିଲ୍ଲୀ ଓ ସେଠାରୁ ଜାପାନ ଅଭିମୁଖେ ଯାତ୍ରା କରିବେ। ଜାପାନ୍‌‌ର ୩ ସହର ଟୋକିଓ, କିଓଟା ଓ ଓସାକା ସହରରେ ନିବେଶକଙ୍କ ସହ ଓଡ଼ିଶାରେ ପୁଞ୍ଜିନିବେଶ ନିମନ୍ତେ ମୁଖ୍ୟମନ୍ତ୍ରୀ ସିଧାସଳଖ ଆଲୋଚନା କରିବେ ଏବଂ ୯ ତାରିଖରେ ଓଡ଼ିଶା ପ୍ରତ୍ୟାବର୍ତ୍ତନ କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଜାପାନ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି […]

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାପାନ୍‌‌ ଗସ୍ତରେ ଯିବେ। ଆଜି ସକାଳେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ନୂଆଦିଲ୍ଲୀ ଓ ସେଠାରୁ ଜାପାନ ଅଭିମୁଖେ ଯାତ୍ରା କରିବେ। ଜାପାନ୍‌‌ର ୩ ସହର ଟୋକିଓ, କିଓଟା ଓ ଓସାକା ସହରରେ ନିବେଶକଙ୍କ ସହ ଓଡ଼ିଶାରେ ପୁଞ୍ଜିନିବେଶ ନିମନ୍ତେ ମୁଖ୍ୟମନ୍ତ୍ରୀ ସିଧାସଳଖ ଆଲୋଚନା କରିବେ ଏବଂ ୯ ତାରିଖରେ ଓଡ଼ିଶା ପ୍ରତ୍ୟାବର୍ତ୍ତନ କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଜାପାନ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ପ୍ରତିନିଧି ଦଳରେ ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ, ମୁଖ୍ୟ ସଚିବ , ଶିଳ୍ପ ସଚିବ ଓ ଅନ୍ୟ କିଛି ଉଚ୍ଚ ପଦସ୍ଥ ଅଧିକାରୀ ଜାପାନ ଯିବେ ବୋଲି ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ଆଜିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

03 Apr 2023 By The Sakala

ଆଜି ମୁଖ୍ୟମନ୍ତ୍ରୀଙ୍କ ଜାପାନ ଗସ୍ତ, ୩ ସହରରେ ନିବେଶକଙ୍କ ସହ ହେବ ଆଲୋଚନା

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାପାନ୍‌‌ ଗସ୍ତରେ ଯିବେ। ଆଜି ସକାଳେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ନୂଆଦିଲ୍ଲୀ ଓ ସେଠାରୁ ଜାପାନ ଅଭିମୁଖେ ଯାତ୍ରା କରିବେ। ଜାପାନ୍‌‌ର ୩ ସହର ଟୋକିଓ, କିଓଟା ଓ ଓସାକା ସହରରେ ନିବେଶକଙ୍କ ସହ ଓଡ଼ିଶାରେ ପୁଞ୍ଜିନିବେଶ ନିମନ୍ତେ ମୁଖ୍ୟମନ୍ତ୍ରୀ ସିଧାସଳଖ ଆଲୋଚନା କରିବେ ଏବଂ ୯ ତାରିଖରେ ଓଡ଼ିଶା ପ୍ରତ୍ୟାବର୍ତ୍ତନ କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଜାପାନ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ପ୍ରତିନିଧି ଦଳରେ ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ, ମୁଖ୍ୟ ସଚିବ , ଶିଳ୍ପ ସଚିବ ଓ ଅନ୍ୟ କିଛି ଉଚ୍ଚ ପଦସ୍ଥ ଅଧିକାରୀ ଜାପାନ ଯିବେ ବୋଲି ସୂଚନା ମିଳିଛି।

https://www.thesakala.in/latest-odisha-news/cm-visit-to-japan-today-talks-with-investors-in-3-cities/article-20393
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର