ରାଜ୍ୟରେ ବଢୁଛି ତାତି: ୪୦ ଡିଗ୍ରୀ ପାର କଲା ୨ ସହରର ତାପମାତ୍ରା

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ବୃଦ୍ଧି ପାଉଛି ତାପମାତ୍ରା। ଖରାରେ ସିଝୁଛି ସାରା ଓଡ଼ିଶା। ଅସହ୍ୟ ଗରମ ଓ ଗୁଳୁଗୁଳୁରେ ଲୋକେ ଅସ୍ତବ୍ୟସ୍ତ ହେଉଥିବା ବେଳେ ଝାରସୁଗୁଡାରେ ସର୍ବୋଚ୍ଚ ଦିନ ତାପମାତ୍ରା ୪୦.୪ ଡ଼ିଗ୍ରୀ ରେକର୍ଡ କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ରିପୋର୍ଟ ଅନୁସାରେ ଆଜି ରେକର୍ଡ ହୋଇଥିବା ପ୍ରମୁଖ ସର୍ବୋଚ୍ଚ ଦିନ ତାପମାତ୍ରା ଗୁଡିକରେ ଅନେକ ଜିଲ୍ଲା ରହିଛନ୍ତି। ୨ଟି ସହରର ତାପାମାତ୍ରା ୪୦ ଡିଗ୍ରୀ ପାର କରିଛି। ଝାରସୁଗୁଡାରେ ୪୧.୪ ଡ଼ିଗ୍ରୀ ରହିଥିବା ବେଳେ ବାରିପଦା […]

ଭୁବନେଶ୍ବର: ରାଜ୍ୟରେ ବୃଦ୍ଧି ପାଉଛି ତାପମାତ୍ରା। ଖରାରେ ସିଝୁଛି ସାରା ଓଡ଼ିଶା। ଅସହ୍ୟ ଗରମ ଓ ଗୁଳୁଗୁଳୁରେ ଲୋକେ ଅସ୍ତବ୍ୟସ୍ତ ହେଉଥିବା ବେଳେ ଝାରସୁଗୁଡାରେ ସର୍ବୋଚ୍ଚ ଦିନ ତାପମାତ୍ରା ୪୦.୪ ଡ଼ିଗ୍ରୀ ରେକର୍ଡ କରାଯାଇଛି।

ଆହୁରି ପଢ଼ନ୍ତୁ: କାଠଯୋଡ଼ି ନଦୀରୁ ମେଡିକାଲ ଛାତ୍ରୀ ମୃତଦେହ ଉଦ୍ଧାର ଘଟଣା: ବାରଙ୍ଗ ଥାନାରେ ଯୁବତୀଙ୍କ ପୁରୁଷ ବନ୍ଧୁଙ୍କ ବିରୋଧରେ ଅଭିଯୋଗ

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ରିପୋର୍ଟ ଅନୁସାରେ ଆଜି ରେକର୍ଡ ହୋଇଥିବା ପ୍ରମୁଖ ସର୍ବୋଚ୍ଚ ଦିନ ତାପମାତ୍ରା ଗୁଡିକରେ ଅନେକ ଜିଲ୍ଲା ରହିଛନ୍ତି। ୨ଟି ସହରର ତାପାମାତ୍ରା ୪୦ ଡିଗ୍ରୀ ପାର କରିଛି। ଝାରସୁଗୁଡାରେ ୪୧.୪ ଡ଼ିଗ୍ରୀ ରହିଥିବା ବେଳେ ବାରିପଦା ଦିନ ତାପମାତ୍ରା ୪୦ ଡ଼ିଗ୍ରୀ ରହିଛି। ସେହପରି ଭୁବନେଶ୍ବର, ଚାନ୍ଦବାଲି, ଅନୁଗୁଳ ଓ ସମ୍ବଲପୁରର ତାପମାତ୍ରା ୩୯.୭ ଡିଗ୍ରୀ ରେକର୍ଡ କରାଯାଇଛି। ବୌଦ୍ଧ ଓ ମାଲକାନଗିରିର ତାପମାତ୍ରା ୩୯.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ସୋନପୁପରେ ୩୯.୨ ଓ କଟକର ତାପମାତ୍ରା ୩୯.୧ ଡ଼ିଗ୍ରୀ ରେକର୍ଡ କରାଯାଇଛି । ସୁନ୍ଦରଗଡ଼ ଓ ଜଗତସିଂହପୁର ତାପମାତ୍ରା ୩୯ ଡିଗ୍ରୀ ରେକର୍ଡ କରାଯାଇଛି।

ଆହୁରି ପଢ଼ନ୍ତୁ: ବଲାଙ୍ଗୀରରେ ପୋଖରୀ ପୁନରୁଦ୍ଧାର କାମକୁ ନେଇ ବିଜେଡି-କଂଗ୍ରେସ ମୁହାମୁହିଁ

10 Apr 2023 By The Sakala

ରାଜ୍ୟରେ ବଢୁଛି ତାତି: ୪୦ ଡିଗ୍ରୀ ପାର କଲା ୨ ସହରର ତାପମାତ୍ରା

ଭୁବନେଶ୍ବର: ରାଜ୍ୟରେ ବୃଦ୍ଧି ପାଉଛି ତାପମାତ୍ରା। ଖରାରେ ସିଝୁଛି ସାରା ଓଡ଼ିଶା। ଅସହ୍ୟ ଗରମ ଓ ଗୁଳୁଗୁଳୁରେ ଲୋକେ ଅସ୍ତବ୍ୟସ୍ତ ହେଉଥିବା ବେଳେ ଝାରସୁଗୁଡାରେ ସର୍ବୋଚ୍ଚ ଦିନ ତାପମାତ୍ରା ୪୦.୪ ଡ଼ିଗ୍ରୀ ରେକର୍ଡ କରାଯାଇଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ରିପୋର୍ଟ ଅନୁସାରେ ଆଜି ରେକର୍ଡ ହୋଇଥିବା ପ୍ରମୁଖ ସର୍ବୋଚ୍ଚ ଦିନ ତାପମାତ୍ରା ଗୁଡିକରେ ଅନେକ ଜିଲ୍ଲା ରହିଛନ୍ତି। ୨ଟି ସହରର ତାପାମାତ୍ରା ୪୦ ଡିଗ୍ରୀ ପାର କରିଛି। ଝାରସୁଗୁଡାରେ ୪୧.୪ ଡ଼ିଗ୍ରୀ ରହିଥିବା ବେଳେ ବାରିପଦା ଦିନ ତାପମାତ୍ରା ୪୦ ଡ଼ିଗ୍ରୀ ରହିଛି। ସେହପରି ଭୁବନେଶ୍ବର, ଚାନ୍ଦବାଲି, ଅନୁଗୁଳ ଓ ସମ୍ବଲପୁରର ତାପମାତ୍ରା ୩୯.୭ ଡିଗ୍ରୀ ରେକର୍ଡ କରାଯାଇଛି। ବୌଦ୍ଧ ଓ ମାଲକାନଗିରିର ତାପମାତ୍ରା ୩୯.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ସୋନପୁପରେ ୩୯.୨ ଓ କଟକର ତାପମାତ୍ରା ୩୯.୧ ଡ଼ିଗ୍ରୀ ରେକର୍ଡ କରାଯାଇଛି । ସୁନ୍ଦରଗଡ଼ ଓ ଜଗତସିଂହପୁର ତାପମାତ୍ରା ୩୯ ଡିଗ୍ରୀ ରେକର୍ଡ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର