ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ୨୯ ବର୍ଷର ରେକର୍ଡ ଭାଙ୍ଗିଲା ଗୋପାଳପୁର

The Sakala Picture
Published On

ଭୁ‌ବନେଶ୍ବର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆଜି ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ରା ୪୩ ଡ଼ିଗ୍ରି ରେକର୍ଡ ହୋଇଛି। ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ରାଜ୍ୟର ୧୪ଟି ସହରର ତାପାମାତ୍ରା ୪୦ ଡିଗ୍ରି ଥିବା ‌ବେଳେ ଗୋପାଳପୁର ୨୯ ବର୍ଷର ରେକର୍ଡ ଭଙ୍ଗ କରିଛି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଆଜି ବାରିପଦାରେ ତାପମାତ୍ରା ୪୨.୫, ସମ୍ବଲପୁରରେ ୪୨, ବୌଦ୍ଧ ଓ ତାଳଚେର (୪୧.୬ଡିଗ୍ରୀ), ବଲାଙ୍ଗୀର ଓ ଟିଟିଲାଗଡ଼ (୪୧.୨ […]

ଭୁ‌ବନେଶ୍ବର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆଜି ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ରା ୪୩ ଡ଼ିଗ୍ରି ରେକର୍ଡ ହୋଇଛି। ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ରାଜ୍ୟର ୧୪ଟି ସହରର ତାପାମାତ୍ରା ୪୦ ଡିଗ୍ରି ଥିବା ‌ବେଳେ ଗୋପାଳପୁର ୨୯ ବର୍ଷର ରେକର୍ଡ ଭଙ୍ଗ କରିଛି।

ଆହୁରି ପଢ଼ନ୍ତୁ: ଅନୁଗୁଳର ନରହନ୍ତା ଦନ୍ତାକୁ ସାତକୋଶିଆରେ ଛାଡିବାକୁ ସ୍ଥାନୀୟ ଅଞ୍ଚଳରେ ବିରୋଧ

ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଆଜି ବାରିପଦାରେ ତାପମାତ୍ରା ୪୨.୫, ସମ୍ବଲପୁରରେ ୪୨, ବୌଦ୍ଧ ଓ ତାଳଚେର (୪୧.୬ଡିଗ୍ରୀ), ବଲାଙ୍ଗୀର ଓ ଟିଟିଲାଗଡ଼ (୪୧.୨ ଡିଗ୍ରା), ଅନୁଗୁଳ, ଭଦ୍ରକ, ସୁନ୍ଦରଗଡ଼, ସୋନପୁର (୪୧ଡିଗ୍ରୀ), ହୀରାକୁଦ ୪୦.୭, ରାଉରକେଲା ୪୦.୬ ଓ ଚାନ୍ଦବାଲି ୪୦.୩ ଡିଗ୍ରୀ ରେକର୍ଡ କରାଯାଇଛି।

ଆହୁରି ପଢ଼ନ୍ତୁ: ଘରର କବାଟ ଭାଙ୍ଗି ମା’କୁ ଅଟକ ରଖିଲେ, ୧୫ ବର୍ଷର ନାବାଳିକା ଝିଅକୁ ଅପହରଣ କରିନେଲେ ଦୁର୍ବୃତ୍ତ

ଦୀର୍ଘ ୨୯ ବର୍ଷ ପରେ ଗଞ୍ଜାମ ଜିଲ୍ଲା ଗୋପାଳପୁରରେ ଆଜି ସର୍ବୋଚ୍ଚ ତାପମାତ୍ରା ରେକର୍ଡ କରାଯାଇଛି। ୧୯୯୪ ମସିହା ଏପ୍ରିଲ ୧୨ ତାରିଖରେ ସର୍ବକାଳୀନ ରେକର୍ଡ ୩୭.୮ ଡ଼ିଗ୍ରୀ ଥିଲା। ଆଜି ସେହି ସମାନ ତାରିଖରେରେ ସର୍ବୋଚ୍ଚ ତାପମାତ୍ରା ୩୯.୧ ଡ଼ିଗ୍ରୀ ସହ ପୂର୍ବସର୍ବକାଳୀନ ରେକର୍ଡକୁ ଭଙ୍ଗ କରିଛି।

ଆହୁରି ପଢ଼ନ୍ତୁ: ବରମୁଣ୍ଡା ବସ ଟର୍ମିନାଲରେ ଅପହରଣ ଉଦ୍ୟମ ପଣ୍ଡ: ଏନଜିଓ କର୍ମୀଙ୍କ କବଳରୁ ଉଦ୍ଧାର ହେଲେ ନାବାଳିକାଙ୍କ ସମେତ ୩ ମହିଳା

12 Apr 2023 By The Sakala

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ୨୯ ବର୍ଷର ରେକର୍ଡ ଭାଙ୍ଗିଲା ଗୋପାଳପୁର

ଭୁ‌ବନେଶ୍ବର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆଜି ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ରା ୪୩ ଡ଼ିଗ୍ରି ରେକର୍ଡ ହୋଇଛି। ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ରାଜ୍ୟର ୧୪ଟି ସହରର ତାପାମାତ୍ରା ୪୦ ଡିଗ୍ରି ଥିବା ‌ବେଳେ ଗୋପାଳପୁର ୨୯ ବର୍ଷର ରେକର୍ଡ ଭଙ୍ଗ କରିଛି।

ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଆଜି ବାରିପଦାରେ ତାପମାତ୍ରା ୪୨.୫, ସମ୍ବଲପୁରରେ ୪୨, ବୌଦ୍ଧ ଓ ତାଳଚେର (୪୧.୬ଡିଗ୍ରୀ), ବଲାଙ୍ଗୀର ଓ ଟିଟିଲାଗଡ଼ (୪୧.୨ ଡିଗ୍ରା), ଅନୁଗୁଳ, ଭଦ୍ରକ, ସୁନ୍ଦରଗଡ଼, ସୋନପୁର (୪୧ଡିଗ୍ରୀ), ହୀରାକୁଦ ୪୦.୭, ରାଉରକେଲା ୪୦.୬ ଓ ଚାନ୍ଦବାଲି ୪୦.୩ ଡିଗ୍ରୀ ରେକର୍ଡ କରାଯାଇଛି।

ଦୀର୍ଘ ୨୯ ବର୍ଷ ପରେ ଗଞ୍ଜାମ ଜିଲ୍ଲା ଗୋପାଳପୁରରେ ଆଜି ସର୍ବୋଚ୍ଚ ତାପମାତ୍ରା ରେକର୍ଡ କରାଯାଇଛି। ୧୯୯୪ ମସିହା ଏପ୍ରିଲ ୧୨ ତାରିଖରେ ସର୍ବକାଳୀନ ରେକର୍ଡ ୩୭.୮ ଡ଼ିଗ୍ରୀ ଥିଲା। ଆଜି ସେହି ସମାନ ତାରିଖରେରେ ସର୍ବୋଚ୍ଚ ତାପମାତ୍ରା ୩୯.୧ ଡ଼ିଗ୍ରୀ ସହ ପୂର୍ବସର୍ବକାଳୀନ ରେକର୍ଡକୁ ଭଙ୍ଗ କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର