ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ନିରାଡ଼ମ୍ବର ଭାବେ ପାଳିତ ହେବ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ

The Sakala Picture
Published On

ଭୁବନେଶ୍ୱର: ଆସନ୍ତା ୧୭ ତାରିଖରେ ପାଳନ ହେବ ବିଜୁ ବାବୁଙ୍କୁ ତିରୋଧାନ ଦିବସ । ବିଶିଷ୍ଟ ରାଷ୍ଟ୍ରନୀତିଜ୍ଞ, ମହାନ୍ ଜନନାୟକ, ପ୍ରବାଦ ପୁରୁଷ, ସ୍ଵାଧୀନତା ସଂଗ୍ରାମୀ, ଅପ୍ରତିଦ୍ୱନ୍ଦୀ ରାଜନେତା ତଥା ଆମ ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କର ୨୬ତମ ତିରୋଧାନ ଦିବସ ଯଥେଷ୍ଟ ଶ୍ରଦ୍ଧା ଓ ସମ୍ମାନର ସହିତ ବିଜୁ ଜନତା ଦଳର କର୍ମୀ, କର୍ମକର୍ତ୍ତା, ନେତୃବୃନ୍ଦ, ଯୁବ, ଛାତ୍ର, ମହିଳା ଶାଖା ତଥା ସମସ୍ତ ପ୍ରମୁଖ ଦଳୀୟ ସଂଗଠନର କର୍ମକର୍ତ୍ତା ଏବଂ ସଦସ୍ୟମାନଙ୍କ […]

ଭୁବନେଶ୍ୱର: ଆସନ୍ତା ୧୭ ତାରିଖରେ ପାଳନ ହେବ ବିଜୁ ବାବୁଙ୍କୁ ତିରୋଧାନ ଦିବସ । ବିଶିଷ୍ଟ ରାଷ୍ଟ୍ରନୀତିଜ୍ଞ, ମହାନ୍ ଜନନାୟକ, ପ୍ରବାଦ ପୁରୁଷ, ସ୍ଵାଧୀନତା ସଂଗ୍ରାମୀ, ଅପ୍ରତିଦ୍ୱନ୍ଦୀ ରାଜନେତା ତଥା ଆମ ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କର ୨୬ତମ ତିରୋଧାନ ଦିବସ ଯଥେଷ୍ଟ ଶ୍ରଦ୍ଧା ଓ ସମ୍ମାନର ସହିତ ବିଜୁ ଜନତା ଦଳର କର୍ମୀ, କର୍ମକର୍ତ୍ତା, ନେତୃବୃନ୍ଦ, ଯୁବ, ଛାତ୍ର, ମହିଳା ଶାଖା ତଥା ସମସ୍ତ ପ୍ରମୁଖ ଦଳୀୟ ସଂଗଠନର କର୍ମକର୍ତ୍ତା ଏବଂ ସଦସ୍ୟମାନଙ୍କ ଦ୍ବାରା ସାରା ରାଜ୍ୟରେ ନିରାଡ଼ମ୍ବର ଭାବରେ ପାଳିତ ହେବ ।

ଆହୁରି ପଢ଼ନ୍ତୁ: କୁବେର ITDA ସହକାରୀ ନିର୍ବାହୀ ଯନ୍ତ୍ରୀ: ମିଳିଲାଣି ୧କେଜିରୁ ଉର୍ଦ୍ଧ୍ୱ ସୁନା, ଦୁଇ କୋଟି ଟଙ୍କା ସହ ୫ଟି ଆଲିସାନ କୋଠା ଓ ୧୪ଟି ପ୍ଲଟ ଠାବ

ଚଳିତ ବର୍ଷ ବିଜୁ ବାବୁଙ୍କ ଶ୍ରାଦ୍ଧ ଦିବସକୁ ରାଜ୍ୟ ସ୍ତରରେ ଏବଂ ପ୍ରତ୍ୟେକ ନିର୍ବାଚନମଣ୍ଡଳୀ ସ୍ତରରେ ପାଳନ କରାଯିବା ପାଇଁ ସ୍ଥିର କରାଯାଇଛି । ଏହା ସହିତ ବିଜୁ ବାବୁଙ୍କ ସାମାଜିକ ପ୍ରତିବଦ୍ଧତାକୁ ସମ୍ମାନ ଜଣାଇ ଓଡ଼ିଶା ମୋ ପରିବାର ଏବଂ ଜୀବନ ବିନ୍ଦୁ ତରଫରୁ ସମୂହ ରକ୍ତଦାନ ଶିବିର ଆୟୋଜନ କରାଯିବାର କାର୍ଯ୍ଯକ୍ରମ ରହିଛି । ବିଜୁବାବୁଙ୍କ ସେବା, ତ୍ୟାଗ ଏବଂ ଉତ୍କଳୀୟ ସ୍ବାଭିମାନର ମୂର୍ତ୍ତିମନ୍ତ ପ୍ରତୀକ । ଦାରିଦ୍ର୍ୟ ବିରୁଦ୍ଧରେ ନିରବଚ୍ଛିନ୍ନ ସଂଗ୍ରାମ ଜାରି ରଖିବା ସହିତ ଓଡ଼ିଶାର ସର୍ବାଙ୍ଗୀନ ବିକାଶ, କୃଷି କ୍ଷେତ୍ରର ଅଭିବୃଦ୍ଧି, ଶିଳ୍ପ ସମୃଦ୍ଧି, ଯୁବଶକ୍ତିର ସଦୁପଯୋଗ, ମହିଳା ସଶକ୍ତିକରଣ, ସାମାଜିକ ଏବଂ ଅର୍ଥନୈତିକ ପ୍ରଗତି, ଉତ୍କଳୀୟ ସ୍ଵାଭିମାନର ସୁରକ୍ଷା ପଥର ପୁରୋଧା ଥିଲେ ।

ଆହୁରି ପଢ଼ନ୍ତୁ: ବାପ-ପୁଅଙ୍କ ମିଥ୍ୟା ଅଭିଯୋଗକୁ ଖଣ୍ଡନ କଲେ ଗ୍ରାମବାସୀ: ନ୍ୟାୟ ନମିଳିଲେ ସାମୂହିକ ଆତ୍ମହତ୍ୟା ଚେତାବନୀ

12 Apr 2023 By The Sakala

ନିରାଡ଼ମ୍ବର ଭାବେ ପାଳିତ ହେବ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ

ଭୁବନେଶ୍ୱର: ଆସନ୍ତା ୧୭ ତାରିଖରେ ପାଳନ ହେବ ବିଜୁ ବାବୁଙ୍କୁ ତିରୋଧାନ ଦିବସ । ବିଶିଷ୍ଟ ରାଷ୍ଟ୍ରନୀତିଜ୍ଞ, ମହାନ୍ ଜନନାୟକ, ପ୍ରବାଦ ପୁରୁଷ, ସ୍ଵାଧୀନତା ସଂଗ୍ରାମୀ, ଅପ୍ରତିଦ୍ୱନ୍ଦୀ ରାଜନେତା ତଥା ଆମ ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କର ୨୬ତମ ତିରୋଧାନ ଦିବସ ଯଥେଷ୍ଟ ଶ୍ରଦ୍ଧା ଓ ସମ୍ମାନର ସହିତ ବିଜୁ ଜନତା ଦଳର କର୍ମୀ, କର୍ମକର୍ତ୍ତା, ନେତୃବୃନ୍ଦ, ଯୁବ, ଛାତ୍ର, ମହିଳା ଶାଖା ତଥା ସମସ୍ତ ପ୍ରମୁଖ ଦଳୀୟ ସଂଗଠନର କର୍ମକର୍ତ୍ତା ଏବଂ ସଦସ୍ୟମାନଙ୍କ ଦ୍ବାରା ସାରା ରାଜ୍ୟରେ ନିରାଡ଼ମ୍ବର ଭାବରେ ପାଳିତ ହେବ ।

ଚଳିତ ବର୍ଷ ବିଜୁ ବାବୁଙ୍କ ଶ୍ରାଦ୍ଧ ଦିବସକୁ ରାଜ୍ୟ ସ୍ତରରେ ଏବଂ ପ୍ରତ୍ୟେକ ନିର୍ବାଚନମଣ୍ଡଳୀ ସ୍ତରରେ ପାଳନ କରାଯିବା ପାଇଁ ସ୍ଥିର କରାଯାଇଛି । ଏହା ସହିତ ବିଜୁ ବାବୁଙ୍କ ସାମାଜିକ ପ୍ରତିବଦ୍ଧତାକୁ ସମ୍ମାନ ଜଣାଇ ଓଡ଼ିଶା ମୋ ପରିବାର ଏବଂ ଜୀବନ ବିନ୍ଦୁ ତରଫରୁ ସମୂହ ରକ୍ତଦାନ ଶିବିର ଆୟୋଜନ କରାଯିବାର କାର୍ଯ୍ଯକ୍ରମ ରହିଛି । ବିଜୁବାବୁଙ୍କ ସେବା, ତ୍ୟାଗ ଏବଂ ଉତ୍କଳୀୟ ସ୍ବାଭିମାନର ମୂର୍ତ୍ତିମନ୍ତ ପ୍ରତୀକ । ଦାରିଦ୍ର୍ୟ ବିରୁଦ୍ଧରେ ନିରବଚ୍ଛିନ୍ନ ସଂଗ୍ରାମ ଜାରି ରଖିବା ସହିତ ଓଡ଼ିଶାର ସର୍ବାଙ୍ଗୀନ ବିକାଶ, କୃଷି କ୍ଷେତ୍ରର ଅଭିବୃଦ୍ଧି, ଶିଳ୍ପ ସମୃଦ୍ଧି, ଯୁବଶକ୍ତିର ସଦୁପଯୋଗ, ମହିଳା ସଶକ୍ତିକରଣ, ସାମାଜିକ ଏବଂ ଅର୍ଥନୈତିକ ପ୍ରଗତି, ଉତ୍କଳୀୟ ସ୍ଵାଭିମାନର ସୁରକ୍ଷା ପଥର ପୁରୋଧା ଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର