ରାଜଧାନୀ ପ୍ରତିଷ୍ଠା ଦିବସରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ରାଜଧାନୀ ପ୍ରତିଷ୍ଠା ଦିବସରେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସବୁଜିମା ଭରା ପରିବେଶ ସାଙ୍ଗକୁ ଲୋକଙ୍କ ସୁବିଧାକୁ ପ୍ରାଥମିକତା ଦେଇ ସ୍ମାର୍ଟ ସିଟି ଭାବେ ଭୁବନେଶ୍ବର ନିଜର ସ୍ଵତନ୍ତ୍ର ପରିଚୟ ବଜାୟ ରଖିଛି। ଆମ ସମସ୍ତଙ୍କ ମିଳିତ ପ୍ରଚେଷ୍ଟା ହିଁ ଭୁବନେଶ୍ବରର ଗରିମାକୁ ଅକ୍ଷୂର୍ଣ୍ଣ ରଖି ଏହାକୁ ଆହୁରି ସୁନ୍ଦର ସହର କରି ଗଢି ତୋଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆଜି ରାଜ୍ୟ ରାଜଧାନୀ ଭୁବନେଶ୍ବରର ୭୫ ତମ ପ୍ରତିଷ୍ଠା ଦିବସ। […]

ଭୁବନେଶ୍ବର: ରାଜଧାନୀ ପ୍ରତିଷ୍ଠା ଦିବସରେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସବୁଜିମା ଭରା ପରିବେଶ ସାଙ୍ଗକୁ ଲୋକଙ୍କ ସୁବିଧାକୁ ପ୍ରାଥମିକତା ଦେଇ ସ୍ମାର୍ଟ ସିଟି ଭାବେ ଭୁବନେଶ୍ବର ନିଜର ସ୍ଵତନ୍ତ୍ର ପରିଚୟ ବଜାୟ ରଖିଛି। ଆମ ସମସ୍ତଙ୍କ ମିଳିତ ପ୍ରଚେଷ୍ଟା ହିଁ ଭୁବନେଶ୍ବରର ଗରିମାକୁ ଅକ୍ଷୂର୍ଣ୍ଣ ରଖି ଏହାକୁ ଆହୁରି ସୁନ୍ଦର ସହର କରି ଗଢି ତୋଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆଜି ରାଜ୍ୟ ରାଜଧାନୀ ଭୁବନେଶ୍ବରର ୭୫ ତମ ପ୍ରତିଷ୍ଠା ଦିବସ। ଭୁବନେଶ୍ବର ପାଳୁଛି ପ୍ଲାଟିନମ ଜୁବଲି। ୧୯୪୮ ମସିହା ଏପ୍ରିଲ ମାସ ୧୩ ତାରିଖରେ ଭୁବନେଶ୍ବରକୁ ମିଳିଥିଲା ରାଜଧାନୀର ସ୍ବୀକୃତି। ତତ୍କାଳୀନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁ ରାଜଧାନୀର ଶୁଭ ଦେଇଥିଲେ।

ଆହୁରି ପଢ଼ନ୍ତୁ: ବନ୍ୟା ସହାୟତା ପ୍ରଦାନରେ ସରକାରଙ୍କ ପାତରଅନ୍ତର, ବିରୋଧୀ ପ୍ରତିନିଧିତ୍ୱ କରୁଥିବା ଅଞ୍ଚଳକୁ ଅଣଦେଖା କରୁଛନ୍ତି ରାଜ୍ୟ ସରକାର: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର