ପଣା ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଟ୍ୱିଟ କରି ଲେଖିଛନ୍ତି, ପବିତ୍ର ପଣା ସଂକ୍ରାନ୍ତିରେ ଓଡ଼ିଶାର ପୁରପଲ୍ଲୀରେ ହର୍ଷୋଲ୍ଲାସରେ ପାଳିତ ହେଉଛି । ଏହି ନବବର୍ଷ ଅବସରରେ ଓଡ଼ିଆ ଭାଇଭଉଣୀ ମାନଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇବା ସହ ସୁଖ ସମୃଦ୍ଧି କାମନା କରିଛନ୍ତି ରାଷ୍ଟ୍ରପତି । ପବିତ୍ର ପଣା ସଂକ୍ରାନ୍ତି ଓଡ଼ିଶାର ପୁରପଲ୍ଲୀରେ ହର୍ଷୋଲ୍ଲାସରେ ପାଳିତ ହେଉଅଛି । ଏ ଅବସରରେ […]
ନୂଆଦିଲ୍ଲୀ: ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଟ୍ୱିଟ କରି ଲେଖିଛନ୍ତି, ପବିତ୍ର ପଣା ସଂକ୍ରାନ୍ତିରେ ଓଡ଼ିଶାର ପୁରପଲ୍ଲୀରେ ହର୍ଷୋଲ୍ଲାସରେ ପାଳିତ ହେଉଛି । ଏହି ନବବର୍ଷ ଅବସରରେ ଓଡ଼ିଆ ଭାଇଭଉଣୀ ମାନଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇବା ସହ ସୁଖ ସମୃଦ୍ଧି କାମନା କରିଛନ୍ତି ରାଷ୍ଟ୍ରପତି ।
ପବିତ୍ର ପଣା ସଂକ୍ରାନ୍ତି ଓଡ଼ିଶାର ପୁରପଲ୍ଲୀରେ ହର୍ଷୋଲ୍ଲାସରେ ପାଳିତ ହେଉଅଛି । ଏ ଅବସରରେ ପଣାପାଣିର ଆସର ସାଙ୍ଗକୁ ବିଭିନ୍ନ ସାରସ୍ୱତ ସଭାସମିତି ମଧ୍ୟ ଆୟୋଜିତ ହେଉଅଛି । ଏହି ଓଡ଼ିଆ ନବବର୍ଷ ଉପଲକ୍ଷେ ଓଡ଼ିଶାର ପ୍ରିୟ ଭାଇଭଉଣୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି ଏବଂ ସୁଖସମୃଦ୍ଧି କାମନା କରୁଅଛି ।
ଆହୁରି ପଢ଼ନ୍ତୁ: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ— President of India (@rashtrapatibhvn) April 14, 2023
ପଣା ସଂକ୍ରାନ୍ତି ତଥା ଓଡ଼ିଆ ନୂଆବର୍ଷର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ନୂଆବର୍ଷରେ ସୁଖ ସମୃଦ୍ଧି କାମନା କରିଛନ୍ତି ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀ ଟ୍ବିଟ୍ କରି କହିଛନ୍ତି, “ମହାବିଷୁବ ପଣା ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷର ଶୁଭେଚ୍ଛା । ନୂଆବର୍ଷ ଅପାର ଖୁସି ଏବଂ ଉତ୍ତମ ସ୍ବାସ୍ଥ୍ୟ ନେଇ ଆସୁ। ଆସନ୍ତା ବର୍ଷ ଆପଣଙ୍କ ସମସ୍ତ ଇଚ୍ଛା ପୂରଣ ହେଉ।
Happy Maha Bishuba Pana Sankranti and Odia New Year. Have a healthy and happy year ahead. pic.twitter.com/P1yTshcfve
— Narendra Modi (@narendramodi) April 14, 2023
ପଣା ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଟ୍ୱିଟ କରି ଲେଖିଛନ୍ତି, ପବିତ୍ର ପଣା ସଂକ୍ରାନ୍ତିରେ ଓଡ଼ିଶାର ପୁରପଲ୍ଲୀରେ ହର୍ଷୋଲ୍ଲାସରେ ପାଳିତ ହେଉଛି । ଏହି ନବବର୍ଷ ଅବସରରେ ଓଡ଼ିଆ ଭାଇଭଉଣୀ ମାନଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇବା ସହ ସୁଖ ସମୃଦ୍ଧି କାମନା କରିଛନ୍ତି ରାଷ୍ଟ୍ରପତି ।
ପବିତ୍ର ପଣା ସଂକ୍ରାନ୍ତି ଓଡ଼ିଶାର ପୁରପଲ୍ଲୀରେ ହର୍ଷୋଲ୍ଲାସରେ ପାଳିତ ହେଉଅଛି । ଏ ଅବସରରେ ପଣାପାଣିର ଆସର ସାଙ୍ଗକୁ ବିଭିନ୍ନ ସାରସ୍ୱତ ସଭାସମିତି ମଧ୍ୟ ଆୟୋଜିତ ହେଉଅଛି । ଏହି ଓଡ଼ିଆ ନବବର୍ଷ ଉପଲକ୍ଷେ ଓଡ଼ିଶାର ପ୍ରିୟ ଭାଇଭଉଣୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି ଏବଂ ସୁଖସମୃଦ୍ଧି କାମନା କରୁଅଛି ।
— President of India (@rashtrapatibhvn) April 14, 2023