ନଦୀବନ୍ଧ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର: ପାଖରେ ଥୁଆ ହୋଇଛି ସ୍କୁଟି, ପଡିଛି ଚପଲ

The Sakala Picture
Published On

ଭୁବନେଶ୍ବର: ଭୁବନେଶ୍ୱର ଉପକଣ୍ଠ ଧଉଳି ଥାନା ଅନ୍ତର୍ଗତ ଉତ୍ତରା ପୁର୍ତ୍ତ ବିଭାଗ ଡାକ ବଙ୍ଗଳା ଭାର୍ଗବୀ ନଦୀ ବନ୍ଧ ନିକଟରେ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ପଡି ରହିଥିବାର ଜଣାପଡ଼ିଛଇ। ପ୍ରାଥମିକ ତଦନ୍ତରୁ ଯୁବକଙ୍କୁ କେହି ହତ୍ୟା କରି ଏଠାରେ ଫିଙ୍ଗିଥିବା ସନ୍ଦେହ କରାଯାଉଛି। ଯୁବକଙ୍କ ବୟସ ପାଖାପାଖି ୩୦ରୁ ୩୫ ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ଘଟଣା ସ୍ଥଳରେ ଏକ ସ୍କୁଟି ଗାଡି ରହିଛି। ଏହାସହ ଚପଲ ମଧ୍ୟ ପଡିଛି । ତେବେ ଯୁବକଙ୍କ […]

ଭୁବନେଶ୍ବର: ଭୁବନେଶ୍ୱର ଉପକଣ୍ଠ ଧଉଳି ଥାନା ଅନ୍ତର୍ଗତ ଉତ୍ତରା ପୁର୍ତ୍ତ ବିଭାଗ ଡାକ ବଙ୍ଗଳା ଭାର୍ଗବୀ ନଦୀ ବନ୍ଧ ନିକଟରେ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ପଡି ରହିଥିବାର ଜଣାପଡ଼ିଛଇ। ପ୍ରାଥମିକ ତଦନ୍ତରୁ ଯୁବକଙ୍କୁ କେହି ହତ୍ୟା କରି ଏଠାରେ ଫିଙ୍ଗିଥିବା ସନ୍ଦେହ କରାଯାଉଛି। ଯୁବକଙ୍କ ବୟସ ପାଖାପାଖି ୩୦ରୁ ୩୫ ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ଘଟଣା ସ୍ଥଳରେ ଏକ ସ୍କୁଟି ଗାଡି ରହିଛି। ଏହାସହ ଚପଲ ମଧ୍ୟ ପଡିଛି । ତେବେ ଯୁବକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିନାହିଁ। ଖବର ପାଇ ଘଟଣା ସ୍ଥଳରେ ଧଉଳି ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ: ବିଜେଡି ସାଂସଦଙ୍କ କଡ଼ା ସମାଲୋଚନା: ସୀମା ପୁନଃନିର୍ଦ୍ଧାରଣ ବିଲ୍‌ ପାରିତ କରିବାରେ କେନ୍ଦ୍ର ସରକାର ବିଫଳ

10 May 2021 By The Sakala

ନଦୀବନ୍ଧ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର: ପାଖରେ ଥୁଆ ହୋଇଛି ସ୍କୁଟି, ପଡିଛି ଚପଲ

ଭୁବନେଶ୍ବର: ଭୁବନେଶ୍ୱର ଉପକଣ୍ଠ ଧଉଳି ଥାନା ଅନ୍ତର୍ଗତ ଉତ୍ତରା ପୁର୍ତ୍ତ ବିଭାଗ ଡାକ ବଙ୍ଗଳା ଭାର୍ଗବୀ ନଦୀ ବନ୍ଧ ନିକଟରେ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ପଡି ରହିଥିବାର ଜଣାପଡ଼ିଛଇ। ପ୍ରାଥମିକ ତଦନ୍ତରୁ ଯୁବକଙ୍କୁ କେହି ହତ୍ୟା କରି ଏଠାରେ ଫିଙ୍ଗିଥିବା ସନ୍ଦେହ କରାଯାଉଛି। ଯୁବକଙ୍କ ବୟସ ପାଖାପାଖି ୩୦ରୁ ୩୫ ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ଘଟଣା ସ୍ଥଳରେ ଏକ ସ୍କୁଟି ଗାଡି ରହିଛି। ଏହାସହ ଚପଲ ମଧ୍ୟ ପଡିଛି । ତେବେ ଯୁବକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିନାହିଁ। ଖବର ପାଇ ଘଟଣା ସ୍ଥଳରେ ଧଉଳି ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର