ମନୋରଞ୍ଜନ
ଓଡ଼ିଶା
ଆଜି ବୈଶାଖ-କୃଷ୍ଣ ଦ୍ଵାଦଶୀ ତିଥି; ଶ୍ରୀମନ୍ଦିରରେ ୪ଘଣ୍ଟା ପାଇଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
ପୁରୀ: ଆଜି ବୈଶାଖ-କୃଷ୍ଣ ଦ୍ଵାଦଶୀ ତିଥି। ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ଏହି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଦ୍ବିତୀୟ ଭୋଗମଣ୍ଡପ ବଢିବା ପରେ ସନ୍ଧ୍ୟା ୬ ଟାରୁ ରାତ୍ର ୧୦ଟା ପର୍ଯ୍ଯନ୍ତ ପ୍ରାୟ ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

17 Apr 2023
By The Sakala

⊕ https://www.thesakala.in/latest-odisha-news/no-darshan-for-devotees-at-puri-jagannath-temple-for-4-hours/article-20813