ମନୋରଞ୍ଜନ

ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା

ଆଇଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ: ସରୋଜ କୁମାର ସାମଲ ହେଲେ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ

The Sakala Picture
Published On

ଭୁବନେଶ୍ବର: ଆଆଇଏଏସ୍‌ ସ୍ତରରେ ରାଜ୍ୟ ସରକାର ଛୋଟଧରଣର ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଝାରସୁଗୁଡ଼ାର ପୂର୍ବତନ ଜିଲ୍ଲାପାଳ ସରୋଜ କୁମାର ସାମଲଙ୍କୁ ସୂଚନା ଓ ଲୋକସଂପର୍କ ବିଭାଗରେ ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି। ଏଠାରେ ଅବସ୍ଥାପିତ ଥିବା ୨୦୧୧ କ୍ୟାଡର ଆଇଏଏସ୍‌ ଇନ୍ଦ୍ରମଣୀ ତ୍ରିପାଠୀଙ୍କୁ ବଦଳି ହୋଇଛି।ଶ୍ରୀ ତ୍ରିପାଠୀଙ୍କୁ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି, ସଂଖ୍ୟାଲଘୁ ଓ ପଛୁଆବର୍ଗ ବିଭାଗରେ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି। […]

ଭୁବନେଶ୍ବର: ଆଆଇଏଏସ୍‌ ସ୍ତରରେ ରାଜ୍ୟ ସରକାର ଛୋଟଧରଣର ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଝାରସୁଗୁଡ଼ାର ପୂର୍ବତନ ଜିଲ୍ଲାପାଳ ସରୋଜ କୁମାର ସାମଲଙ୍କୁ ସୂଚନା ଓ ଲୋକସଂପର୍କ ବିଭାଗରେ ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ମିର୍ଗିନେଣ୍ଡି ପିଇଓ, ୧୮,୦୦୦ ଟଙ୍କା ଲାଞ୍ଚ ନେବାବେଳେ ମାଡିବସିଲା ବିଭାଗ

ଏଠାରେ ଅବସ୍ଥାପିତ ଥିବା ୨୦୧୧ କ୍ୟାଡର ଆଇଏଏସ୍‌ ଇନ୍ଦ୍ରମଣୀ ତ୍ରିପାଠୀଙ୍କୁ ବଦଳି ହୋଇଛି।ଶ୍ରୀ ତ୍ରିପାଠୀଙ୍କୁ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି, ସଂଖ୍ୟାଲଘୁ ଓ ପଛୁଆବର୍ଗ ବିଭାଗରେ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି। ଏଥି ସହିତ ଶ୍ରୀ ତ୍ରିପାଠୀଙ୍କ ହାତରେ ଏସ୍‌ସିଏସ୍‌ଟିଆରଟିଆଇ ବିଭାଗର ଅତିରିକ୍ତ ଦାୟିତ୍ବ ତୁଲାଇବେ।

ଆହୁରି ପଢ଼ନ୍ତୁ: ରାଜରାସ୍ତାରେ ଚାଷୀ; ସରକାର ଉତ୍ସବ ମନାଉଛନ୍ତି: ବିଜେଡି

18 Apr 2023 By The Sakala

ଆଇଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ: ସରୋଜ କୁମାର ସାମଲ ହେଲେ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ

ଭୁବନେଶ୍ବର: ଆଆଇଏଏସ୍‌ ସ୍ତରରେ ରାଜ୍ୟ ସରକାର ଛୋଟଧରଣର ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଝାରସୁଗୁଡ଼ାର ପୂର୍ବତନ ଜିଲ୍ଲାପାଳ ସରୋଜ କୁମାର ସାମଲଙ୍କୁ ସୂଚନା ଓ ଲୋକସଂପର୍କ ବିଭାଗରେ ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି।

ଏଠାରେ ଅବସ୍ଥାପିତ ଥିବା ୨୦୧୧ କ୍ୟାଡର ଆଇଏଏସ୍‌ ଇନ୍ଦ୍ରମଣୀ ତ୍ରିପାଠୀଙ୍କୁ ବଦଳି ହୋଇଛି।ଶ୍ରୀ ତ୍ରିପାଠୀଙ୍କୁ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି, ସଂଖ୍ୟାଲଘୁ ଓ ପଛୁଆବର୍ଗ ବିଭାଗରେ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି। ଏଥି ସହିତ ଶ୍ରୀ ତ୍ରିପାଠୀଙ୍କ ହାତରେ ଏସ୍‌ସିଏସ୍‌ଟିଆରଟିଆଇ ବିଭାଗର ଅତିରିକ୍ତ ଦାୟିତ୍ବ ତୁଲାଇବେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର