ପୁରୀରେ ଅକ୍ଷୟ ତୃତୀୟା ଓ ଚନ୍ଦନ ଯାତ୍ରା ପାଇଁ ନୀତି ନିର୍ଘଣ୍ଟ ସ୍ଥିର

The Sakala Picture
Published On

ପୁରୀ: ପୁରୀରେ ଅକ୍ଷୟ ତୃତୀୟା ଓ ଚନ୍ଦନ ଯାତ୍ରା ପାଇଁ ନୀତି ନିର୍ଘଣ୍ଟ ସ୍ଥିର ହୋଇଛି । ଆସନ୍ତା ୨୩ ତାରିଖ ପବିତ୍ର ଅକ୍ଷୟ ତୃତୀୟାରେ ଭୋର୍‌ ୩ଟାରୁ ଶ୍ରୀମନ୍ଦିର ଦ୍ୱାର ଫିଟିବ । ଦୈନନ୍ଦିନ ନୀତି ପରେ ଅପରାହ୍ନ ୪ଟାରେ ରଥଖଳାକୁ ବିଜେ କରାଯିବ ଆଜ୍ଞାମାଳ । ନୀଳାଦ୍ରି ଭକ୍ତ ନିବାସରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ଛତିଶା ନିଯୋଗ ବୈଠକରେ ଏନେଇ ଆଲୋଚନା ହୋଇଛି । ଏହି ବୈଠକ ପୂର୍ବରୁ […]

ପୁରୀ: ପୁରୀରେ ଅକ୍ଷୟ ତୃତୀୟା ଓ ଚନ୍ଦନ ଯାତ୍ରା ପାଇଁ ନୀତି ନିର୍ଘଣ୍ଟ ସ୍ଥିର ହୋଇଛି । ଆସନ୍ତା ୨୩ ତାରିଖ ପବିତ୍ର ଅକ୍ଷୟ ତୃତୀୟାରେ ଭୋର୍‌ ୩ଟାରୁ ଶ୍ରୀମନ୍ଦିର ଦ୍ୱାର ଫିଟିବ । ଦୈନନ୍ଦିନ ନୀତି ପରେ ଅପରାହ୍ନ ୪ଟାରେ ରଥଖଳାକୁ ବିଜେ କରାଯିବ ଆଜ୍ଞାମାଳ । ନୀଳାଦ୍ରି ଭକ୍ତ ନିବାସରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ଛତିଶା ନିଯୋଗ ବୈଠକରେ ଏନେଇ ଆଲୋଚନା ହୋଇଛି ।

ଆହୁରି ପଢ଼ନ୍ତୁ: ବାଲିଅନ୍ତା ସୌମ୍ୟ ହତ୍ୟା ମାମଲା: ଓମ୍ ସତ କହିଥିବା ଲାଇ ଡିଟେକ୍ସନ ଟେଷ୍ଟ ରିପୋର୍ଟରୁ ସ୍ପଷ୍ଟ, ୫/୬ ଅଭିଯୁକ୍ତ ଏବେ ବି ଫେରାର

ଏହି ବୈଠକ ପୂର୍ବରୁ ନୀତି ସବ୍‌ କମିଟି ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ଅକ୍ଷୟ ତୃତୀୟା ଓ ୨୧ ଦିନଧରି ଚାଲିବାକୁ ଥିବା ବାହାର ଚନ୍ଦନ ଯାତ୍ରା ଏବଂ ଏହାର ପରବର୍ତ୍ତୀ ୨୧ ଦିନ ଭିତର ଚନ୍ଦନ ଯାତ୍ରାର ନୀତିନିର୍ଘଣ୍ଟ ସମ୍ପର୍କରେ ଆଲୋଚନା ହୋଇଛି । ଠାକୁରଙ୍କ ଚନ୍ଦନ ଯାତ୍ରା ନୀତି ଶୃଙ୍ଖଳିତ କରିବା ଉପରେ ଗୁରୁତ୍ବ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଅଗଷ୍ଟ ୩ ରୁ ୫ ଯାଏଁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

18 Apr 2023 By The Sakala

ପୁରୀରେ ଅକ୍ଷୟ ତୃତୀୟା ଓ ଚନ୍ଦନ ଯାତ୍ରା ପାଇଁ ନୀତି ନିର୍ଘଣ୍ଟ ସ୍ଥିର

ପୁରୀ: ପୁରୀରେ ଅକ୍ଷୟ ତୃତୀୟା ଓ ଚନ୍ଦନ ଯାତ୍ରା ପାଇଁ ନୀତି ନିର୍ଘଣ୍ଟ ସ୍ଥିର ହୋଇଛି । ଆସନ୍ତା ୨୩ ତାରିଖ ପବିତ୍ର ଅକ୍ଷୟ ତୃତୀୟାରେ ଭୋର୍‌ ୩ଟାରୁ ଶ୍ରୀମନ୍ଦିର ଦ୍ୱାର ଫିଟିବ । ଦୈନନ୍ଦିନ ନୀତି ପରେ ଅପରାହ୍ନ ୪ଟାରେ ରଥଖଳାକୁ ବିଜେ କରାଯିବ ଆଜ୍ଞାମାଳ । ନୀଳାଦ୍ରି ଭକ୍ତ ନିବାସରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ଛତିଶା ନିଯୋଗ ବୈଠକରେ ଏନେଇ ଆଲୋଚନା ହୋଇଛି ।

ଏହି ବୈଠକ ପୂର୍ବରୁ ନୀତି ସବ୍‌ କମିଟି ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ଅକ୍ଷୟ ତୃତୀୟା ଓ ୨୧ ଦିନଧରି ଚାଲିବାକୁ ଥିବା ବାହାର ଚନ୍ଦନ ଯାତ୍ରା ଏବଂ ଏହାର ପରବର୍ତ୍ତୀ ୨୧ ଦିନ ଭିତର ଚନ୍ଦନ ଯାତ୍ରାର ନୀତିନିର୍ଘଣ୍ଟ ସମ୍ପର୍କରେ ଆଲୋଚନା ହୋଇଛି । ଠାକୁରଙ୍କ ଚନ୍ଦନ ଯାତ୍ରା ନୀତି ଶୃଙ୍ଖଳିତ କରିବା ଉପରେ ଗୁରୁତ୍ବ ଦିଆଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର