ଗ୍ରୀଷ୍ମ ପ୍ରବାହ ପାଇଁ ଆସନ୍ତା ଦୁଇ ଦିନ ବନ୍ଦ ରହିବ ରାଜ୍ୟର ସମସ୍ତ ସ୍କୁଲ

The Sakala Picture
Published On

ଭୁବନେଶ୍ୱର: ସାରା ରାଜ୍ୟରେ ଆସନ୍ତା ଦୁଇ ଦିନ ବନ୍ଦ ରହିବ ସ୍କୁଲ । ୧୯ ଓ ୨୦ ତାରିଖ ଦୁଇ ଦିନ ବନ୍ଦ ରହିବ ରାଜ୍ୟର ସମସ୍ତ ସ୍କୁଲ। ଗ୍ରୀଷ୍ମ ପ୍ରବାହ ପାଇଁ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ଯନ୍ତ ବନ୍ଦ ରହିବ ସ୍କୁଲ। ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଦୁଇଦିନ ବନ୍ଦ ରହିବ। ସ୍କୁଲ ସହିତ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ବନ୍ଦ ରହିବ। ପୂର୍ବରୁ ମଧ୍ୟ ସରକାର […]

ଭୁବନେଶ୍ୱର: ସାରା ରାଜ୍ୟରେ ଆସନ୍ତା ଦୁଇ ଦିନ ବନ୍ଦ ରହିବ ସ୍କୁଲ । ୧୯ ଓ ୨୦ ତାରିଖ ଦୁଇ ଦିନ ବନ୍ଦ ରହିବ ରାଜ୍ୟର ସମସ୍ତ ସ୍କୁଲ। ଗ୍ରୀଷ୍ମ ପ୍ରବାହ ପାଇଁ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ଯନ୍ତ ବନ୍ଦ ରହିବ ସ୍କୁଲ। ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଦୁଇଦିନ ବନ୍ଦ ରହିବ। ସ୍କୁଲ ସହିତ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ବନ୍ଦ ରହିବ।

ଆହୁରି ପଢ଼ନ୍ତୁ: ଡିଜିଟାଲ୍‌ ଯୁଗରେ ଅଲୋଡ଼ା ହେଉଛି ପୁରୁଣା ବହି, ଅନଲାଇନ ସାଜୁଛି ବାଧକ

ପୂର୍ବରୁ ମଧ୍ୟ ସରକାର ଏପ୍ରିଲ ୧୨ ତାରିଖରୁ ୧୬ ତାରିଖ ପର୍ଯ୍ଯନ୍ତ ସ୍କୁଲ ବନ୍ଦ କରିଥିଲେ । ସୋମବାର ସ୍କୁଲ ଖୋଲିଥିଲା । ହେଲେ ରାଜ୍ୟରେ ଜାରି ଗ୍ରୀଷ୍ମ ପ୍ରବାହ ସମସ୍ତଙ୍କୁ ଅସ୍ତବ୍ୟସ୍ତ କରିଛି । ପିଲାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଆସନ୍ତା ଦୁଇ ଦିନ ସ୍କୁଲ ବନ୍ଦ ଘୋଷଣା କରିଛନ୍ତି ସରକାର । ଆଗକୁ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏହି ଛୁଟି ବୃଦ୍ଧି କରାଯିବ କି ନାହିଁ ତା ଉପରେ ବିଚାର କରାଯିବ ।

ଆହୁରି ପଢ଼ନ୍ତୁ: ଭାରସାମ୍ୟ ହରାଇ ଓଲଟିଲା ଡିଜେ ଗାଡ଼ି: ଜଣଙ୍କର ମୃତ୍ୟୁ, ୧୦ରୁ ଊର୍ଦ୍ଧ୍ୱ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର