ବିପୁଳ ପରିମାଣର ବିସ୍ଫୋରକ ଜବତ, ୧ ଗିରଫ

The Sakala Picture
Published On

ନୂଆପଡା ଜିଲ୍ଲା ଅନ୍ତର୍ଗତ ଖଡ଼ିଆଳ ବ୍ଲକର ତୁକଲା ଗ୍ରାମ ଠାରୁ ବିପୁଳ ପରିମାଣରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । ବିଶେଷ ସୂତ୍ରରୁ ଖବର ପାଇ ଖଡ଼ିଆଳ ଏସ୍‌ଡିପିଓଙ୍କ ନେତୃତ୍ବରେ ଖଡ଼ିଆଳ ପୁଲିସ ଏକ ସ୍ଵତନ୍ତ୍ର ଦଳ ଚଢ଼ାଉ କରିଥିଲେ । ସେଠାରୁ ବିପୁଳ ପରିମାଣରେ ବେଆଇନ ବିସ୍ଫୋରକ ଜବତ ହୋଇଛି । ଏହି ଘଟଣାରେ ପୁଲିସ ପ୍ରେମ ସାଗର ମେହେର ନାଁରେ ଜଣେ ବ୍ୟକ୍ତିକୁ ଗିରଫ କରିଛି । ମୋଟ ୨୯୨୫ ଜିଲେଟିନ ଷ୍ଟିକ, ୨୯ […]

ନୂଆପଡା ଜିଲ୍ଲା ଅନ୍ତର୍ଗତ ଖଡ଼ିଆଳ ବ୍ଲକର ତୁକଲା ଗ୍ରାମ ଠାରୁ ବିପୁଳ ପରିମାଣରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । ବିଶେଷ ସୂତ୍ରରୁ ଖବର ପାଇ ଖଡ଼ିଆଳ ଏସ୍‌ଡିପିଓଙ୍କ ନେତୃତ୍ବରେ ଖଡ଼ିଆଳ ପୁଲିସ ଏକ ସ୍ଵତନ୍ତ୍ର ଦଳ ଚଢ଼ାଉ କରିଥିଲେ । ସେଠାରୁ ବିପୁଳ ପରିମାଣରେ ବେଆଇନ ବିସ୍ଫୋରକ ଜବତ ହୋଇଛି । ଏହି ଘଟଣାରେ ପୁଲିସ ପ୍ରେମ ସାଗର ମେହେର ନାଁରେ ଜଣେ ବ୍ୟକ୍ତିକୁ ଗିରଫ କରିଛି ।

ଆହୁରି ପଢ଼ନ୍ତୁ: ରାଜ୍ୟର ୪ଟି ଜିଲ୍ଲାରେ ସ୍କୁଲ୍‌ ଛୁଟି ଘୋଷଣା, ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନର ନିର୍ଦ୍ଦେଶ

ମୋଟ ୨୯୨୫ ଜିଲେଟିନ ଷ୍ଟିକ, ୨୯ ଟି ସିଲ ପ୍ଲାସଟିକ ବସ୍ତା, ଏମୋନିୟମ ନାଇଟ୍ରେଟ ୫୦ କେଜି, ଗୋଟିଏ କାର୍ତିନ ସିଲ ହାରାହାରି ୮୪୪ ଗୋଟି ଡିଟୋନେଟର, ନଗଦ ୩୨ ହଜାର ୯୦୦ ଟଙ୍କା, ୪ ଟି ଟ୍ରାକ୍ଟର , ୪ ଗୋଟି ଲୁହା ଶାବଳ ଓ ଗୋଟିଏ ମୋବାଇଲ ଜବତ ହୋଇଥିବା ନେଇ ଆରକ୍ଷୀ ଅଧିକ୍ଷକ ରାହୁଲ କୁମାର ଜୈନ ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଭାରତୀୟ ଜାତୀୟ କ୍ରୀଡ଼ା ଜର୍ସିର ରଙ୍ଗ ପରିବର୍ତ୍ତନ; କ୍ରୀଡ଼ାପ୍ରେମୀଙ୍କ ଭାବନାକୁ ଗଭୀର ଆଘାତ: ନବୀନ

10 May 2021 By The Sakala

ବିପୁଳ ପରିମାଣର ବିସ୍ଫୋରକ ଜବତ, ୧ ଗିରଫ

ନୂଆପଡା ଜିଲ୍ଲା ଅନ୍ତର୍ଗତ ଖଡ଼ିଆଳ ବ୍ଲକର ତୁକଲା ଗ୍ରାମ ଠାରୁ ବିପୁଳ ପରିମାଣରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । ବିଶେଷ ସୂତ୍ରରୁ ଖବର ପାଇ ଖଡ଼ିଆଳ ଏସ୍‌ଡିପିଓଙ୍କ ନେତୃତ୍ବରେ ଖଡ଼ିଆଳ ପୁଲିସ ଏକ ସ୍ଵତନ୍ତ୍ର ଦଳ ଚଢ଼ାଉ କରିଥିଲେ । ସେଠାରୁ ବିପୁଳ ପରିମାଣରେ ବେଆଇନ ବିସ୍ଫୋରକ ଜବତ ହୋଇଛି । ଏହି ଘଟଣାରେ ପୁଲିସ ପ୍ରେମ ସାଗର ମେହେର ନାଁରେ ଜଣେ ବ୍ୟକ୍ତିକୁ ଗିରଫ କରିଛି ।

ମୋଟ ୨୯୨୫ ଜିଲେଟିନ ଷ୍ଟିକ, ୨୯ ଟି ସିଲ ପ୍ଲାସଟିକ ବସ୍ତା, ଏମୋନିୟମ ନାଇଟ୍ରେଟ ୫୦ କେଜି, ଗୋଟିଏ କାର୍ତିନ ସିଲ ହାରାହାରି ୮୪୪ ଗୋଟି ଡିଟୋନେଟର, ନଗଦ ୩୨ ହଜାର ୯୦୦ ଟଙ୍କା, ୪ ଟି ଟ୍ରାକ୍ଟର , ୪ ଗୋଟି ଲୁହା ଶାବଳ ଓ ଗୋଟିଏ ମୋବାଇଲ ଜବତ ହୋଇଥିବା ନେଇ ଆରକ୍ଷୀ ଅଧିକ୍ଷକ ରାହୁଲ କୁମାର ଜୈନ ସୂଚନା ଦେଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର