ରାଜ୍ୟରୁ ଆଜି ଚିହ୍ନଟ ହେଲେ ଆଉ ୯ ହଜାର ୭୯୩ କରୋନା ଆକ୍ରାନ୍ତ

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟରୁ ଆଜି ୯,୭୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୫୫୩୪ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୪୨୫୯ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୫୪,୬୬୬ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୫୧୧ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼-୧୦୧୮, କଟକ-୬୪୧, ଯାଜପୁର-୩୭୬, ପୁରୀ-୩୫୧, ଗଞ୍ଜାମ- […]

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟରୁ ଆଜି ୯,୭୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୫୫୩୪ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୪୨୫୯ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୫୪,୬୬୬ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୫୧୧ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼-୧୦୧୮, କଟକ-୬୪୧, ଯାଜପୁର-୩୭୬, ପୁରୀ-୩୫୧, ଗଞ୍ଜାମ- ୨୭୬, ନୂଆପଡ଼ା- ୪୦୧, ବଲାଙ୍ଗୀର-୩୪୨, ବାଲେଶ୍ବର-୩୧୪, ଅନୁଗୁଳ-୫୨୬, ବରଗଡ଼-୨୭୦, କଳାହାଣ୍ଡି- ୨୨୪, ଝାରସୁଗୁଡ଼ାରୁ -୪୦୪, ନବରଙ୍ଗପୁର- ୩୦୨ ଓ ସମ୍ବଲପୁର ଜିଲ୍ଲାରୁ ୩୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

11 May 2021 By The Sakala

ରାଜ୍ୟରୁ ଆଜି ଚିହ୍ନଟ ହେଲେ ଆଉ ୯ ହଜାର ୭୯୩ କରୋନା ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟରୁ ଆଜି ୯,୭୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୫୫୩୪ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୪୨୫୯ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୫୪,୬୬୬ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୫୧୧ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼-୧୦୧୮, କଟକ-୬୪୧, ଯାଜପୁର-୩୭୬, ପୁରୀ-୩୫୧, ଗଞ୍ଜାମ- ୨୭୬, ନୂଆପଡ଼ା- ୪୦୧, ବଲାଙ୍ଗୀର-୩୪୨, ବାଲେଶ୍ବର-୩୧୪, ଅନୁଗୁଳ-୫୨୬, ବରଗଡ଼-୨୭୦, କଳାହାଣ୍ଡି- ୨୨୪, ଝାରସୁଗୁଡ଼ାରୁ -୪୦୪, ନବରଙ୍ଗପୁର- ୩୦୨ ଓ ସମ୍ବଲପୁର ଜିଲ୍ଲାରୁ ୩୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

https://www.thesakala.in/latest-odisha-news/corona-update-odisha-11th-may/article-2092
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର