ଆମ ହସ୍ପିଟାଲ ପ୍ରକଳ୍ପ ପୂର୍ଣ୍ଣାଙ୍ଗ ପାଇଁ ସମୟ ସାରଣୀ ନିର୍ଦ୍ଧାରଣ କଲେ ରାଜ୍ୟସରକାର

The Sakala Picture
Published On

ଭୁବନେଶ୍ୱର: ସାର୍ବଜନୀନ ସ୍ୱାସ୍ଥ୍ୟସେବାରେ ଅଧିକ ଗୁଣାତ୍ମକ ବିକାଶ ପାଇଁ ରାଜ୍ୟସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଆମ ହସ୍ପିଟାଲ କାର୍ଯ୍ଯକ୍ରମ ତ୍ୱରାନ୍ୱିତ ହୋଇଛି । ପ୍ରକଳ୍ପ ପୂର୍ଣାଙ୍ଗ ପାଇଁ ରାଜ୍ୟସରକାରଙ୍କ ତରଫରୁ ସମୟ ସାରଣୀ ଧାର୍ଯ୍ଯକରାଯିବା ସହ ପ୍ରତି ଜିଲ୍ଲାକୁ ସେମାନଙ୍କ ପ୍ରକଳ୍ପ ଆକଳନ ଅନୁସାରେ ଆବଶ୍ୟକୀୟ ପାଣ୍ଠି ଯୋଗାଇ ଦିଆଯାଇଛି । ଏଥିପାଇଁ ପୂର୍ତ୍ତିବିଭାଗ ପ୍ରମୁଖ ଶାସନ ସଚିବ ବୀର୍ ବିକ୍ରମ ଯାଦବ ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ ଶାଳିନୀ ପଣ୍ଡିତଙ୍କର ଯୁଗ୍ମ […]

ଭୁବନେଶ୍ୱର: ସାର୍ବଜନୀନ ସ୍ୱାସ୍ଥ୍ୟସେବାରେ ଅଧିକ ଗୁଣାତ୍ମକ ବିକାଶ ପାଇଁ ରାଜ୍ୟସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଆମ ହସ୍ପିଟାଲ କାର୍ଯ୍ଯକ୍ରମ ତ୍ୱରାନ୍ୱିତ ହୋଇଛି । ପ୍ରକଳ୍ପ ପୂର୍ଣାଙ୍ଗ ପାଇଁ ରାଜ୍ୟସରକାରଙ୍କ ତରଫରୁ ସମୟ ସାରଣୀ ଧାର୍ଯ୍ଯକରାଯିବା ସହ ପ୍ରତି ଜିଲ୍ଲାକୁ ସେମାନଙ୍କ ପ୍ରକଳ୍ପ ଆକଳନ ଅନୁସାରେ ଆବଶ୍ୟକୀୟ ପାଣ୍ଠି ଯୋଗାଇ ଦିଆଯାଇଛି । ଏଥିପାଇଁ ପୂର୍ତ୍ତିବିଭାଗ ପ୍ରମୁଖ ଶାସନ ସଚିବ ବୀର୍ ବିକ୍ରମ ଯାଦବ ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ ଶାଳିନୀ ପଣ୍ଡିତଙ୍କର ଯୁଗ୍ମ ସ୍ୱାକ୍ଷରିତ ନିର୍ଦ୍ଦେଶନାମା ଜିଲ୍ଲାପାଳମାନଙ୍କୁ ପଠାଯାଇଛି ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଉତ୍କଟ ହେଉଛି ଗ୍ୟାସ୍‌ ସଙ୍କଟ, ହେଲେ ମାନିବାକୁ ମନ୍ତ୍ରୀ ନାରାଜ

ଚଳିତ ବର୍ଷ ମେ ୧୫ ତାରିଖ ସୁଦ୍ଦା ଟେଣ୍ଡର ପକ୍ରିୟା ଶେଷକରି କ୍ଷେତ୍ରସ୍ତରୀୟ କାର୍ଯ୍ଯାରମ୍ଭ ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି । ଅକ୍ଟୋବର ଶେଷ ସୁଦ୍ଧା ପ୍ରକଳ୍ପ ପୂର୍ଣ୍ଣାଙ୍ଗ କରିବାକୁ କୁହାଯାଇଛି । ନିର୍ଦ୍ଦାରିତ ମାନକ ଅନୁସାରେ ଗୁଣାତ୍ମକମାନ ବଜାୟ ରଖି ନିର୍ମାଣ କାର୍ଯ୍ଯ କରିବାପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ବାରିପଦାରେ କାଳବୈଶାଖୀ ତାଣ୍ଡବ; ଝଡ଼ତୋଫାନରେ ୨ ମୃତ, ୩ ଆହତ

ସୂଚନାଯୋଗ୍ୟ, ପ୍ରଥମ ପର୍ଯ୍ଯାୟରେ ବିଭିନ୍ନ ଜିଲ୍ଲାର ୧୪୭ ଟି ହସ୍ପିଟାଲ୍ ୫-ଟି ଢାଞ୍ଚାରେ ରୂପାନ୍ତରଣ କାର୍ୟ୍ୟ ଆରମ୍ଭ କରାଯାଇଛି। ଏହି ପ୍ରକଳ୍ପର ତ୍ୱରିତ କାର୍ଯ୍ଯାନ୍ୱୟନ ନିମନ୍ତେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ କମିଟି ଗଠନ କରାଯାଇଛି। ପ୍ରକଳ୍ପର ଅନୁମୋଦନ, କାର୍ଯ୍ଯାନ୍ୱୟନ ଓ ତଦାରଖ ନିମନ୍ତେ ଜିଲ୍ଲାସ୍ତରୀୟ କମିଟିକୁ ପୂର୍ଣ୍ଣକ୍ଷମତା ପ୍ରଦାନ କରାଯାଇଛି ।

ଆହୁରି ପଢ଼ନ୍ତୁ: ମହାପ୍ରଭୁଙ୍କ ରଥନିର୍ମାଣ ପାଇଁ ଆରମ୍ଭ ହେଲା ରଥ କାଠ ଚିରଟ

21 Apr 2023 By The Sakala

ଆମ ହସ୍ପିଟାଲ ପ୍ରକଳ୍ପ ପୂର୍ଣ୍ଣାଙ୍ଗ ପାଇଁ ସମୟ ସାରଣୀ ନିର୍ଦ୍ଧାରଣ କଲେ ରାଜ୍ୟସରକାର

ଭୁବନେଶ୍ୱର: ସାର୍ବଜନୀନ ସ୍ୱାସ୍ଥ୍ୟସେବାରେ ଅଧିକ ଗୁଣାତ୍ମକ ବିକାଶ ପାଇଁ ରାଜ୍ୟସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଆମ ହସ୍ପିଟାଲ କାର୍ଯ୍ଯକ୍ରମ ତ୍ୱରାନ୍ୱିତ ହୋଇଛି । ପ୍ରକଳ୍ପ ପୂର୍ଣାଙ୍ଗ ପାଇଁ ରାଜ୍ୟସରକାରଙ୍କ ତରଫରୁ ସମୟ ସାରଣୀ ଧାର୍ଯ୍ଯକରାଯିବା ସହ ପ୍ରତି ଜିଲ୍ଲାକୁ ସେମାନଙ୍କ ପ୍ରକଳ୍ପ ଆକଳନ ଅନୁସାରେ ଆବଶ୍ୟକୀୟ ପାଣ୍ଠି ଯୋଗାଇ ଦିଆଯାଇଛି । ଏଥିପାଇଁ ପୂର୍ତ୍ତିବିଭାଗ ପ୍ରମୁଖ ଶାସନ ସଚିବ ବୀର୍ ବିକ୍ରମ ଯାଦବ ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ ଶାଳିନୀ ପଣ୍ଡିତଙ୍କର ଯୁଗ୍ମ ସ୍ୱାକ୍ଷରିତ ନିର୍ଦ୍ଦେଶନାମା ଜିଲ୍ଲାପାଳମାନଙ୍କୁ ପଠାଯାଇଛି ।

ଚଳିତ ବର୍ଷ ମେ ୧୫ ତାରିଖ ସୁଦ୍ଦା ଟେଣ୍ଡର ପକ୍ରିୟା ଶେଷକରି କ୍ଷେତ୍ରସ୍ତରୀୟ କାର୍ଯ୍ଯାରମ୍ଭ ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି । ଅକ୍ଟୋବର ଶେଷ ସୁଦ୍ଧା ପ୍ରକଳ୍ପ ପୂର୍ଣ୍ଣାଙ୍ଗ କରିବାକୁ କୁହାଯାଇଛି । ନିର୍ଦ୍ଦାରିତ ମାନକ ଅନୁସାରେ ଗୁଣାତ୍ମକମାନ ବଜାୟ ରଖି ନିର୍ମାଣ କାର୍ଯ୍ଯ କରିବାପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ସୂଚନାଯୋଗ୍ୟ, ପ୍ରଥମ ପର୍ଯ୍ଯାୟରେ ବିଭିନ୍ନ ଜିଲ୍ଲାର ୧୪୭ ଟି ହସ୍ପିଟାଲ୍ ୫-ଟି ଢାଞ୍ଚାରେ ରୂପାନ୍ତରଣ କାର୍ୟ୍ୟ ଆରମ୍ଭ କରାଯାଇଛି। ଏହି ପ୍ରକଳ୍ପର ତ୍ୱରିତ କାର୍ଯ୍ଯାନ୍ୱୟନ ନିମନ୍ତେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ କମିଟି ଗଠନ କରାଯାଇଛି। ପ୍ରକଳ୍ପର ଅନୁମୋଦନ, କାର୍ଯ୍ଯାନ୍ୱୟନ ଓ ତଦାରଖ ନିମନ୍ତେ ଜିଲ୍ଲାସ୍ତରୀୟ କମିଟିକୁ ପୂର୍ଣ୍ଣକ୍ଷମତା ପ୍ରଦାନ କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର