ଖରାଛୁଟିରେ ଛାତ୍ରଛାତ୍ରୀଙ୍କୁ ମିଳିବ ଆଇରନ ଓ ଫଲିକଏସିଡ ଟ୍ୟାବଲେଟ

The Sakala Picture
Published On

ଭୁବନେଶ୍ୱର: ଖରାଛୁଟିରେ ଛାତ୍ରଛାତ୍ରୀଙ୍କୁ ମିଳିବ ଆଇରନ ଓ ଫଲିକଏସିଡ ଟ୍ୟାବଲେଟ। ୧୯ଏପ୍ରିଲରୁ ୧୬ଜୁନ ଯାଏ ଘରକୁ ଯାଇ ଟ୍ୟାବଲେଟ ବଣ୍ଟାଯିବ। ଶିକ୍ଷକମାନଙ୍କୁ ଟ୍ୟାବଲେଟ ବାଣ୍ଟିବାକୁ ଚିଠି ଜରିଆରେ ନିର୍ଦ୍ଦେଶ ଦେଲେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅମ୍ଳାନ କାର୍ଯ୍ୟକ୍ରମ ଜରିଆରେ ଆନେମିଆ ଦୂରୀକରଣ ଲକ୍ଷ୍ୟ ରଖାଯାଇଛି। ଛାତ୍ରଛାତ୍ରୀ ପିଛା ୮ଟି IFA ଟ୍ୟାବଲେଟ ଦିଆଯିବ। ପିଙ୍କ ଟ୍ୟାବଲେଟ ପ୍ରଥମରୁ ପଞ୍ଚମ ଓ ବ୍ଲୁ ଟ୍ୟାବଲେଟ ଷଷ୍ଠରୁ ଦ୍ଲୱାଦଶ ଛାତ୍ରଛାତ୍ରୀଙ୍କୁ ଦିଆଯିବ। ଏକ୍ସପାରି ଡେଟ ଯାଞ୍ଚ ପରେ ଅଭିଭାବକଙ୍କୁ […]

ଭୁବନେଶ୍ୱର: ଖରାଛୁଟିରେ ଛାତ୍ରଛାତ୍ରୀଙ୍କୁ ମିଳିବ ଆଇରନ ଓ ଫଲିକଏସିଡ ଟ୍ୟାବଲେଟ। ୧୯ଏପ୍ରିଲରୁ ୧୬ଜୁନ ଯାଏ ଘରକୁ ଯାଇ ଟ୍ୟାବଲେଟ ବଣ୍ଟାଯିବ। ଶିକ୍ଷକମାନଙ୍କୁ ଟ୍ୟାବଲେଟ ବାଣ୍ଟିବାକୁ ଚିଠି ଜରିଆରେ ନିର୍ଦ୍ଦେଶ ଦେଲେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅମ୍ଳାନ କାର୍ଯ୍ୟକ୍ରମ ଜରିଆରେ ଆନେମିଆ ଦୂରୀକରଣ ଲକ୍ଷ୍ୟ ରଖାଯାଇଛି। ଛାତ୍ରଛାତ୍ରୀ ପିଛା ୮ଟି IFA ଟ୍ୟାବଲେଟ ଦିଆଯିବ। ପିଙ୍କ ଟ୍ୟାବଲେଟ ପ୍ରଥମରୁ ପଞ୍ଚମ ଓ ବ୍ଲୁ ଟ୍ୟାବଲେଟ ଷଷ୍ଠରୁ ଦ୍ଲୱାଦଶ ଛାତ୍ରଛାତ୍ରୀଙ୍କୁ ଦିଆଯିବ। ଏକ୍ସପାରି ଡେଟ ଯାଞ୍ଚ ପରେ ଅଭିଭାବକଙ୍କୁ ହସ୍ତାନ୍ତର ହେବ ଟ୍ୟାବଲେଟ। ଏକ୍ସପାରି ଟ୍ୟାବଲେଟକୁ ନବାଣ୍ଟି। ସ୍ୱାସ୍ଥ୍ୟ ବିଭାଗକୁ ଫେରସ୍ତ କରାଯିବ।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଅଭିଭାବକଙ୍କୁ ଟ୍ୟାବଲେଟ ହସ୍ତାନ୍ତର ପୂର୍ବରୁ ଏହାର ମୋଡାଲିଟି ସଂପର୍କରେ ଅବଗତ କରାଯିବ। ପ୍ରତି ଛାତ୍ରଛାତ୍ରୀ ସୋମବାର ଗୋଟିଏ IFA ଟ୍ୟାବଲେଟ ଲଞ୍ଚ ବା ଡିନର ଖାଇବା ପରେ ଖାଇବେ। ତାପରେ ଗୋଟିଏ ଗ୍ଲାସ ପାଣି ପିଇବେ। ଏସବୁ ଅଭିଭାବକଙ୍କ ଉପସ୍ଥିତିରେ କରାଯିବ। ଆବଶ୍ୟକସ୍ଥଳେ ସ୍କୁଲ SMC ଏହାର ତଦାରଖ କରିବ। ଟାଣ ଖରା ଯୋଗୁଁ SRC ଙ୍କ ଗାଇଡଲାଇନ ମାନି ସକାଳେକି ସାନ୍ଧ୍ୟ ସମୟରେ ଏହି ଟ୍ୟାଵଲେଟ ଘରକୁ ଯାଇ ବାଣ୍ଟିବେ ଶିକ୍ଷକ। ରଘୁରାମ ଆର. ଆୟର, ରାଜ୍ୟ ନୋଡାଲ ଅଫିସର।

ଆହୁରି ପଢ଼ନ୍ତୁ: ସାପ କାମୁଡ଼ିବା ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର