ସର୍ବଭାରତୀୟ ସ୍ତରରେ ଆଉଜଣେ ଓଡ଼ିଆଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ; ‘ଆଟମିକ୍‌ ଏନର୍ଜି କମିସନ୍‌’ର ଅଧ୍ୟକ୍ଷ ହେଲେ ଡକ୍ଟର୍‌ ଅଜିତ ମହାନ୍ତି

The Sakala Picture
Published On

ନୂଆଦିଲ୍ଲୀ: ଜାତୀୟ ସ୍ତରରେ ଆଉ ଜଣେ ଓଡ଼ିଆଙ୍କୁ ଗୁରୁତ୍ୱପୂର୍ଣ୍ଣ ପଦବୀ । ଭାବା ଆଟୋମିକ୍ ଏନର୍ଜି କମିଶନର ଅଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ ଡକ୍ଟର ଅଜିତ କୁମାର ମହାନ୍ତି । ଏହା ସହ ସେ ମଧ୍ୟ ଆଣବିକ ଶକ୍ତି ବିଭାଗର ସଚିବ ପଦରେ ରହିବେ । କେନ୍ଦ୍ର କ୍ୟାବିନେଟର ନିଯୁକ୍ତି କମିଟି ଏନେଇ ଅନୁମୋଦନ ଦେଇଛି । ୨୦୨୫ ଅକ୍ଟୋବର ୧୦ ପର୍ଯ୍ୟନ୍ତ ସେ ଏହି ଦାୟିତ୍ୱରେ ରହିବେ । ଡକ୍ଟର ଅଜିତ କୁମାର ମହାନ୍ତି ୨୦୧୯ରୁ […]

ନୂଆଦିଲ୍ଲୀ: ଜାତୀୟ ସ୍ତରରେ ଆଉ ଜଣେ ଓଡ଼ିଆଙ୍କୁ ଗୁରୁତ୍ୱପୂର୍ଣ୍ଣ ପଦବୀ । ଭାବା ଆଟୋମିକ୍ ଏନର୍ଜି କମିଶନର ଅଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ ଡକ୍ଟର ଅଜିତ କୁମାର ମହାନ୍ତି । ଏହା ସହ ସେ ମଧ୍ୟ ଆଣବିକ ଶକ୍ତି ବିଭାଗର ସଚିବ ପଦରେ ରହିବେ । କେନ୍ଦ୍ର କ୍ୟାବିନେଟର ନିଯୁକ୍ତି କମିଟି ଏନେଇ ଅନୁମୋଦନ ଦେଇଛି । ୨୦୨୫ ଅକ୍ଟୋବର ୧୦ ପର୍ଯ୍ୟନ୍ତ ସେ ଏହି ଦାୟିତ୍ୱରେ ରହିବେ । ଡକ୍ଟର ଅଜିତ କୁମାର ମହାନ୍ତି ୨୦୧୯ରୁ ଭାବା ଆଟମିକ ରିସର୍ଚ୍ଚ ସେଣ୍ଟରର ନିର୍ଦ୍ଦେଶକ ଭାବେ କାର୍ଯ୍ୟରତ ଅଛନ୍ତି। ଭାବା ଆଟୋମିକ୍ ରିସର୍ଚ୍ଚ ସେଣ୍ଟରର ୧୩ ତମ ନିର୍ଦ୍ଦେଶକ ଭାବେ ସେ କାର୍ଯ୍ୟରତ ।

ଆହୁରି ପଢ଼ନ୍ତୁ: ରାଜଧାନୀରେ ଲଜ୍ଜା: ଚାକିରି ଦେବାକୁ କହି ପାର୍ଲରରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ

୧୯୫୯ ଜନ୍ମିତ ଡକ୍ଟର ମହାନ୍ତି ୧୯୭୯ରେ ବାରିପଦାସ୍ଥିତ ‘ଏମ୍‌. ପି. ସି. କଲେଜ’ରୁ ପଦାର୍ଥ ବିଜ୍ଞାନରେ ସ୍ନାତକ ଏବଂ ୧୯୮୧ରେ କଟକସ୍ଥିତ ରେଭେନ୍‌ସା କଲେଜରୁ ସ୍ନାତକୋତ୍ତର କରିଥିଲେ। ଏହାପରେ, ‘ଭାବା ଆ‌ଟମିକ୍‌ ରିସର୍ଚ ସେଣ୍ଟର୍‌’ର ଟ୍ରେନିଙ୍ଗ୍‌ ସ୍କୁଲ୍‌ରୁ ୨୬ତମ ବ୍ୟାଚ୍‌ରେ ସ୍ନାତକ ହାସଲ କରି ୧୯୮୩ରେ ସେ ‘ଭାବା ଆ‌ଟମିକ୍‌ ରିସର୍ଚ ସେଣ୍ଟର୍‌’ର ‘ନ୍ୟୁକ୍ଲିୟର୍‌ ଫିଜିକ୍ସ୍‌ ଡିଭିଜନ୍’ରେ ଯୋଗ ଦେଇଥିଲେ। ଏହାଛଡ଼ା, ମୁମ୍ବାଇ ବିଶ୍ବବିଦ୍ୟାଳୟରୁ ସେ ଡକ୍ଟରେଟ୍‌ ପାଇଥିଲେ।

ଆହୁରି ପଢ଼ନ୍ତୁ: ଅଳ୍ପକେ ବର୍ତ୍ତିଲା ବଡ ଦୁର୍ଘଟଣା: ଭୁବନେଶ୍ୱର ଷ୍ଟେସନ ନିକଟରେ ଗୋଟିଏ ଟ୍ରାକ୍‌ରେ ମୁହାଁମୁହିଁ ହେଲା ଦୁଇଟି ଟ୍ରେନ୍‌

30 Apr 2023 By The Sakala

ସର୍ବଭାରତୀୟ ସ୍ତରରେ ଆଉଜଣେ ଓଡ଼ିଆଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ; ‘ଆଟମିକ୍‌ ଏନର୍ଜି କମିସନ୍‌’ର ଅଧ୍ୟକ୍ଷ ହେଲେ ଡକ୍ଟର୍‌ ଅଜିତ ମହାନ୍ତି

ନୂଆଦିଲ୍ଲୀ: ଜାତୀୟ ସ୍ତରରେ ଆଉ ଜଣେ ଓଡ଼ିଆଙ୍କୁ ଗୁରୁତ୍ୱପୂର୍ଣ୍ଣ ପଦବୀ । ଭାବା ଆଟୋମିକ୍ ଏନର୍ଜି କମିଶନର ଅଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ ଡକ୍ଟର ଅଜିତ କୁମାର ମହାନ୍ତି । ଏହା ସହ ସେ ମଧ୍ୟ ଆଣବିକ ଶକ୍ତି ବିଭାଗର ସଚିବ ପଦରେ ରହିବେ । କେନ୍ଦ୍ର କ୍ୟାବିନେଟର ନିଯୁକ୍ତି କମିଟି ଏନେଇ ଅନୁମୋଦନ ଦେଇଛି । ୨୦୨୫ ଅକ୍ଟୋବର ୧୦ ପର୍ଯ୍ୟନ୍ତ ସେ ଏହି ଦାୟିତ୍ୱରେ ରହିବେ । ଡକ୍ଟର ଅଜିତ କୁମାର ମହାନ୍ତି ୨୦୧୯ରୁ ଭାବା ଆଟମିକ ରିସର୍ଚ୍ଚ ସେଣ୍ଟରର ନିର୍ଦ୍ଦେଶକ ଭାବେ କାର୍ଯ୍ୟରତ ଅଛନ୍ତି। ଭାବା ଆଟୋମିକ୍ ରିସର୍ଚ୍ଚ ସେଣ୍ଟରର ୧୩ ତମ ନିର୍ଦ୍ଦେଶକ ଭାବେ ସେ କାର୍ଯ୍ୟରତ ।

୧୯୫୯ ଜନ୍ମିତ ଡକ୍ଟର ମହାନ୍ତି ୧୯୭୯ରେ ବାରିପଦାସ୍ଥିତ ‘ଏମ୍‌. ପି. ସି. କଲେଜ’ରୁ ପଦାର୍ଥ ବିଜ୍ଞାନରେ ସ୍ନାତକ ଏବଂ ୧୯୮୧ରେ କଟକସ୍ଥିତ ରେଭେନ୍‌ସା କଲେଜରୁ ସ୍ନାତକୋତ୍ତର କରିଥିଲେ। ଏହାପରେ, ‘ଭାବା ଆ‌ଟମିକ୍‌ ରିସର୍ଚ ସେଣ୍ଟର୍‌’ର ଟ୍ରେନିଙ୍ଗ୍‌ ସ୍କୁଲ୍‌ରୁ ୨୬ତମ ବ୍ୟାଚ୍‌ରେ ସ୍ନାତକ ହାସଲ କରି ୧୯୮୩ରେ ସେ ‘ଭାବା ଆ‌ଟମିକ୍‌ ରିସର୍ଚ ସେଣ୍ଟର୍‌’ର ‘ନ୍ୟୁକ୍ଲିୟର୍‌ ଫିଜିକ୍ସ୍‌ ଡିଭିଜନ୍’ରେ ଯୋଗ ଦେଇଥିଲେ। ଏହାଛଡ଼ା, ମୁମ୍ବାଇ ବିଶ୍ବବିଦ୍ୟାଳୟରୁ ସେ ଡକ୍ଟରେଟ୍‌ ପାଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର