ରାଜ୍ୟ ସରକାରଙ୍କ ସ୍ୱତନ୍ତ୍ର ଟିକା ଅଭିଯାନ: ସାଧୁସନ୍ଥ, ଭିକାରୀ, କଏଦୀ ଓ ବୃଦ୍ଧାଶ୍ରମ ଅନ୍ତେବାସୀଙ୍କ ହେବ ଟିକାକରଣ

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ଏହି ଚେନରେ ବ୍ରେକ ଲଗାଇବା ପାଇଁ ଟିକାକରଣକୁ ବ୍ୟାପକ କରାଯାଇଛି। ଏଭଳି ପରିସ୍ଥିତିରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆଉ ଏକ ସ୍ବତନ୍ତ୍ର ପଦକ୍ଷେପ ନିଆଯାଇଛି। ରାଜ୍ୟର ସମସ୍ତ ସାଧୁସନ୍ଥ, ଭିକାରୀ, କଏଦୀ, ବୃଦ୍ଧାଶ୍ରମ ଅନ୍ତେବାସୀଙ୍କ ଟିକାକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ ହେବାକୁ ଯାଉଛି। ଏମାନଙ୍କ ପାଖରେ କୌଣସି ପରିଚୟ ପତ୍ର ନ ଥିଲେ ବି ସ୍ୱତନ୍ତ୍ର ଟିକା ଅଭିଯାନରେ ସାମିଲ ହୋଇପାରିବେ । […]

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ଏହି ଚେନରେ ବ୍ରେକ ଲଗାଇବା ପାଇଁ ଟିକାକରଣକୁ ବ୍ୟାପକ କରାଯାଇଛି। ଏଭଳି ପରିସ୍ଥିତିରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆଉ ଏକ ସ୍ବତନ୍ତ୍ର ପଦକ୍ଷେପ ନିଆଯାଇଛି। ରାଜ୍ୟର ସମସ୍ତ ସାଧୁସନ୍ଥ, ଭିକାରୀ, କଏଦୀ, ବୃଦ୍ଧାଶ୍ରମ ଅନ୍ତେବାସୀଙ୍କ ଟିକାକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ ହେବାକୁ ଯାଉଛି। ଏମାନଙ୍କ ପାଖରେ କୌଣସି ପରିଚୟ ପତ୍ର ନ ଥିଲେ ବି ସ୍ୱତନ୍ତ୍ର ଟିକା ଅଭିଯାନରେ ସାମିଲ ହୋଇପାରିବେ । କୋ-ୱିନ ପୋର୍ଟାଲରେ ହେବ ସ୍ୱତନ୍ତ୍ର ଅଧିବେଶନ । ସେଥିଲାଗି ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲାପାଳ ଓ ମ୍ୟୁନିସପାଲ କମିଶନଙ୍କୁ ଚିଠି ଲେଖିଛନ୍ତ ସ୍ୱାସ୍ଥ୍ୟ ବିଭାଗର ଅତିରକ୍ତ ଶାସନ ସଚିବ ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଅକ୍ଷୟ ତୃତୀୟା, ଶ୍ରୀକ୍ଷେତ୍ରରେ ହେବ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ

12 May 2021 By The Sakala

ରାଜ୍ୟ ସରକାରଙ୍କ ସ୍ୱତନ୍ତ୍ର ଟିକା ଅଭିଯାନ: ସାଧୁସନ୍ଥ, ଭିକାରୀ, କଏଦୀ ଓ ବୃଦ୍ଧାଶ୍ରମ ଅନ୍ତେବାସୀଙ୍କ ହେବ ଟିକାକରଣ

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ଏହି ଚେନରେ ବ୍ରେକ ଲଗାଇବା ପାଇଁ ଟିକାକରଣକୁ ବ୍ୟାପକ କରାଯାଇଛି। ଏଭଳି ପରିସ୍ଥିତିରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆଉ ଏକ ସ୍ବତନ୍ତ୍ର ପଦକ୍ଷେପ ନିଆଯାଇଛି। ରାଜ୍ୟର ସମସ୍ତ ସାଧୁସନ୍ଥ, ଭିକାରୀ, କଏଦୀ, ବୃଦ୍ଧାଶ୍ରମ ଅନ୍ତେବାସୀଙ୍କ ଟିକାକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ ହେବାକୁ ଯାଉଛି। ଏମାନଙ୍କ ପାଖରେ କୌଣସି ପରିଚୟ ପତ୍ର ନ ଥିଲେ ବି ସ୍ୱତନ୍ତ୍ର ଟିକା ଅଭିଯାନରେ ସାମିଲ ହୋଇପାରିବେ । କୋ-ୱିନ ପୋର୍ଟାଲରେ ହେବ ସ୍ୱତନ୍ତ୍ର ଅଧିବେଶନ । ସେଥିଲାଗି ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲାପାଳ ଓ ମ୍ୟୁନିସପାଲ କମିଶନଙ୍କୁ ଚିଠି ଲେଖିଛନ୍ତ ସ୍ୱାସ୍ଥ୍ୟ ବିଭାଗର ଅତିରକ୍ତ ଶାସନ ସଚିବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର