ରାଜ୍ୟରେ ଆଜି ଚିହ୍ନଟ ହେଲେ ଆଉ ୧୦ ହଜାର ୬୪୯ ନୂଆ କରୋନା ପଜିଟିଭ୍

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟରୁ ଆଜି ୧୦,୬୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୫୯୬୫ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୪୬୮୪ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୭୬,୨୯୭ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୫୫୭ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼-୭୭୪, କଟକ-୯୩୦, ଯାଜପୁର-୩୦୭, ପୁରୀ-୩୩୫, ଗଞ୍ଜାମ- […]

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟରୁ ଆଜି ୧୦,୬୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୫୯୬୫ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୪୬୮୪ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୭୬,୨୯୭ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୫୫୭ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼-୭୭୪, କଟକ-୯୩୦, ଯାଜପୁର-୩୦୭, ପୁରୀ-୩୩୫, ଗଞ୍ଜାମ- ୨୪୫, ନୂଆପଡ଼ା- ୩୩୧, ବଲାଙ୍ଗୀର-୧୯୮, ବାଲେଶ୍ବର-୫୦୩, ଅନୁଗୁଳ-୫୫୭, ବରଗଡ଼-୩୯୧, କଳାହାଣ୍ଡି- ୨୬୩, ଝାରସୁଗୁଡ଼ାରୁ -୩୬୮, ନବରଙ୍ଗପୁର- ୨୦୭ ଓ ସମ୍ବଲପୁର ଜିଲ୍ଲାରୁ ୪୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ: ଆଜିଠୁ ଶ୍ରୀକ୍ଷେତ୍ରରେ ଚନ୍ଦନ ଯାତ୍ରା: ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡ଼ା କରିବେ ମହାପ୍ରଭୁ, ଅପେକ୍ଷାରେ ନନ୍ଦା ଓ ଭଦ୍ରା

13 May 2021 By The Sakala

ରାଜ୍ୟରେ ଆଜି ଚିହ୍ନଟ ହେଲେ ଆଉ ୧୦ ହଜାର ୬୪୯ ନୂଆ କରୋନା ପଜିଟିଭ୍

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟରୁ ଆଜି ୧୦,୬୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୫୯୬୫ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୪୬୮୪ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୭୬,୨୯୭ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୧୫୫୭ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼-୭୭୪, କଟକ-୯୩୦, ଯାଜପୁର-୩୦୭, ପୁରୀ-୩୩୫, ଗଞ୍ଜାମ- ୨୪୫, ନୂଆପଡ଼ା- ୩୩୧, ବଲାଙ୍ଗୀର-୧୯୮, ବାଲେଶ୍ବର-୫୦୩, ଅନୁଗୁଳ-୫୫୭, ବରଗଡ଼-୩୯୧, କଳାହାଣ୍ଡି- ୨୬୩, ଝାରସୁଗୁଡ଼ାରୁ -୩୬୮, ନବରଙ୍ଗପୁର- ୨୦୭ ଓ ସମ୍ବଲପୁର ଜିଲ୍ଲାରୁ ୪୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର