କରୋନା ମୁକାବିଲା ପାଇଁ ବଲାଙ୍ଗିରକୁ ୨ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ୱର: ଓଡ଼ିଶାରେ କରୋନା ମହାମାରୀର ଭୟଙ୍କର ସ୍ଥିତି ରହିଛି। ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । କୋଭିଡ୍ ଦ୍ଵିତୀୟ ଲହରୀର ମୁକାବିଲା ପାଇଁ ବଲାଙ୍ଗୀର ଜିଲ୍ଲାକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଦୁଇ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୂଚନାଯୋଗ୍ୟ ଯେ, କୋଭିଡର ପ୍ରଥମ ଲହରରେ ଗତବର୍ଷ ବିଭିନ୍ନ ପର୍ଯାୟରେ ବଲାଙ୍ଗିର ଜିଲ୍ଲାକୁ ମୁଖ୍ୟମନ୍ତ୍ରୀ ୧୨ କୋଟି ଟଙ୍କା ମଞ୍ଜୁର କରିଥିଲେ । ବଲାଙ୍ଗିର ଜିଲ୍ଲାରେ ଏଯାବତ୍ […]

ଭୁବନେଶ୍ୱର: ଓଡ଼ିଶାରେ କରୋନା ମହାମାରୀର ଭୟଙ୍କର ସ୍ଥିତି ରହିଛି। ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । କୋଭିଡ୍ ଦ୍ଵିତୀୟ ଲହରୀର ମୁକାବିଲା ପାଇଁ ବଲାଙ୍ଗୀର ଜିଲ୍ଲାକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଦୁଇ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୂଚନାଯୋଗ୍ୟ ଯେ, କୋଭିଡର ପ୍ରଥମ ଲହରରେ ଗତବର୍ଷ ବିଭିନ୍ନ ପର୍ଯାୟରେ ବଲାଙ୍ଗିର ଜିଲ୍ଲାକୁ ମୁଖ୍ୟମନ୍ତ୍ରୀ ୧୨ କୋଟି ଟଙ୍କା ମଞ୍ଜୁର କରିଥିଲେ ।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ ପୁଲିସର ଦମନଲୀଳା: ବିଜୟଚୌକରେ ବିଜେଡିର ପ୍ରତିବାଦ

ବଲାଙ୍ଗିର ଜିଲ୍ଲାରେ ଏଯାବତ୍ ୧୬ ହଜାର ୯୪୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୧୪ ହଜାର ୩୧୬ ଜଣ ଆକ୍ରାନ୍ତ କରୋନାକୁ ମାତ୍ ଦେଇଥିବା ବେଳେ ଏବେ ଜିଲ୍ଲାରେ ୨୫୭୦ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି । ଜିଲ୍ଲାରେ ୫୪ ଜଣଙ୍କ କରୋନାରେ ମୃତ୍ୟୁ ହେଲାଣି ।

ଆହୁରି ପଢ଼ନ୍ତୁ: ମୟୂରଭଞ୍ଜର କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଝାଡ଼ାବାନ୍ତି ଆତଙ୍କ: ୩୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଅସୁସ୍ଥ

ବଲାଙ୍ଗିର ଜିଲ୍ଲାରେ ୨ଟି କୋଭିଡ୍ ହସ୍ପିଟାଲ୍ ସହ ୪ଟି କୋଭିଡ୍ କେୟାର ସେଣ୍ଟର ରହିଛି । ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜର କୋଭିଡ୍ ୱାର୍ଡରେ ୪୦ଟି ବେଡ୍ ସହ ୫୦ଟି ଆଇସିୟୁ ବେଡ୍ ରହିଛି । ସେହିଭଳି କିସ୍ କ୍ୟାମ୍ପସରେ ୮୦ଟି ବେଡ୍ ସହ ୨୦ଟି ଆଇସିୟୁ ବେଡ୍ ରହିଛି । ତା’ଛଡ଼ା ଟିଟିଲାଗଡ଼ ସିସିସିରେ ୧୩୦ଟି ବେଡ୍ ଥିବାବେଳେ କଣ୍ଟାବାଞ୍ଜି ଓ ବଲାଙ୍ଗିର ସରକାରୀ ପଲିଟେକନିକରେ ୧୫୦ଟି ଲେଖାଏଁ ଶଯ୍ୟା ରହିଛି ।

ଆହୁରି ପଢ଼ନ୍ତୁ: ବିଜେଡିର ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରସ୍ତୁତି: ଅଗଷ୍ଟ ୧୫ ସୁଦ୍ଧା ଜିଲ୍ଲା ଓ ବ୍ଲକ କମିଟି ପୁନର୍ଗଠନ ପାଇଁ ଜିଲ୍ଲା ସଭାପତିଙ୍କୁ ନବୀନଙ୍କ ପରାମର୍ଶ

13 May 2021 By The Sakala

କରୋନା ମୁକାବିଲା ପାଇଁ ବଲାଙ୍ଗିରକୁ ୨ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଓଡ଼ିଶାରେ କରୋନା ମହାମାରୀର ଭୟଙ୍କର ସ୍ଥିତି ରହିଛି। ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । କୋଭିଡ୍ ଦ୍ଵିତୀୟ ଲହରୀର ମୁକାବିଲା ପାଇଁ ବଲାଙ୍ଗୀର ଜିଲ୍ଲାକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଦୁଇ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୂଚନାଯୋଗ୍ୟ ଯେ, କୋଭିଡର ପ୍ରଥମ ଲହରରେ ଗତବର୍ଷ ବିଭିନ୍ନ ପର୍ଯାୟରେ ବଲାଙ୍ଗିର ଜିଲ୍ଲାକୁ ମୁଖ୍ୟମନ୍ତ୍ରୀ ୧୨ କୋଟି ଟଙ୍କା ମଞ୍ଜୁର କରିଥିଲେ ।

ବଲାଙ୍ଗିର ଜିଲ୍ଲାରେ ଏଯାବତ୍ ୧୬ ହଜାର ୯୪୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୧୪ ହଜାର ୩୧୬ ଜଣ ଆକ୍ରାନ୍ତ କରୋନାକୁ ମାତ୍ ଦେଇଥିବା ବେଳେ ଏବେ ଜିଲ୍ଲାରେ ୨୫୭୦ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି । ଜିଲ୍ଲାରେ ୫୪ ଜଣଙ୍କ କରୋନାରେ ମୃତ୍ୟୁ ହେଲାଣି ।

ବଲାଙ୍ଗିର ଜିଲ୍ଲାରେ ୨ଟି କୋଭିଡ୍ ହସ୍ପିଟାଲ୍ ସହ ୪ଟି କୋଭିଡ୍ କେୟାର ସେଣ୍ଟର ରହିଛି । ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜର କୋଭିଡ୍ ୱାର୍ଡରେ ୪୦ଟି ବେଡ୍ ସହ ୫୦ଟି ଆଇସିୟୁ ବେଡ୍ ରହିଛି । ସେହିଭଳି କିସ୍ କ୍ୟାମ୍ପସରେ ୮୦ଟି ବେଡ୍ ସହ ୨୦ଟି ଆଇସିୟୁ ବେଡ୍ ରହିଛି । ତା’ଛଡ଼ା ଟିଟିଲାଗଡ଼ ସିସିସିରେ ୧୩୦ଟି ବେଡ୍ ଥିବାବେଳେ କଣ୍ଟାବାଞ୍ଜି ଓ ବଲାଙ୍ଗିର ସରକାରୀ ପଲିଟେକନିକରେ ୧୫୦ଟି ଲେଖାଏଁ ଶଯ୍ୟା ରହିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର