ରାଜ୍ୟରେ ପୁଣି ୧୨ ହଜାର ଟପିଲା ଦୈନିକ ସଂକ୍ରମଣ, ଖୋର୍ଦ୍ଧାରୁ ସର୍ବାଧିକ ୨,୨୦୧ ପଜିଟିଭ୍ ଟିହ୍ନଟ

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟରେ ଆଜି ପୁଣି ଆକ୍ରାନ୍ତଙ୍କ ସଂଖ୍ୟା ୧୨ହଜାର ଟପିଛି। ଏଥିସହ ରାଜ୍ୟରୁ ଆଜି ୧୨,୩୯୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୯୩୮ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୫୪୫୨ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୮୮,୬୮୭ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୨୨୦୧ ଜଣ […]

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟରେ ଆଜି ପୁଣି ଆକ୍ରାନ୍ତଙ୍କ ସଂଖ୍ୟା ୧୨ହଜାର ଟପିଛି। ଏଥିସହ ରାଜ୍ୟରୁ ଆଜି ୧୨,୩୯୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୯୩୮ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୫୪୫୨ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୮୮,୬୮୭ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୨୨୦୧ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼-୮୮୨, କଟକ-୭୧୯, ଯାଜପୁର-୪୩୬, ପୁରୀ-୪୬୯, ଗଞ୍ଜାମ- ୩୮୭, ନୂଆପଡ଼ା- ୩୦୧, ବଲାଙ୍ଗୀର-୪୬୧, ବାଲେଶ୍ବର-୩୪୦, ଅନୁଗୁଳ-୫୩୨, ବରଗଡ଼-୫୦୭, କଳାହାଣ୍ଡି- ୨୧୦, ଝାରସୁଗୁଡ଼ାରୁ -୪୧୩, ନବରଙ୍ଗପୁର- ୩୬୨ ଓ ସମ୍ବଲପୁର ଜିଲ୍ଲାରୁ ୬୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

14 May 2021 By The Sakala

ରାଜ୍ୟରେ ପୁଣି ୧୨ ହଜାର ଟପିଲା ଦୈନିକ ସଂକ୍ରମଣ, ଖୋର୍ଦ୍ଧାରୁ ସର୍ବାଧିକ ୨,୨୦୧ ପଜିଟିଭ୍ ଟିହ୍ନଟ

ଭୁବନେଶ୍ବର: ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟରେ ଆଜି ପୁଣି ଆକ୍ରାନ୍ତଙ୍କ ସଂଖ୍ୟା ୧୨ହଜାର ଟପିଛି। ଏଥିସହ ରାଜ୍ୟରୁ ଆଜି ୧୨,୩୯୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୯୩୮ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୫୪୫୨ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୮୮,୬୮୭ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୨୨୦୧ ଜଣ ରହିଥିବା ଜଣାପଡ଼ିଛି। ସେହିପରି ସୁନ୍ଦରଗଡ଼-୮୮୨, କଟକ-୭୧୯, ଯାଜପୁର-୪୩୬, ପୁରୀ-୪୬୯, ଗଞ୍ଜାମ- ୩୮୭, ନୂଆପଡ଼ା- ୩୦୧, ବଲାଙ୍ଗୀର-୪୬୧, ବାଲେଶ୍ବର-୩୪୦, ଅନୁଗୁଳ-୫୩୨, ବରଗଡ଼-୫୦୭, କଳାହାଣ୍ଡି- ୨୧୦, ଝାରସୁଗୁଡ଼ାରୁ -୪୧୩, ନବରଙ୍ଗପୁର- ୩୬୨ ଓ ସମ୍ବଲପୁର ଜିଲ୍ଲାରୁ ୬୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

https://www.thesakala.in/latest-odisha-news/corona-update-odisha-14th-may/article-2165
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର