ମନୋରଞ୍ଜନ

"ଭଲ ଝିଅର ଛବି ଏକ ଛଳନା..." ଦୀପିକା ପାଦୁକୋନଙ୍କୁ ନେଇ ଦେଇଥିବା ବିବାଦୀୟ ମନ୍ତବ୍ୟ ଉପରେ ସ୍ପଷ୍ଟୀକରଣ ଦେଲେ ନିର୍ଦ୍ଦେଶକ ଇମତିଆଜ୍ ଅଲୀ
ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ

ଅସହ୍ୟ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ, ଦିନ ସାଢ଼େ ୧୧ ସୁଦ୍ଧା ୪୨ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ସାଢେ ୧୧ଟା ସୁଦ୍ଧା ୪୨ ଡିଗ୍ରୀ ସହ ଝାରସୁଗୁଡ଼ା ପାଲଟିଛି ସବୁଠୁ ଉତ୍ତପ୍ତ ସହର। ସମ୍ବଲପୁରରେ ୩୯.୨ ଡିଗ୍ରୀ ତାତି ଥିବା ବେଳେ କେନ୍ଦୁଝରରେ ୩୭ ଡିଗ୍ରୀ ରହିଛି ତାପମାତ୍ରା। ସେହିପରି ରାଜଧାନୀ ଭୁବନେଶ୍ବରରେ ୩୫.୬ ଡିଗ୍ରୀ ରହିଛି ପାରଦ। ସେପଟେ ବାୟୁରେ ଆର୍ଦ୍ରତା ବୃଦ୍ଧି ଯୋଗୁ ଗୁଳୁଗୁଳି ବଢୁଛି। ପୁରୀରେ ଆର୍ଦ୍ରତା ୮୩ ପ୍ରତିଶତ ଥିବା ବେଳେ, ଗୋପାଳପୁରରେ ୭୪, ଚାନ୍ଦବାଲିରେ ୬୬, […]

ଭୁବନେଶ୍ୱର: ରାଜ୍ୟରେ ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ସାଢେ ୧୧ଟା ସୁଦ୍ଧା ୪୨ ଡିଗ୍ରୀ ସହ ଝାରସୁଗୁଡ଼ା ପାଲଟିଛି ସବୁଠୁ ଉତ୍ତପ୍ତ ସହର। ସମ୍ବଲପୁରରେ ୩୯.୨ ଡିଗ୍ରୀ ତାତି ଥିବା ବେଳେ କେନ୍ଦୁଝରରେ ୩୭ ଡିଗ୍ରୀ ରହିଛି ତାପମାତ୍ରା। ସେହିପରି ରାଜଧାନୀ ଭୁବନେଶ୍ବରରେ ୩୫.୬ ଡିଗ୍ରୀ ରହିଛି ପାରଦ। ସେପଟେ ବାୟୁରେ ଆର୍ଦ୍ରତା ବୃଦ୍ଧି ଯୋଗୁ ଗୁଳୁଗୁଳି ବଢୁଛି। ପୁରୀରେ ଆର୍ଦ୍ରତା ୮୩ ପ୍ରତିଶତ ଥିବା ବେଳେ, ଗୋପାଳପୁରରେ ୭୪, ଚାନ୍ଦବାଲିରେ ୬୬, କେନ୍ଦୁଝରରେ ୫୦, ଭୁବନେଶ୍ୱରରେ ୫୯ ପ୍ରତିଶତ ଆର୍ଦ୍ରତା ରେକର୍ଡ କରାଯାଇଛି। ସେହିପରି ପାରାଦୀପରେ ୭୧ ପ୍ରତିଶତ, ବାଲେଶ୍ବରରେ ୭୯, ହୀରାକୁଦରେ ୪୩, ସମ୍ବଲପୁରରେ ୩୯, ଝାରସୁଗୁଡାରେ ୨୨ ପ୍ରତିଶତ ଆର୍ଦ୍ରତା ରେକର୍ଡ ହୋଇଛି।

ଆହୁରି ପଢ଼ନ୍ତୁ: ପରପୁରୁଷ ସହ ଶାରିରୀକ ସମ୍ପର୍କ ରଖିବାକୁ ମନା କରିବାରୁ ସ୍ତ୍ରୀର ଅଶ୍ଳୀଳ ଭିଡ଼ିଓ ଓ ଫଟୋ ଭାଇରାଲ କଲା ସ୍ୱାମୀ

ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ଆଜି ୮ଟି ଜିଲ୍ଲାକୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତାକାଲି ଆଭ୍ୟନ୍ତରୀଣ ଓଡ଼ିଶାର ୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଦିନ ୧୧ଟାରୁ ଅପରାହ୍ନ ୩ ଟା ପର୍ଯ୍ୟନ୍ତ ପିକ୍ ଆଓ୍ବାର ଘୋଷଣା କରାଯାଇଛି। ଏହି ସମୟରେ ବୟସ୍କ ଏବଂ ଶିଶୁ ଘରୁ ନବାହାରିବାକୁ ପରାମର୍ଶ ଦିଆଯାଇଛି। ସେପଟେ ଆସନ୍ତା ୧୮ ତାରିଖରୁ ରାଜ୍ୟ କାଳବୈଶାଖୀ ପ୍ରଭାବ ଦେଖାଯିବ ବୋଲି ପାଣିପାଗ ବିଜ୍ଞାନୀ ଅନୁମାନ କରିଛନ୍ତି। ଉପକୂଳବର୍ତ୍ତୀ ଜିଲ୍ଲାରେ ଏହାର ପ୍ରଭାବ ପଡ଼ିବ ଏବଂ ଗରମ ଓ ଗୁରୁଗୁଳିରୁ ସାମାନ୍ୟ ଆଶ୍ବସ୍ତି ମିଳିବ। ଅନ୍ୟ ଜିଲ୍ଲାରେ ବି ତାପମାତ୍ରାରେ ସାମାନ୍ୟ ପରିବର୍ତ୍ତନ ଦେଖାଦେବ। ଆଜି ପାଇଁ ୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ରାଜଧାନୀ ଅପହରଣ ଉଦ୍ୟମ: ମୁଣ୍ଡ ଜାମିନ ରଖି ଟଙ୍କା ମାଗୁଥିଲେ, ୫ଦୁର୍ବୃତ୍ତ ଥାନାରେ ଅଟକ

16 May 2023 By The Sakala

ଅସହ୍ୟ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ, ଦିନ ସାଢ଼େ ୧୧ ସୁଦ୍ଧା ୪୨ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ

ଭୁବନେଶ୍ୱର: ରାଜ୍ୟରେ ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ସାଢେ ୧୧ଟା ସୁଦ୍ଧା ୪୨ ଡିଗ୍ରୀ ସହ ଝାରସୁଗୁଡ଼ା ପାଲଟିଛି ସବୁଠୁ ଉତ୍ତପ୍ତ ସହର। ସମ୍ବଲପୁରରେ ୩୯.୨ ଡିଗ୍ରୀ ତାତି ଥିବା ବେଳେ କେନ୍ଦୁଝରରେ ୩୭ ଡିଗ୍ରୀ ରହିଛି ତାପମାତ୍ରା। ସେହିପରି ରାଜଧାନୀ ଭୁବନେଶ୍ବରରେ ୩୫.୬ ଡିଗ୍ରୀ ରହିଛି ପାରଦ। ସେପଟେ ବାୟୁରେ ଆର୍ଦ୍ରତା ବୃଦ୍ଧି ଯୋଗୁ ଗୁଳୁଗୁଳି ବଢୁଛି। ପୁରୀରେ ଆର୍ଦ୍ରତା ୮୩ ପ୍ରତିଶତ ଥିବା ବେଳେ, ଗୋପାଳପୁରରେ ୭୪, ଚାନ୍ଦବାଲିରେ ୬୬, କେନ୍ଦୁଝରରେ ୫୦, ଭୁବନେଶ୍ୱରରେ ୫୯ ପ୍ରତିଶତ ଆର୍ଦ୍ରତା ରେକର୍ଡ କରାଯାଇଛି। ସେହିପରି ପାରାଦୀପରେ ୭୧ ପ୍ରତିଶତ, ବାଲେଶ୍ବରରେ ୭୯, ହୀରାକୁଦରେ ୪୩, ସମ୍ବଲପୁରରେ ୩୯, ଝାରସୁଗୁଡାରେ ୨୨ ପ୍ରତିଶତ ଆର୍ଦ୍ରତା ରେକର୍ଡ ହୋଇଛି।

ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ଆଜି ୮ଟି ଜିଲ୍ଲାକୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତାକାଲି ଆଭ୍ୟନ୍ତରୀଣ ଓଡ଼ିଶାର ୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଦିନ ୧୧ଟାରୁ ଅପରାହ୍ନ ୩ ଟା ପର୍ଯ୍ୟନ୍ତ ପିକ୍ ଆଓ୍ବାର ଘୋଷଣା କରାଯାଇଛି। ଏହି ସମୟରେ ବୟସ୍କ ଏବଂ ଶିଶୁ ଘରୁ ନବାହାରିବାକୁ ପରାମର୍ଶ ଦିଆଯାଇଛି। ସେପଟେ ଆସନ୍ତା ୧୮ ତାରିଖରୁ ରାଜ୍ୟ କାଳବୈଶାଖୀ ପ୍ରଭାବ ଦେଖାଯିବ ବୋଲି ପାଣିପାଗ ବିଜ୍ଞାନୀ ଅନୁମାନ କରିଛନ୍ତି। ଉପକୂଳବର୍ତ୍ତୀ ଜିଲ୍ଲାରେ ଏହାର ପ୍ରଭାବ ପଡ଼ିବ ଏବଂ ଗରମ ଓ ଗୁରୁଗୁଳିରୁ ସାମାନ୍ୟ ଆଶ୍ବସ୍ତି ମିଳିବ। ଅନ୍ୟ ଜିଲ୍ଲାରେ ବି ତାପମାତ୍ରାରେ ସାମାନ୍ୟ ପରିବର୍ତ୍ତନ ଦେଖାଦେବ। ଆଜି ପାଇଁ ୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର