ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲା: ସହଯୋଗୀ ଶ୍ରଦ୍ଧାଞ୍ଜଳିଙ୍କ ନାଁରେ ଜାମିନ ବିହୀନ ଗିରଫ ପରୱାନା ଜାରି

The Sakala Picture
Published On

ଭୁବନେଶ୍ୱର: ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ କେଳେଙ୍କାରୀ ମାମଲାରେ ସହଯୋଗୀ ଥିବା ଶ୍ରଦ୍ଧାଞ୍ଜଳୀ ବେହେରାଙ୍କ ନାଁରେ ଜାମିନ ବିହୀନ ଗିରଫ ପରୱାନା ବା ଏନବିଡବ୍ଲୁ ଜାରି ହୋଇଛି । ବାରମ୍ବାର ନିର୍ଦ୍ଦେଶ ସତ୍ତ୍ୱେ ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ କୋର୍ଟରେ ହାଜର ହେଉ ନଥିଲେ ଶ୍ରଦ୍ଧାଞ୍ଜଳି ବେହେରା । ଜାମିନ ବିହୀନ ଗିରଫ ପରଓ୍ଵାନା ଜାରି କରିଛି ସିବିଆଇ କୋର୍ଟ । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ମାମଲାରେ NBW ଜାରି ହୋଇଛି । ୧୨ ଥର ସମୟ ନେଇ ମଧ୍ୟ […]

ଭୁବନେଶ୍ୱର: ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ କେଳେଙ୍କାରୀ ମାମଲାରେ ସହଯୋଗୀ ଥିବା ଶ୍ରଦ୍ଧାଞ୍ଜଳୀ ବେହେରାଙ୍କ ନାଁରେ ଜାମିନ ବିହୀନ ଗିରଫ ପରୱାନା ବା ଏନବିଡବ୍ଲୁ ଜାରି ହୋଇଛି । ବାରମ୍ବାର ନିର୍ଦ୍ଦେଶ ସତ୍ତ୍ୱେ ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ କୋର୍ଟରେ ହାଜର ହେଉ ନଥିଲେ ଶ୍ରଦ୍ଧାଞ୍ଜଳି ବେହେରା । ଜାମିନ ବିହୀନ ଗିରଫ ପରଓ୍ଵାନା ଜାରି କରିଛି ସିବିଆଇ କୋର୍ଟ । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ମାମଲାରେ NBW ଜାରି ହୋଇଛି । ୧୨ ଥର ସମୟ ନେଇ ମଧ୍ୟ କୋର୍ଟରେ ହଜାର ହେଉ ନ ଥିଲେ ଶ୍ରଦ୍ଧାଞ୍ଜଳି । ଯେଉଁଥିପାଇଁ ଏପରି କାର୍ଯ୍ୟାନୁଷ୍ଠାନ କୋର୍ଟ ନେଇଥିବା ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଂ: ୮ ବିଧାୟକଙ୍କ ସଭ୍ୟପଦ ରଦ୍ଦ ଦାବିରେ ଆଜି ବାଚସ୍ପତିଙ୍କୁ ଭେଟିବ ବିଜେଡି

କୋର୍ଟରେ ହାଜର ହେବା ପାଇଁ ଆଜି ଥିଲା ଶେଷ ତାରିଖ । କିନ୍ତୁ ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଆଜି ମଧ୍ୟ ହାଜର ନ ହେବାରୁ ଶ୍ରଦ୍ଧାଞ୍ଜଳିଙ୍କ ନାଁରେ ଜାମିନବିହୀନ ଗିରଫ ପରୱାନା ଜାରି କରାଯାଇଛି । ତାଙ୍କ ତରଫରୁ ଓକିଲ ଅଶୋକ ଦାସ ହାଜର ହୋଇଥିଲେ । ଆସନ୍ତା ୩ ତାରିଖରେ ପରବର୍ତ୍ତୀ ଶୁଣାଣି ରହିଛି ।

ଆହୁରି ପଢ଼ନ୍ତୁ: କୃଷ୍ଣପ୍ରସାଦରେ ସୁଧୁରୁଛି ଆଇନଶୃଙ୍ଖଳା: ନୂଆ ଥାନା ଅଧିକାରୀ ବିଚିତ୍ରାନନ୍ଦ ପ୍ରଧାନଙ୍କ କାର୍ଯ୍ୟଶୈଳୀକୁ ନେଇ ଚର୍ଚ୍ଚା

20 May 2023 By The Sakala

ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲା: ସହଯୋଗୀ ଶ୍ରଦ୍ଧାଞ୍ଜଳିଙ୍କ ନାଁରେ ଜାମିନ ବିହୀନ ଗିରଫ ପରୱାନା ଜାରି

ଭୁବନେଶ୍ୱର: ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ କେଳେଙ୍କାରୀ ମାମଲାରେ ସହଯୋଗୀ ଥିବା ଶ୍ରଦ୍ଧାଞ୍ଜଳୀ ବେହେରାଙ୍କ ନାଁରେ ଜାମିନ ବିହୀନ ଗିରଫ ପରୱାନା ବା ଏନବିଡବ୍ଲୁ ଜାରି ହୋଇଛି । ବାରମ୍ବାର ନିର୍ଦ୍ଦେଶ ସତ୍ତ୍ୱେ ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ କୋର୍ଟରେ ହାଜର ହେଉ ନଥିଲେ ଶ୍ରଦ୍ଧାଞ୍ଜଳି ବେହେରା । ଜାମିନ ବିହୀନ ଗିରଫ ପରଓ୍ଵାନା ଜାରି କରିଛି ସିବିଆଇ କୋର୍ଟ । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ମାମଲାରେ NBW ଜାରି ହୋଇଛି । ୧୨ ଥର ସମୟ ନେଇ ମଧ୍ୟ କୋର୍ଟରେ ହଜାର ହେଉ ନ ଥିଲେ ଶ୍ରଦ୍ଧାଞ୍ଜଳି । ଯେଉଁଥିପାଇଁ ଏପରି କାର୍ଯ୍ୟାନୁଷ୍ଠାନ କୋର୍ଟ ନେଇଥିବା ସୂଚନା ମିଳିଛି ।

କୋର୍ଟରେ ହାଜର ହେବା ପାଇଁ ଆଜି ଥିଲା ଶେଷ ତାରିଖ । କିନ୍ତୁ ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଆଜି ମଧ୍ୟ ହାଜର ନ ହେବାରୁ ଶ୍ରଦ୍ଧାଞ୍ଜଳିଙ୍କ ନାଁରେ ଜାମିନବିହୀନ ଗିରଫ ପରୱାନା ଜାରି କରାଯାଇଛି । ତାଙ୍କ ତରଫରୁ ଓକିଲ ଅଶୋକ ଦାସ ହାଜର ହୋଇଥିଲେ । ଆସନ୍ତା ୩ ତାରିଖରେ ପରବର୍ତ୍ତୀ ଶୁଣାଣି ରହିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର