ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ଆଉ ୯ ହଜାର ୩୨୯ ଜଣ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମଣ ଦ୍ୱିତୀୟ ଥର ପାଇଁ ୧୨ ହଜାର ଉପରେ ରହିଛି । ଅନ୍ୟପଟେ ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାକୁ ହରାଇଛନ୍ତି ୯ ହଜାର ୩୨୯ ଜଣ । ଏଥିସହ ରାଜ୍ୟରେ କରୋନାରୁ ମୋଟ ୪ ଲକ୍ଷ ୯୧ ହଜାର ୬୭୪ ଜଣ ସୁସ୍ଥ ହୋଇଛନ୍ତି । ସଂକ୍ରମଣ ଭଳି ସୁସ୍ଥତାରେ ସବୁଠୁ ଉପରେ ରହିଛି ଖୋର୍ଦ୍ଧା ଜିଲ୍ଲା । ଖୋର୍ଦ୍ଧାରୁ ସର୍ବାଧିକ ୧୨୧୪ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୧୩୬, କଟକରୁ […]

ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମଣ ଦ୍ୱିତୀୟ ଥର ପାଇଁ ୧୨ ହଜାର ଉପରେ ରହିଛି । ଅନ୍ୟପଟେ ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାକୁ ହରାଇଛନ୍ତି ୯ ହଜାର ୩୨୯ ଜଣ । ଏଥିସହ ରାଜ୍ୟରେ କରୋନାରୁ ମୋଟ ୪ ଲକ୍ଷ ୯୧ ହଜାର ୬୭୪ ଜଣ ସୁସ୍ଥ ହୋଇଛନ୍ତି । ସଂକ୍ରମଣ ଭଳି ସୁସ୍ଥତାରେ ସବୁଠୁ ଉପରେ ରହିଛି ଖୋର୍ଦ୍ଧା ଜିଲ୍ଲା ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଭଦ୍ରକ ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ, ୧୦ ହଜାର ଲାଞ୍ଚ ନେବାବେଳେ ଧରାପଡ଼ିଲେ

ଖୋର୍ଦ୍ଧାରୁ ସର୍ବାଧିକ ୧୨୧୪ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୧୩୬, କଟକରୁ ୭୮୦, ବରଗଡ଼ରୁ ୪୮୭, ସମ୍ବଲପୁରରୁ ୪୭୦, ନୂଆପଡ଼ାରୁ ୪୩୪, କଳାହାଣ୍ଡିରୁ ୪୧୦, ଅନୁଗୁଳ ଓ ଝାରସୁଗୁଡ଼ାରୁ ୩୮୪ ଜଣ ଲେଖାଏଁ, ପୁରୀରୁ ୩୧୯, ବଲାଙ୍ଗିରରୁ ୩୧୩, ନବରଙ୍ଗପୁରରୁ ୩୧୨, ମୟୂରଭଞ୍ଜରୁ ୨୮୮, ଗଞ୍ଜାମରୁ ୨୬୧, ନୟାଗଡ଼ରୁ ୨୦୬, ବୌଦ୍ଧରୁ ୨୦୦ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ଆହୁରି ପଢ଼ନ୍ତୁ: କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ ଅଫିସ୍‌ରୁ ଅଜଣା ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସେହିଭଳି ରାୟଗଡ଼ାରୁ ୧୯୯, କେନ୍ଦ୍ରାପଡ଼ାରୁ ୧୯୦, ବାଲେଶ୍ୱରରୁ ୧୫୧, ଜଗତସିଂହପୁରରୁ ୧୪୭, ସୋନପୁରରୁ ୧୨୩, ଗଜପତିରୁ ୧୧୬, କେନ୍ଦୁଝରରୁ ୧୧୩, ଢେଙ୍କାନାଳରୁ ୯୦, କୋରାପୁଟ ଓ ମାଲକାନଗିରିରୁ ୭୨ ଜଣ ଲେଖାଏଁ, ଯାଜପୁରରୁ ୭୧, କନ୍ଧମାଳରୁ ୫୩, ଭଦ୍ରକରୁ ୫୨, ଦେବଗଡ଼ରୁ ୩୩ ଏବଂ ଷ୍ଟେଟ ପୁଲରୁ ୨୪୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ବରମୁଣ୍ଡା ବସ ଟର୍ମିନାଲରେ ଅପହରଣ ଉଦ୍ୟମ ପଣ୍ଡ: ଏନଜିଓ କର୍ମୀଙ୍କ କବଳରୁ ଉଦ୍ଧାର ହେଲେ ନାବାଳିକାଙ୍କ ସମେତ ୩ ମହିଳା

14 May 2021 By The Sakala

ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ଆଉ ୯ ହଜାର ୩୨୯ ଜଣ

ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମଣ ଦ୍ୱିତୀୟ ଥର ପାଇଁ ୧୨ ହଜାର ଉପରେ ରହିଛି । ଅନ୍ୟପଟେ ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାକୁ ହରାଇଛନ୍ତି ୯ ହଜାର ୩୨୯ ଜଣ । ଏଥିସହ ରାଜ୍ୟରେ କରୋନାରୁ ମୋଟ ୪ ଲକ୍ଷ ୯୧ ହଜାର ୬୭୪ ଜଣ ସୁସ୍ଥ ହୋଇଛନ୍ତି । ସଂକ୍ରମଣ ଭଳି ସୁସ୍ଥତାରେ ସବୁଠୁ ଉପରେ ରହିଛି ଖୋର୍ଦ୍ଧା ଜିଲ୍ଲା ।

ଖୋର୍ଦ୍ଧାରୁ ସର୍ବାଧିକ ୧୨୧୪ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୧୩୬, କଟକରୁ ୭୮୦, ବରଗଡ଼ରୁ ୪୮୭, ସମ୍ବଲପୁରରୁ ୪୭୦, ନୂଆପଡ଼ାରୁ ୪୩୪, କଳାହାଣ୍ଡିରୁ ୪୧୦, ଅନୁଗୁଳ ଓ ଝାରସୁଗୁଡ଼ାରୁ ୩୮୪ ଜଣ ଲେଖାଏଁ, ପୁରୀରୁ ୩୧୯, ବଲାଙ୍ଗିରରୁ ୩୧୩, ନବରଙ୍ଗପୁରରୁ ୩୧୨, ମୟୂରଭଞ୍ଜରୁ ୨୮୮, ଗଞ୍ଜାମରୁ ୨୬୧, ନୟାଗଡ଼ରୁ ୨୦୬, ବୌଦ୍ଧରୁ ୨୦୦ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସେହିଭଳି ରାୟଗଡ଼ାରୁ ୧୯୯, କେନ୍ଦ୍ରାପଡ଼ାରୁ ୧୯୦, ବାଲେଶ୍ୱରରୁ ୧୫୧, ଜଗତସିଂହପୁରରୁ ୧୪୭, ସୋନପୁରରୁ ୧୨୩, ଗଜପତିରୁ ୧୧୬, କେନ୍ଦୁଝରରୁ ୧୧୩, ଢେଙ୍କାନାଳରୁ ୯୦, କୋରାପୁଟ ଓ ମାଲକାନଗିରିରୁ ୭୨ ଜଣ ଲେଖାଏଁ, ଯାଜପୁରରୁ ୭୧, କନ୍ଧମାଳରୁ ୫୩, ଭଦ୍ରକରୁ ୫୨, ଦେବଗଡ଼ରୁ ୩୩ ଏବଂ ଷ୍ଟେଟ ପୁଲରୁ ୨୪୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର