ରାଜ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ବର୍ଷା ଓ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖିର ସମ୍ଭାବନା ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ଟ୍ବିନ ସିଟି ସମେତ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।  ବରଗଡ଼, ସୋନପୁର, ଢେଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ଼ ଓ ଖୋର୍ଦ୍ଧା ଆଦି ଜିଲ୍ଲା ପାଇଁ ୱାର୍ଣ୍ଣିଂ ଜାରି ହୋଇଛି। ଏହି […]

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖିର ସମ୍ଭାବନା ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ଟ୍ବିନ ସିଟି ସମେତ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।  ବରଗଡ଼, ସୋନପୁର, ଢେଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ଼ ଓ ଖୋର୍ଦ୍ଧା ଆଦି ଜିଲ୍ଲା ପାଇଁ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲା ଗୁଡିକୁ ଆଗୁଆ ସତର୍କତା କରାଯଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର