ବାହାନଗା ଟ୍ରେନ ଟ୍ରାଜେଡି: ମୃତ୍ୟୁ ସଂଖ୍ୟା ୨୭୫ , ଚିହ୍ନଟ ହୋଇ ହସ୍ତାନ୍ତର ହେଲାଣି ୭୮ଟି ମୃତଦେହ

The Sakala Picture
Published On

ଭୁବନେଶ୍ବର: ବର୍ତ୍ତମାନ ସୁଦ୍ଧା ଟ୍ରେନ ଦୁର୍ଘଟଣାରେ ୨୭୫ ଜଣଙ୍କର ମୃତ୍ୟୁ ଘଟିଛି ।  କେତେକ ମୃତଦେହକୁ  ଡବଲ କାଉଣ୍ଟିଙ୍ଗ ହୋଇ ଯାଇଥିଲା।  ବର୍ତ୍ତମାନ ରେଳବିଭାଗ ଓ ଜିଲ୍ଲା ପ୍ରଶାସନର ମିଳିତ ଯାଞ୍ଚ ପରେ ୨୭୫ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ସେଥି ମଧ୍ୟରୁ ୭୮ଟି ମୃତଦେହକୁ ଚିହ୍ନଟ କରାଯାଇ ତାଙ୍କ ସମ୍ପର୍କୀୟ ଙ୍କୁ ହସ୍ତାନ୍ତର କରାଯାଇଛି । ଆଉ ୧୦ଟି ମୃତଦେହକୁ ଚିହ୍ନଟ କରାଯାଇଛି, ହସ୍ତାନ୍ତର ହେବ । ବାକି ୧୮୭ ଟି ମୃତଦେହର ଚିହ୍ନଟ […]

ଭୁବନେଶ୍ବର: ବର୍ତ୍ତମାନ ସୁଦ୍ଧା ଟ୍ରେନ ଦୁର୍ଘଟଣାରେ ୨୭୫ ଜଣଙ୍କର ମୃତ୍ୟୁ ଘଟିଛି ।  କେତେକ ମୃତଦେହକୁ  ଡବଲ କାଉଣ୍ଟିଙ୍ଗ ହୋଇ ଯାଇଥିଲା।  ବର୍ତ୍ତମାନ ରେଳବିଭାଗ ଓ ଜିଲ୍ଲା ପ୍ରଶାସନର ମିଳିତ ଯାଞ୍ଚ ପରେ ୨୭୫ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ସେଥି ମଧ୍ୟରୁ ୭୮ଟି ମୃତଦେହକୁ ଚିହ୍ନଟ କରାଯାଇ ତାଙ୍କ ସମ୍ପର୍କୀୟ ଙ୍କୁ ହସ୍ତାନ୍ତର କରାଯାଇଛି । ଆଉ ୧୦ଟି ମୃତଦେହକୁ ଚିହ୍ନଟ କରାଯାଇଛି, ହସ୍ତାନ୍ତର ହେବ । ବାକି ୧୮୭ ଟି ମୃତଦେହର ଚିହ୍ନଟ ପ୍ରକ୍ରିୟା ଜାରି ରହିଛି । ମୃତଦେଦ ଚିହ୍ନଟ ପାଇଁ ଡିଏନଏ ଓ ଫଙ୍ଗରପ୍ରିଣ୍ଟ ବ୍ୟବସ୍ଥା କରାଯିବ।

ଆହୁରି ପଢ଼ନ୍ତୁ: ଆସନ୍ତା ୨୦ ବେଳକୁ ପୁଣି ଏକ ଲଘୁଚାପ ଆଶଙ୍କା, ୧୮ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷାର ପ୍ରଭାବ

୧୮୦୦୩୪୫୦୦୬୧ ଟ୍ରୋଲ ଫ୍ରି ନମ୍ବର ଜାରି କରାଯାଇଛି।  ଯେଉଁ ମାନେ ମୃତଦେହ ଚିହ୍ନଟ ପାଇଁ ଆସୁଛନ୍ତି ସେମାନେ ଏହି ନମ୍ବରରେ କଲ କରି ପାରିବେ । ଆମର ଅଫିସର ମାନେ ସେମାନଙ୍କୁ ସାହାଯ୍ୟ କରିବେ । ତାଙ୍କୁ କୌଣସି ଅସୁବିଧା ହେବ ନାହିଁ । ୧୯୨୯ କେବଳ ଓଡ଼ିଶା ଲୋକଙ୍କ ପାଇଁ ଏହି ନମ୍ବର ଜାରି କରାଯାଇଛି । ରାଜ୍ୟର ଖର୍ଚ୍ଚରେ ମୃତଦେହକୁ ଗନ୍ତବ୍ୟ ସ୍ଥଳ କୁ ପଠାଯିବ । ୩୮୨ ଜଣ ଆହାତ ବ୍ୟକ୍ତି ଏବେ ବି ରାଜ୍ୟର ବିଭିନ୍ନ ମେଡ଼ିକାଲରେ ଚିକିତ୍ସିତ ହେଉଛନ୍ତି । ସେମାନଙ୍କ ମଧ୍ୟରୁ ୨ ଜଣ କ୍ରିଟିକାଲ ଅଛନ୍ତି । ସମସ୍ତଙ୍କୁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ମାଗଣା ଚିକିତ୍ସା ସୁବିଧା ଯୋଗାଇ ଦେବେ ବୋଲି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା କହିଛନ୍ତି।

ଆହୁରି ପଢ଼ନ୍ତୁ: ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୨୨କୁ ଶୁଣାଣି ଘୁଞ୍ଚାଇଲେ ସୁପ୍ରିମକୋର୍ଟ

 

ଆହୁରି ପଢ଼ନ୍ତୁ: ଗଣେଶ ଭସାଣିବେଳେ ଅଘଟଣ, ଜେନେରେଟରରେ ନିଆଁ ଲାଗି ୫ ଶିଶୁ ଗୁରୁତର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର