ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ବାହାନଗା ଟ୍ରେନ ଟ୍ରାଜେଡ଼ି: ଦୁର୍ଘଟଣା ନେଇ ରେଲୱେ ବୋର୍ଡର ପ୍ରେସମିଟ୍….

The Sakala Picture
Published On

ଭୁବନେଶ୍ବର: ବାହାନଗା ଟ୍ରେନ ଦୁର୍ଘଟଣା ନେଇ ପ୍ରେସମିଟ୍ କରିଛନ୍ତି ରେଲୱେ ବୋର୍ଡ । ଦୁର୍ଘଟଣାର କାରଣ ଦର୍ଶାଇଛନ୍ତି ବୋର୍ଡ ସଦସ୍ୟା ଜୟା ବର୍ମାସିହ୍ନା । କରମଣ୍ଡଳ ଏକ୍ସପ୍ରେସ୍ ମାଲବାହୀ ସହ ଧକ୍କା ହୋଇଥିଲା । ଲୁପ୍ ଲାଇନରେ ୨ଟି ମାଲବାହୀ ଗାଡି ଛିଡା ହୋଇଥିଲା । କରମଣ୍ଡଳ ବଗି ଅନ୍ୟ ଟ୍ରାକରେ ଯାଇ ପଡିଥିଲା । ୧୨୮ କିଲୋମିଟର ବେଗରେ ଯାଉଥିଲା କରମଣ୍ଡଳ । ଦୁଇଟିଯାକ ଟ୍ରେନ ପାଇଁ ଗ୍ରୀନ ସିଗନାଲ ଥିଲା । ଅନ୍ୟପଟେ ୧୨୬ […]

ଭୁବନେଶ୍ବର: ବାହାନଗା ଟ୍ରେନ ଦୁର୍ଘଟଣା ନେଇ ପ୍ରେସମିଟ୍ କରିଛନ୍ତି ରେଲୱେ ବୋର୍ଡ । ଦୁର୍ଘଟଣାର କାରଣ ଦର୍ଶାଇଛନ୍ତି ବୋର୍ଡ ସଦସ୍ୟା ଜୟା ବର୍ମାସିହ୍ନା । କରମଣ୍ଡଳ ଏକ୍ସପ୍ରେସ୍ ମାଲବାହୀ ସହ ଧକ୍କା ହୋଇଥିଲା । ଲୁପ୍ ଲାଇନରେ ୨ଟି ମାଲବାହୀ ଗାଡି ଛିଡା ହୋଇଥିଲା । କରମଣ୍ଡଳ ବଗି ଅନ୍ୟ ଟ୍ରାକରେ ଯାଇ ପଡିଥିଲା । ୧୨୮ କିଲୋମିଟର ବେଗରେ ଯାଉଥିଲା କରମଣ୍ଡଳ । ଦୁଇଟିଯାକ ଟ୍ରେନ ପାଇଁ ଗ୍ରୀନ ସିଗନାଲ ଥିଲା । ଅନ୍ୟପଟେ ୧୨୬ କିଲୋମିଟର ବେଗରେ ଯାଉଥିବା ଯଶୱନ୍ତପର ଏକ୍ସପ୍ରେସ୍ କରମଣ୍ଡଳର ବିକ୍ଷିପ୍ତ ବଗି ସହ ବାଡେଇ ହୋଇ ଲାଇନଚ୍ୟୁତ ହୋଇଥିଲା । ଫଳରେ ଯଶୱନ୍ତପୁରୀ ଏକ୍ସପ୍ରେସର ୨ଟି ବଗି ଗୁରୁତର ଭାବେ କ୍ଷତିଗ୍ରସ୍ତ ହେଇଥିଲା । ୨୦ ମିନିଟ ଭିତରେ ପହଞ୍ଚିଥିଳେ ଉଦ୍ଧାରକାରୀ ଦଳ । ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯାତ୍ରୀଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କରିଛି ରେଲୱେ ବୋର୍ଡ ।

ଆହୁରି ପଢ଼ନ୍ତୁ: ସାମ୍ବାଦିକ ସମ୍ମିଳନୀରେ ବର୍ଷିଲେ ରଣେନ୍ଦ୍ର; କହିଲେ, ‘ଦୁଇ ବର୍ଷରେ ୫୦ ନିଷ୍ପତ୍ତିରେ ସରକାରଙ୍କ ୟୁ-ଟର୍ଣ୍ଣ’

04 Jun 2023 By The Sakala

ବାହାନଗା ଟ୍ରେନ ଟ୍ରାଜେଡ଼ି: ଦୁର୍ଘଟଣା ନେଇ ରେଲୱେ ବୋର୍ଡର ପ୍ରେସମିଟ୍….

ଭୁବନେଶ୍ବର: ବାହାନଗା ଟ୍ରେନ ଦୁର୍ଘଟଣା ନେଇ ପ୍ରେସମିଟ୍ କରିଛନ୍ତି ରେଲୱେ ବୋର୍ଡ । ଦୁର୍ଘଟଣାର କାରଣ ଦର୍ଶାଇଛନ୍ତି ବୋର୍ଡ ସଦସ୍ୟା ଜୟା ବର୍ମାସିହ୍ନା । କରମଣ୍ଡଳ ଏକ୍ସପ୍ରେସ୍ ମାଲବାହୀ ସହ ଧକ୍କା ହୋଇଥିଲା । ଲୁପ୍ ଲାଇନରେ ୨ଟି ମାଲବାହୀ ଗାଡି ଛିଡା ହୋଇଥିଲା । କରମଣ୍ଡଳ ବଗି ଅନ୍ୟ ଟ୍ରାକରେ ଯାଇ ପଡିଥିଲା । ୧୨୮ କିଲୋମିଟର ବେଗରେ ଯାଉଥିଲା କରମଣ୍ଡଳ । ଦୁଇଟିଯାକ ଟ୍ରେନ ପାଇଁ ଗ୍ରୀନ ସିଗନାଲ ଥିଲା । ଅନ୍ୟପଟେ ୧୨୬ କିଲୋମିଟର ବେଗରେ ଯାଉଥିବା ଯଶୱନ୍ତପର ଏକ୍ସପ୍ରେସ୍ କରମଣ୍ଡଳର ବିକ୍ଷିପ୍ତ ବଗି ସହ ବାଡେଇ ହୋଇ ଲାଇନଚ୍ୟୁତ ହୋଇଥିଲା । ଫଳରେ ଯଶୱନ୍ତପୁରୀ ଏକ୍ସପ୍ରେସର ୨ଟି ବଗି ଗୁରୁତର ଭାବେ କ୍ଷତିଗ୍ରସ୍ତ ହେଇଥିଲା । ୨୦ ମିନିଟ ଭିତରେ ପହଞ୍ଚିଥିଳେ ଉଦ୍ଧାରକାରୀ ଦଳ । ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯାତ୍ରୀଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କରିଛି ରେଲୱେ ବୋର୍ଡ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର