ଖରାରେ ଶିଝୁଛି ଓଡ଼ିଶା: ଦିନ ୨ଟା ୩୦ ସୁଦ୍ଧା ସମ୍ବଲପୁର ରାଜ୍ୟର ସବୁଠୁ ଉତ୍ତପ୍ତ ସହର, ତାତି ପାଇଁ ବିଭିନ୍ନ ଜିଲ୍ଲାକୁ ହିଟ ୱେଭ ଆଲର୍ଟ ଜାରି

The Sakala Picture
Published On

ଭୁବନେଶ୍ୱର : ତତଲା ତାୱାରେ ଭାଜି ହେଉଛି ସାରା ରାଜ୍ୟ। ଗତ କିଛି ଦିନରେ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ସମସ୍ତ ସ୍ଥାନରେ ଅନୁଭବ ହେଉଛି ଅସହ୍ୟ ତାତି। ଆଜି ଦିନ ୨ ଟା ୩୦ ସୁଦ୍ଧା ରାଜ୍ୟର ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି। ସେଥିମଧ୍ୟରୁ ସମ୍ବଲପୁରର ତାପମାତ୍ରା ସର୍ବୋଚ୍ଚ ରହିଛ। ସମ୍ବଲପୁରର ତାପମାତ୍ରା ୪୪.୨ ଡ଼ିଗ୍ରୀ  ସେଲସିୟସ ରେକର୍ଡ କରାଯାଇଛି।  ସେହିପରି- ଝାରସୁଗୁଡାର ତାପମାତ୍ରା ୪୩.୪ ଡ଼ିଗ୍ରୀ ରହିଥିବା ବେଳେ ଭୁବନେଶ୍ୱରର ତାପମାତ୍ରା ୪୧ […]

ଭୁବନେଶ୍ୱର : ତତଲା ତାୱାରେ ଭାଜି ହେଉଛି ସାରା ରାଜ୍ୟ। ଗତ କିଛି ଦିନରେ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ସମସ୍ତ ସ୍ଥାନରେ ଅନୁଭବ ହେଉଛି ଅସହ୍ୟ ତାତି। ଆଜି ଦିନ ୨ ଟା ୩୦ ସୁଦ୍ଧା ରାଜ୍ୟର ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି। ସେଥିମଧ୍ୟରୁ ସମ୍ବଲପୁରର ତାପମାତ୍ରା ସର୍ବୋଚ୍ଚ ରହିଛ। ସମ୍ବଲପୁରର ତାପମାତ୍ରା ୪୪.୨ ଡ଼ିଗ୍ରୀ  ସେଲସିୟସ ରେକର୍ଡ କରାଯାଇଛି।  ସେହିପରି- ଝାରସୁଗୁଡାର ତାପମାତ୍ରା ୪୩.୪ ଡ଼ିଗ୍ରୀ ରହିଥିବା ବେଳେ ଭୁବନେଶ୍ୱରର ତାପମାତ୍ରା ୪୧ ଡ଼ିଗ୍ରୀ ସେଲସିୟସ ରେକର୍ଡ ହୋଇଛି। ଚାନ୍ଦବାଲିରେ ୩୯.୨ ଡ଼ିଗ୍ରୀ, ବାଲେଶ୍ୱରରେ ୩୭.୪ ଡ଼ିଗ୍ରୀ, କେନ୍ଦୁଝରରେ ୩୭.୨ ଡ଼ିଗ୍ରୀ, ଗୋପାଳପୁରରେ ୩୪.୬ ଡ଼ିଗ୍ରୀ, ପୁରୀରେ ୩୪.୪ ଡ଼ିଗ୍ରୀ ଓ ପାରାଦୀପରେ ୩୪.୪ ଡ଼ିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।

ଆହୁରି ପଢ଼ନ୍ତୁ: ଜନଗଣନା କରିବାକୁ ଯାଇ ଶିକ୍ଷୟିତ୍ରୀ ନିଖୋଜ, ତିନି ଦିନ ହେଲା ମିଳୁନି ପତ୍ତା

ଅନ୍ୟପକ୍ଷରେ,ରାଜ୍ୟର ବିଭିନ୍ନ ଜିଲ୍ଲାକୁ ହିଟ ୱେଭ ଆଲର୍ଟ ଜାରି କରାଯାଇଛି। ମୟୁରଭଞ୍ଜ, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ଼ ଓ ଝାରସୁଗୁଡା ଆଦି ଜିଲ୍ଲାକୁ ଗ୍ରୀଷ୍ମ ପ୍ରବାହ ପାଇଁ ସତର୍କ ସୂଚନା ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ବାର୍ଷିକ ରିଭିଜନରେ ଓଡ଼ିଶାର ୧୦ ଲକ୍ଷ ଭୋଟରଙ୍କ ନାମ ବାଦ୍‌; ନିର୍ବାଚନ କମିସନଙ୍କ କାର୍ଯ୍ୟକୁ ନେଇ ବିଜେଡିର ସନ୍ଦେହ

ଆହୁରି ପଢ଼ନ୍ତୁ: ଓସମା କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଚେତାବନୀ: ଲୋୟର ପିଏମଜିରେ ଗର୍ଜିଲେ ଶତାଧିକ କର୍ମଚାରୀ

07 Jun 2023 By The Sakala

ଖରାରେ ଶିଝୁଛି ଓଡ଼ିଶା: ଦିନ ୨ଟା ୩୦ ସୁଦ୍ଧା ସମ୍ବଲପୁର ରାଜ୍ୟର ସବୁଠୁ ଉତ୍ତପ୍ତ ସହର, ତାତି ପାଇଁ ବିଭିନ୍ନ ଜିଲ୍ଲାକୁ ହିଟ ୱେଭ ଆଲର୍ଟ ଜାରି

ଭୁବନେଶ୍ୱର : ତତଲା ତାୱାରେ ଭାଜି ହେଉଛି ସାରା ରାଜ୍ୟ। ଗତ କିଛି ଦିନରେ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ସମସ୍ତ ସ୍ଥାନରେ ଅନୁଭବ ହେଉଛି ଅସହ୍ୟ ତାତି। ଆଜି ଦିନ ୨ ଟା ୩୦ ସୁଦ୍ଧା ରାଜ୍ୟର ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି। ସେଥିମଧ୍ୟରୁ ସମ୍ବଲପୁରର ତାପମାତ୍ରା ସର୍ବୋଚ୍ଚ ରହିଛ। ସମ୍ବଲପୁରର ତାପମାତ୍ରା ୪୪.୨ ଡ଼ିଗ୍ରୀ  ସେଲସିୟସ ରେକର୍ଡ କରାଯାଇଛି।  ସେହିପରି- ଝାରସୁଗୁଡାର ତାପମାତ୍ରା ୪୩.୪ ଡ଼ିଗ୍ରୀ ରହିଥିବା ବେଳେ ଭୁବନେଶ୍ୱରର ତାପମାତ୍ରା ୪୧ ଡ଼ିଗ୍ରୀ ସେଲସିୟସ ରେକର୍ଡ ହୋଇଛି। ଚାନ୍ଦବାଲିରେ ୩୯.୨ ଡ଼ିଗ୍ରୀ, ବାଲେଶ୍ୱରରେ ୩୭.୪ ଡ଼ିଗ୍ରୀ, କେନ୍ଦୁଝରରେ ୩୭.୨ ଡ଼ିଗ୍ରୀ, ଗୋପାଳପୁରରେ ୩୪.୬ ଡ଼ିଗ୍ରୀ, ପୁରୀରେ ୩୪.୪ ଡ଼ିଗ୍ରୀ ଓ ପାରାଦୀପରେ ୩୪.୪ ଡ଼ିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।

ଅନ୍ୟପକ୍ଷରେ,ରାଜ୍ୟର ବିଭିନ୍ନ ଜିଲ୍ଲାକୁ ହିଟ ୱେଭ ଆଲର୍ଟ ଜାରି କରାଯାଇଛି। ମୟୁରଭଞ୍ଜ, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ଼ ଓ ଝାରସୁଗୁଡା ଆଦି ଜିଲ୍ଲାକୁ ଗ୍ରୀଷ୍ମ ପ୍ରବାହ ପାଇଁ ସତର୍କ ସୂଚନା ଜାରି କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର