ବର୍ଷା- ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା ପାଇଁ ଟ୍ବିନ ସିଟି ସମେତ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ କା‌ଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି। ବର୍ଷା ସହ ଜୋରରେ ପବନ ଓ ଧୂଳି ଝଡ଼ ହୋଇଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖିର ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ଟ୍ବିନ ସିଟି ସମେତ ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା […]

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ କା‌ଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି। ବର୍ଷା ସହ ଜୋରରେ ପବନ ଓ ଧୂଳି ଝଡ଼ ହୋଇଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖିର ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ଟ୍ବିନ ସିଟି ସମେତ ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡିକୁ ଆଗୁଆ ସତର୍କତା କରାଯଇଛି। ବର୍ଷା ସମୟରେ ଘଣ୍ଟାପ୍ରତି ୩୦ ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର: ଖସୁଛି ନଦୀର ଜଳସ୍ତର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର