ମନୋରଞ୍ଜନ
ଓଡ଼ିଶା
ଅତନୁ ସବ୍ୟସାଚୀ ନାୟକଙ୍କୁ ଉଚ୍ଚଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ
ଭୁବନେଶ୍ବର: ଅତନୁ ସବ୍ୟସାଚୀଙ୍କୁ ଦିଆଗଲା ଉଚ୍ଚଶିକ୍ଷା ବିଭାଗ ଦାୟିତ୍ୱ । ରୋହିତ ପୂଜାରୀଙ୍କୁ ବାଦ୍ ପରେ ଅତନୁଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯଇଛି। ସମବାୟ ବିଭାଗ ସହ ଉଚ୍ଚଶିକ୍ଷା ବିଭାଗର ଦାୟିତ୍ୱ ତୁଲାଇବେ ଅତନୁ । ସୂଚନା ଅନୁଯାୟୀ, ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀଙ୍କୁ ମନ୍ତ୍ରୀମଣ୍ଡଳରୁ ବାଦ ଦେବାକୁ ରାଜ୍ୟପାଳଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପାରିସ କରିଛନ୍ତି । ମୁଖ୍ୟମନ୍ତ୍ରୀ ବାର୍ଷିକ ବିଭାଗୀୟ ସମୀକ୍ଷା କରିଥିଲେ । ବାର୍ଷିକ ସମୀକ୍ଷାରେ ଉଚ୍ଚଶିକ୍ଷା ବିଭାଗର ଦୁର୍ବଳ ପ୍ରଦର୍ଶନ ପାଇଁ ବାଦ […]
ଭୁବନେଶ୍ବର: ଅତନୁ ସବ୍ୟସାଚୀଙ୍କୁ ଦିଆଗଲା ଉଚ୍ଚଶିକ୍ଷା ବିଭାଗ ଦାୟିତ୍ୱ । ରୋହିତ ପୂଜାରୀଙ୍କୁ ବାଦ୍ ପରେ ଅତନୁଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯଇଛି। ସମବାୟ ବିଭାଗ ସହ ଉଚ୍ଚଶିକ୍ଷା ବିଭାଗର ଦାୟିତ୍ୱ ତୁଲାଇବେ ଅତନୁ ।
ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
ସୂଚନା ଅନୁଯାୟୀ, ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀଙ୍କୁ ମନ୍ତ୍ରୀମଣ୍ଡଳରୁ ବାଦ ଦେବାକୁ ରାଜ୍ୟପାଳଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପାରିସ କରିଛନ୍ତି । ମୁଖ୍ୟମନ୍ତ୍ରୀ ବାର୍ଷିକ ବିଭାଗୀୟ ସମୀକ୍ଷା କରିଥିଲେ । ବାର୍ଷିକ ସମୀକ୍ଷାରେ ଉଚ୍ଚଶିକ୍ଷା ବିଭାଗର ଦୁର୍ବଳ ପ୍ରଦର୍ଶନ ପାଇଁ ବାଦ ପଡିଥିବା ଜଣାପଡ଼ିଛି ।
ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉନାହିଁ FCI : ହାତ ଟେକିଦେଲେ ଅସହାୟ ଯୋଗାଣମନ୍ତ୍ରୀ; କହିଲେ, କେନ୍ଦ୍ର ଆମ କଥା ଶୁଣୁନି






