ଆଜି ରାଜଧାନୀରେ କରୋନାରୁ ସୁସ୍ଥ ଅଧିକ, ସଂକ୍ରମଣ କମ

The Sakala Picture
Published On

ଭୁବନେଶ୍ୱର ପାଇଁ ଖୁସି ଖବର । ଆଜି ରାଜଧାନୀରେ କରୋନାରୁ ଅଧିକ ସୁସ୍ଥ ହୋଇଥିବା ବେଳେ ସଂକ୍ରମଣ କମ ରହିଛି । ଗୋଟିଏ ଦିନରେ ୯୩୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଚିହ୍ନଟ ହୋଇଛନ୍ତି ୮୬୪ ଜଣ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧୩୪ ଜଣ ଚିହ୍ନଟ ହୋଇଥିବା ବେଳେ ୭୩୦ ଲୋକାଲ କେସ ଚିହ୍ନଟ ହୋଇଛନ୍ତି । ଭୁବନେଶ୍ୱରର ମଞ୍ଚେଶ୍ୱର, ରସୁଲଗଡ, ହଂସପାଳ, ପାହାଳ, ସହିଦ ନଗର, ସତ୍ୟନଗର, ଝାରପଡା, ଖଣ୍ଡଗିରି, ପଟିଆ, ଜୟଦେବ […]

ଭୁବନେଶ୍ୱର ପାଇଁ ଖୁସି ଖବର । ଆଜି ରାଜଧାନୀରେ କରୋନାରୁ ଅଧିକ ସୁସ୍ଥ ହୋଇଥିବା ବେଳେ ସଂକ୍ରମଣ କମ ରହିଛି । ଗୋଟିଏ ଦିନରେ ୯୩୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଚିହ୍ନଟ ହୋଇଛନ୍ତି ୮୬୪ ଜଣ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧୩୪ ଜଣ ଚିହ୍ନଟ ହୋଇଥିବା ବେଳେ ୭୩୦ ଲୋକାଲ କେସ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ବିଜେପି ଶାସନରେ ଓଡ଼ିଶାର ପର୍ଯ୍ୟଟନସ୍ଥଳୀ ଅସୁରକ୍ଷିତ, ମହିଳା ଓ ପର୍ଯ୍ୟଟକଙ୍କୁ ସୁରକ୍ଷା ଦେବାରେ ସରକାର ବିଫଳ: ବିଜେଡି

ଭୁବନେଶ୍ୱରର ମଞ୍ଚେଶ୍ୱର, ରସୁଲଗଡ, ହଂସପାଳ, ପାହାଳ, ସହିଦ ନଗର, ସତ୍ୟନଗର, ଝାରପଡା, ଖଣ୍ଡଗିରି, ପଟିଆ, ଜୟଦେବ ବିହାର, ନୟାପଲ୍ଲୀ, କଳ୍ପନା, ବମିଖାଲ, ବରମୁଣ୍ଡା, ଚିନ୍ତାମଣିଶ୍ୱର, ଏଜି କଲୋନୀ, ପଳାସପଲ୍ଲୀ, ପୋଖରୀପୁଟ, ଶୈଳଶ୍ରୀବିହାର, ସାମନ୍ତରାପୁର ଆଦି ଅଞ୍ଚଳରୁ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ପୁଅକୁ ଡାକ୍ତର କରିବାକୁ ପଣ: ଋଣ ଶୁଝିବା ଯାଏଁ ଏସ୍‌ଏଚ୍‌ଜି ନିକଟରେ ବାର୍ଦ୍ଧକ୍ୟ କାର୍ଡ ବନ୍ଧକ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର