ପଶ୍ଚିମ ଓଡ଼ିଶାରେ ନିଆଁ ବର୍ଷା, ଆସନ୍ତା ୩ ଦିନ ପର୍ଯ୍ୟନ୍ତ ମିଳିବନି ନିସ୍ତାର

The Sakala Picture
Published On

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାରେ ନିଆଁ ବର୍ଷା। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ମିଳିବନି ନିସ୍ତାର। ୧୧, ୧୨, ୧୩ରେ ସିଭିୟର ହିଟଓ୍ବେଭ୍ ଆଲର୍ଟ। ୨୪ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମପ୍ରବାହ ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ। ସୋନପୁର, ବଲାଙ୍ଗୀର, କେଉଁଝର, ଝାରସୁଗୁଡା, ସୁନ୍ଦରଗଡ଼, ବୌଦ୍ଧ, କନ୍ଧମାଳ , ବରଗଡ଼, ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି। ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କଲା ପାଣିପାଗ କେନ୍ଦ୍ର। ସୁନ୍ଦରଗଡ, ନୂଆପଡା, କଳାହାଣ୍ଡି, ନୟାଗଡ଼, ମୟୂରଭଞ୍ଜ, ଅନୁଗୁଳ ଏବଂ […]

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାରେ ନିଆଁ ବର୍ଷା। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ମିଳିବନି ନିସ୍ତାର। ୧୧, ୧୨, ୧୩ରେ ସିଭିୟର ହିଟଓ୍ବେଭ୍ ଆଲର୍ଟ। ୨୪ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମପ୍ରବାହ ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ। ସୋନପୁର, ବଲାଙ୍ଗୀର, କେଉଁଝର, ଝାରସୁଗୁଡା, ସୁନ୍ଦରଗଡ଼, ବୌଦ୍ଧ, କନ୍ଧମାଳ , ବରଗଡ଼, ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି। ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କଲା ପାଣିପାଗ କେନ୍ଦ୍ର। ସୁନ୍ଦରଗଡ, ନୂଆପଡା, କଳାହାଣ୍ଡି, ନୟାଗଡ଼, ମୟୂରଭଞ୍ଜ, ଅନୁଗୁଳ ଏବଂ ଦେବଗଡ଼ କୁ ସତର୍କତା। କାଳବୈଶାଖୀର ପ୍ରଭାବ ନଥିବାରୁ ବୃଦ୍ଧି ପାଉଛି ତାପମାତ୍ରା। ଅଧିକାଂଶ ସ୍ଥାନରେ ସ୍ବାଭାବିକ ଠାରୁ ୬ ରୁ ୭ ଡିଗ୍ରୀ ଅଧିକ ରହୁଛି ପାରା। ଉପକୂଳ ଓଡିଶାରେ ଜାରି ରହିବ ଅସହ୍ୟ ଗୁଳୁଗୁଳି। ତାତି ସହ ୫୦ ପ୍ରତିଶତରୁ ଅଧିକ ଆର୍ଦ୍ରତା ପାଇଁ ଅସ୍ତବ୍ୟସ୍ତ ଜନଜୀବନ।

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

11 Jun 2023 By The Sakala

ପଶ୍ଚିମ ଓଡ଼ିଶାରେ ନିଆଁ ବର୍ଷା, ଆସନ୍ତା ୩ ଦିନ ପର୍ଯ୍ୟନ୍ତ ମିଳିବନି ନିସ୍ତାର

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାରେ ନିଆଁ ବର୍ଷା। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ମିଳିବନି ନିସ୍ତାର। ୧୧, ୧୨, ୧୩ରେ ସିଭିୟର ହିଟଓ୍ବେଭ୍ ଆଲର୍ଟ। ୨୪ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମପ୍ରବାହ ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ। ସୋନପୁର, ବଲାଙ୍ଗୀର, କେଉଁଝର, ଝାରସୁଗୁଡା, ସୁନ୍ଦରଗଡ଼, ବୌଦ୍ଧ, କନ୍ଧମାଳ , ବରଗଡ଼, ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି। ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କଲା ପାଣିପାଗ କେନ୍ଦ୍ର। ସୁନ୍ଦରଗଡ, ନୂଆପଡା, କଳାହାଣ୍ଡି, ନୟାଗଡ଼, ମୟୂରଭଞ୍ଜ, ଅନୁଗୁଳ ଏବଂ ଦେବଗଡ଼ କୁ ସତର୍କତା। କାଳବୈଶାଖୀର ପ୍ରଭାବ ନଥିବାରୁ ବୃଦ୍ଧି ପାଉଛି ତାପମାତ୍ରା। ଅଧିକାଂଶ ସ୍ଥାନରେ ସ୍ବାଭାବିକ ଠାରୁ ୬ ରୁ ୭ ଡିଗ୍ରୀ ଅଧିକ ରହୁଛି ପାରା। ଉପକୂଳ ଓଡିଶାରେ ଜାରି ରହିବ ଅସହ୍ୟ ଗୁଳୁଗୁଳି। ତାତି ସହ ୫୦ ପ୍ରତିଶତରୁ ଅଧିକ ଆର୍ଦ୍ରତା ପାଇଁ ଅସ୍ତବ୍ୟସ୍ତ ଜନଜୀବନ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର