ବାହାନଗା ଟ୍ରେନ୍ ଟ୍ରାଜେଡ଼ି: ଚିକିତ୍ସାଧୀନ ଅବସ୍ଥାରେ ଜଣେ ଆହତଙ୍କ ମୃତ୍ୟୁ
କଟକ: ବାଲେଶ୍ବର ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଗଲା ଆଉ ଜଣଙ୍କ ଜୀବନ । ଚିକିତ୍ସାଧୀନ ଅବସ୍ଥାରେ ଏସସିବିରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି । ମୃତକ ଜଣଙ୍କ ହେଲେ ବିହାରର ବିଜୟ ଦର୍ଶନ । ସେଣ୍ଟ୍ରାଲ ଆଇସିୟୁରେ ଚିକିତ୍ସିତ ହେଉଥିଲେ ବିଜୟ । ମୃତଦେହକୁ ପ୍ରଶାସନ ଗାଡ଼ି ଯୋଗେ ବିହାର ପଠାଇବ । ଗତ ଜୁନ୍ ୨ ତାରିଖ ଶୁକ୍ରବାର ସନ୍ଧ୍ୟାରେ ହୋଇଥିଲା ଭୟଙ୍କର ଟ୍ରେନ୍ ଦୁର୍ଘଟଣା । ଦୁର୍ଘଟଣାର ୧୨ ଦିନ ପରେ ଚିକିତ୍ସାଧୀନ ଅବସ୍ଥାରେ […]
କଟକ: ବାଲେଶ୍ବର ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଗଲା ଆଉ ଜଣଙ୍କ ଜୀବନ । ଚିକିତ୍ସାଧୀନ ଅବସ୍ଥାରେ ଏସସିବିରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି । ମୃତକ ଜଣଙ୍କ ହେଲେ ବିହାରର ବିଜୟ ଦର୍ଶନ । ସେଣ୍ଟ୍ରାଲ ଆଇସିୟୁରେ ଚିକିତ୍ସିତ ହେଉଥିଲେ ବିଜୟ । ମୃତଦେହକୁ ପ୍ରଶାସନ ଗାଡ଼ି ଯୋଗେ ବିହାର ପଠାଇବ । ଗତ ଜୁନ୍ ୨ ତାରିଖ ଶୁକ୍ରବାର ସନ୍ଧ୍ୟାରେ ହୋଇଥିଲା ଭୟଙ୍କର ଟ୍ରେନ୍ ଦୁର୍ଘଟଣା । ଦୁର୍ଘଟଣାର ୧୨ ଦିନ ପରେ ଚିକିତ୍ସାଧୀନ ଅବସ୍ଥାରେ ବିଜୟଙ୍କ ମୃତ୍ୟୁ ଘଟିଛି । ଏଥିସହ ୨୮୯କୁ ମୃତକଙ୍କ ସଂଖ୍ୟା ବୃଦ୍ଧି ହୋଇଛି।