ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ବଢିଲା ମହଙ୍ଗା ଭତ୍ତା ଓ ଟି.ଆଇ

The Sakala Picture
Published On

ଭୁବନେଶ୍ବର: ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଚାରି ପ୍ରତିଶତ ବୃଦ୍ଧି ପାଇଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମବାରୀଙ୍କ ମହଙ୍ଗା ଭତ୍ତା ୩୮ ପ୍ରତିଶତରୁ ୪୨ ପ୍ରତିଶତକୁ ବୃଦ୍ଧି ପାଇଛି । ଏହା ଜାନୁଆରୀ ପହିଲା ୨୦୨୩ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଜୁନ୍ ମାସ ଦରମାରେ ନଗଦ ଆକାରରେ ମିଳିବ । ଏହା ସହିତ ପେନସନଭୋଗୀ ମାନଙ୍କ […]

ଭୁବନେଶ୍ବର: ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଚାରି ପ୍ରତିଶତ ବୃଦ୍ଧି ପାଇଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମବାରୀଙ୍କ ମହଙ୍ଗା ଭତ୍ତା ୩୮ ପ୍ରତିଶତରୁ ୪୨ ପ୍ରତିଶତକୁ ବୃଦ୍ଧି ପାଇଛି । ଏହା ଜାନୁଆରୀ ପହିଲା ୨୦୨୩ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଜୁନ୍ ମାସ ଦରମାରେ ନଗଦ ଆକାରରେ ମିଳିବ ।

ଆହୁରି ପଢ଼ନ୍ତୁ: ଉଚ୍ଚଶିକ୍ଷା ପାଇଁ ଏଚ୍ଆଇଭି ପ୍ରଭାବିତ ଛାତ୍ରଛାତ୍ରୀଙ୍କୁ ମିଳିବ ଆର୍ଥିକ ସହାୟତା: ଓସାକ୍ସ ଓ ଉଚ୍ଚଶିକ୍ଷା ବିଭାଗର ବଡ଼ ପଦକ୍ଷେପ

ଏହା ସହିତ ପେନସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ଚାରି ପ୍ରତିଶତ ବୃଦ୍ଧି କରାଯାଇଛି । ସେମାନେ ମଧ୍ୟ ଅନୁରୂପ ଭାବେ ତୁନ୍ ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ । ଏହା ଦ୍ବାରା ପ୍ରାୟ ସାଢେ ସାତ ଲକ୍ଷ ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ ।

ଆହୁରି ପଢ଼ନ୍ତୁ: ନୟାଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟି ହେଲା ବସ୍, ଜଣେ ମୃତ ଓ ୨୫ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର