ଆସନ୍ତା ୧୯ ତାରିଖରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ, ସକାଳ ୮ଟାରୁ ୯ଟା ଯାଏଁ ହେବ ପାରମାଣିକ ଦର୍ଶନ

The Sakala Picture
Published On

ପୁରୀ: ଆସନ୍ତା ୧୯ ତାରିଖରେ ଶ୍ରୀଜିଉଙ୍କ ନବଯୌବନ ଦର୍ଶନ । ସକାଳ ୮ଟାରୁ ଆରମ୍ଭ ହେବ ନବଯୌବନ ଦର୍ଶନ ।ମାତ୍ର ୩ ଘଣ୍ଟା ମିଳିବ ମହାପ୍ରଭୁଙ୍କ ଦର୍ଶନ । ସକାଳ ୮ଟା ରୁ ୯ଟା ଯାଏ ଘଣ୍ଟାଏ ହେବ ପାରିମାଣିକ ଦର୍ଶନ । ପାରମାଣିକ ଟିକେଟର ଦାମ ୧୦୦ ଟଙ୍କା ସ୍ଥିର କରାଯାଇଛି । ପାରିମାଣିକ ଦର୍ଶନ ପାଇଁ ଦକ୍ଷିଣ ଦ୍ବାର ଦେଇ ଯିବେ ଭକ୍ତ । ସେହିପରି ୯ ଟାରୁ ୧୧ଟା ଯାଏ ୨ ଘଣ୍ଟା […]

ପୁରୀ: ଆସନ୍ତା ୧୯ ତାରିଖରେ ଶ୍ରୀଜିଉଙ୍କ ନବଯୌବନ ଦର୍ଶନ । ସକାଳ ୮ଟାରୁ ଆରମ୍ଭ ହେବ ନବଯୌବନ ଦର୍ଶନ ।ମାତ୍ର ୩ ଘଣ୍ଟା ମିଳିବ ମହାପ୍ରଭୁଙ୍କ ଦର୍ଶନ । ସକାଳ ୮ଟା ରୁ ୯ଟା ଯାଏ ଘଣ୍ଟାଏ ହେବ ପାରିମାଣିକ ଦର୍ଶନ । ପାରମାଣିକ ଟିକେଟର ଦାମ ୧୦୦ ଟଙ୍କା ସ୍ଥିର କରାଯାଇଛି । ପାରିମାଣିକ ଦର୍ଶନ ପାଇଁ ଦକ୍ଷିଣ ଦ୍ବାର ଦେଇ ଯିବେ ଭକ୍ତ । ସେହିପରି ୯ ଟାରୁ ୧୧ଟା ଯାଏ ୨ ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ରହିଛି । ସର୍ବସାଧାରଣ ଦର୍ଶନ ପାଇଁ ସିଂହଦ୍ବାର ଦେଇ ଯିବେ ଭକ୍ତ । ୧୧ଟା ପରଠାରୁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । କେବଳ ଭକ୍ତମାନେ ବେଢ଼ା ପରିକ୍ରମା ସହ ପାର୍ଶ୍ବ ଦେବାଦେବୀଙ୍କୁ ଦର୍ଶନ କରିପାରିବେ । ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ।

ଆହୁରି ପଢ଼ନ୍ତୁ: ସୁବର୍ଣ୍ଣପୁରର ଏକ ତେଲ କାରଖାନାରେ ଭୟାବହ ଅଗ୍ନିକାଣ୍ଡ, ନିଆଁ ଲିଭା କାର୍ଯ୍ୟ ଜାରି

ପାରିମାଣିକ ଦର୍ଶନରେ ୭ ହଜାର ଟିକେଟର ବ୍ୟବସ୍ଥା କରାଯାଇଛି । ପ୍ରତି ଟିକେଟର ମୂଲ୍ୟ ୧୦୦ ଟଙ୍କା ରହିଛି । ରାତି ୯ଟା ସୁଦ୍ଧା ସେନାପଟା ଲାଗି କାର୍ଯ୍ୟକ୍ରମ କରାଯିବା ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସ ଓ ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସ ମହାପାତ୍ର ସୂଚନା ଦେଇଛନ୍ତି । ନବଯୌବନ ଦର୍ଶନର ପରଦିନ ଶ୍ରୀଜିଉ ରଥାରୁଢ ହେବେ। ଲକ୍ଷ ଲକ୍ଷ ଭକ୍ତଙ୍କ ଗହଣରେ ୨୦ ତାରିଖରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ। ସେଥିନେଇ ଶ୍ରୀମନ୍ଦିର ପ୍ରଶାସନ ଓ ପୁଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।

ଆହୁରି ପଢ଼ନ୍ତୁ: OERCର ନୂଆ ସଦସ୍ୟ ଭାବେ ସୁଧାଂଶୁ ଶେଖର ବରପଣ୍ଡାଙ୍କୁ ନିଯୁକ୍ତ କଲେ ରାଜ୍ୟ ସରକାର

15 Jun 2023 By The Sakala

ଆସନ୍ତା ୧୯ ତାରିଖରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ, ସକାଳ ୮ଟାରୁ ୯ଟା ଯାଏଁ ହେବ ପାରମାଣିକ ଦର୍ଶନ

ପୁରୀ: ଆସନ୍ତା ୧୯ ତାରିଖରେ ଶ୍ରୀଜିଉଙ୍କ ନବଯୌବନ ଦର୍ଶନ । ସକାଳ ୮ଟାରୁ ଆରମ୍ଭ ହେବ ନବଯୌବନ ଦର୍ଶନ ।ମାତ୍ର ୩ ଘଣ୍ଟା ମିଳିବ ମହାପ୍ରଭୁଙ୍କ ଦର୍ଶନ । ସକାଳ ୮ଟା ରୁ ୯ଟା ଯାଏ ଘଣ୍ଟାଏ ହେବ ପାରିମାଣିକ ଦର୍ଶନ । ପାରମାଣିକ ଟିକେଟର ଦାମ ୧୦୦ ଟଙ୍କା ସ୍ଥିର କରାଯାଇଛି । ପାରିମାଣିକ ଦର୍ଶନ ପାଇଁ ଦକ୍ଷିଣ ଦ୍ବାର ଦେଇ ଯିବେ ଭକ୍ତ । ସେହିପରି ୯ ଟାରୁ ୧୧ଟା ଯାଏ ୨ ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ରହିଛି । ସର୍ବସାଧାରଣ ଦର୍ଶନ ପାଇଁ ସିଂହଦ୍ବାର ଦେଇ ଯିବେ ଭକ୍ତ । ୧୧ଟା ପରଠାରୁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । କେବଳ ଭକ୍ତମାନେ ବେଢ଼ା ପରିକ୍ରମା ସହ ପାର୍ଶ୍ବ ଦେବାଦେବୀଙ୍କୁ ଦର୍ଶନ କରିପାରିବେ । ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ।

ପାରିମାଣିକ ଦର୍ଶନରେ ୭ ହଜାର ଟିକେଟର ବ୍ୟବସ୍ଥା କରାଯାଇଛି । ପ୍ରତି ଟିକେଟର ମୂଲ୍ୟ ୧୦୦ ଟଙ୍କା ରହିଛି । ରାତି ୯ଟା ସୁଦ୍ଧା ସେନାପଟା ଲାଗି କାର୍ଯ୍ୟକ୍ରମ କରାଯିବା ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସ ଓ ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସ ମହାପାତ୍ର ସୂଚନା ଦେଇଛନ୍ତି । ନବଯୌବନ ଦର୍ଶନର ପରଦିନ ଶ୍ରୀଜିଉ ରଥାରୁଢ ହେବେ। ଲକ୍ଷ ଲକ୍ଷ ଭକ୍ତଙ୍କ ଗହଣରେ ୨୦ ତାରିଖରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ। ସେଥିନେଇ ଶ୍ରୀମନ୍ଦିର ପ୍ରଶାସନ ଓ ପୁଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର